ମେଟ୍ରୋ

ସିକିଲ୍‌ ସେଲ୍‌ ନିରାକରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର, ୧।୧(ବ୍ୟୁରୋ): ସିକିଲ୍‌ ସେଲ୍‌ ରୋଗର ନିରାକରଣ ପାଇଁ ରାଜ୍ୟରୁ ବ୍ଲକ୍‌ ସ୍ତର ପର୍ଯ୍ୟନ୍ତ ଆନୁଷ୍ଠାନିକ ବ୍ୟବସ୍ଥା କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସବ୍‌-କମିଟି ଗଠନ କରାଯାଇଛି। ଅନୁସୂଚିତ ଜନଜାତି,…

୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି ବୃହତ୍‌ ପ୍ରକଳ୍ପ ପାଇଁ ହାଇଲେଭଲ କ୍ଲିୟରାନ୍ସ ଅଥରିଟିକୁ ସୁପାରିସ କରିଛନ୍ତି। ଶନିବାର ମୁଖ୍ୟ ଶାସନ…

୮ ଶିଶୁ ମୃତ୍ୟୁ ମାମଲା : ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର, ୧।୧ବ୍ୟୁରୋ): କୋରାପୁଟ ଜିଲା ବୋରିଗୁମ୍ମାା ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଚିକିତ୍ସା ଅଭାବରୁ ୮ ନବଜାତ ଶିଶୁଙ୍କ ମୃତ୍ୟୁକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ(ଏନ୍‌ଏଚଆର୍‌ସି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ଘଟଣାରେ କମିଶନ ରାଜ୍ୟ ମୁଖ୍ୟ ଶାସନ ସଚିବ…

ସମବାୟ ବିଭାଗର ୩ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧ା୧(ବ୍ୟୁରୋ): ସମବାୟ ବିଭାଗରେ କାର୍ଯ୍ୟରତ ୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ସମବାୟ ଅଡିଟ୍‌ ନିର୍ଦ୍ଦେଶାଳୟ, ଭୁବନେଶ୍ୱରର ସବ୍‌ଆସିଷ୍ଟାଣ୍ଟ ଏଜିସିଏସ୍‌ ମୁକ୍ତେଶ୍ୱର ସୋରେଙ୍ଗ୍‌, ସମବାୟ ସମିତି ସମୂହର ନିବନ୍ଧକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମବାୟ ସମିତି ନିରୀକ୍ଷକ…

ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ ସାରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଛି। ଜାନୁୟାରୀ ସୁଦ୍ଧା କେନ୍ଦୁଝର ଟିଚିଂ ହସ୍ପିଟାଲ କାମ…

ପୁଟିନ୍‌ ବିରୋଧୀ ଉଦ୍ଧାର

ଭୁବନେଶ୍ବର, ୧ା୧(ବ୍ୟୁରୋ): ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ମୃତ୍ୟୁ ପଛର କାରଣ ଏଯାବତ୍‌ ସ୍ପଷ୍ଟ ହୋଇପାରି ନ ଥିବାବେଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ପ୍ଲାକାର୍ଡ ଧରି ବୁଲୁଥିବା ଜଣେ ରୁଷୀୟ…

ଗଠନ ହେଲା ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ନୂଆବର୍ଷରେ ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌ ଗଠିତ ହୋଇଛି। ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ଏମ୍‌ପି ମାନସ ମଙ୍ଗରାଜ ମନୋନୀତ ହୋଇଛନ୍ତି। ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ଶର୍ମିଷ୍ଠା ସେଠୀ, ଡ. ସସ୍ମିତ ପାତ୍ର…

ମାର୍ଚ୍ଚ ପହିଲାରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତଦୁଇ ପରୀକ୍ଷା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ହେବ। ମାର୍ଚ୍ଚ ୧ରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ରୁ…

ଜିରୋନାଇଟ ସେଲିବ୍ରେଶନ ଉପରେ କଟକଣା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶନିବାର ବର୍ଷର ଶେଷଦିନ । ରାତି ପାହିଲେ ବଦଳିବ କ୍ୟାଲେଣ୍ଡର । ବିଦାୟ ନେବ ୨୦୨୨ ଆସିବ ନୂଆବର୍ଷ ୨୦୨୩। ଗତ ଦୁଇବର୍ଷ କରୋନା ପାଇଁ ନ୍ୟୁ ଇୟର ସେଲିବ୍ରେଶନ ଫିକା ପଡ଼ିଥିଲା । ଚଳିତବର୍ଷ ସେଭଳି କିଛି ସ୍ଥିତି…

ଥାର୍ଡ ସ୍ପେସ୍‌ ଏଣ୍ଡୋସ୍କୋପିର ଅତ୍ୟାଧୁନିକ ଅସ୍ତ୍ରୋପଚାର ପ୍ରକ୍ରିୟା ଶିଖାଇଲେ ଡା. ମନୋଜ ସାହୁ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦିନକୁ ଦିନ ଓଡ଼ିଶାର ଖ୍ୟାତି ବଢ଼ିବାରେ ଲାଗିଛି। ବିଗତ ଦିନଗୁଡ଼ିକରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ରୋଗୀଙ୍କୁ ରାଜ୍ୟ ବାହାରକୁ ଯିବାକୁ ପଡ଼ୁଥିଲା। ମାତ୍ର ଏବେ ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ପ୍ରତିଦିନ ରାଜ୍ୟ ତଥା ରାଜ୍ୟ…

ରାଜଧାନୀରେ ବର୍ଷକରେ ୧୨.୯୬ କୋଟି ଠକେଇ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜଧାନୀରେ ସାଇବର ଠକେଇରେ ରୋକ ଲଗାଯାଇପାରୁ ନାହିଁ। ଲୋକଙ୍କୁ ବିଭିନ୍ନ ଜରିଆରେ ସଚେତନ କରାଯାଉଥିଲେ ମଧ୍ୟ ସାଇବର ଅପରାଧୀଙ୍କ ଜାଲରେ ପଡ଼ି ବହୁ ଟଙ୍କା ହରାଉଛନ୍ତି। ଡିସେମ୍ବରରେ ରାଜଧାନୀରେ ୧ କୋଟି ୧୭ ଲକ୍ଷ ୩୫ ହଜାର ୧୬୭ ଟଙ୍କା ସାଇବର…

ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧୨ (ବ୍ୟୁରୋ): ସରକାରୀ ସେବା ତଥା କାର୍ଯ୍ୟ ପାଇଁ ରାଜଧାନୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଗୋଟିଏ ଛାତ ତଳେ ସେମାନେ ବିଭିନ୍ନ ସରକାରୀ କାର୍ଯ୍ୟକୁ ସୁବିଧାରେ ସମ୍ପାଦନ କରିପାରିବେ। ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri