ମେଟ୍ରୋ

ଇଗ୍ନୋରେ ୨୦୨୩ ପାଇଁ ନାମଲେଖା ଘୋଷଣା

ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି…

ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ…

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ତଥା…

ଇଗ୍ନୋରେ ୨୦୨୩ ନାମଲେଖା ପାଇଁ ଘୋଷଣା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ନେଇ ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର…

ବିଶ୍ୱକପ୍‌ ହକି ପାଇଁ ଆଉ ୩ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ଆସନ୍ତା ୨୦୨୩ ଜାନୁୟାରୀ ୧୩ରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା : ଜାଣନ୍ତୁ କେବେଠୁ କରିବେ ଆବେଦନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସ୍‌ସି ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ, ଜାନୁୟାରୀ ୧୭ରୁ ଆଶାୟୀ ଛାତ୍ରୀଛାତ୍ର ଅନଲାଇନରେ…

ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୩ ଅଫିସରଙ୍କୁ ଡିଆଇଜି ପାହ୍ୟାଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ଜାରି କରାଯାଇଛି। ତଦନୁଯାୟୀ ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧…

‘ସହଜ- ବୋଧଗମ୍ୟ ଭାଷାରେ ରଚନା ହେଉ ଶିଶୁ ସାହିତ୍ୟ’

ଭୁବନେଶ୍ୱର, ୩o।୧୨: ସାହିତ୍ୟ ପତ୍ରିକା ‘ଝୁମୁକା’ର ୩୬ ତମ ସାରସ୍ବତ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହଜ ଓ ବୋଧଗମ୍ୟ ଭାଷାରେ ଶିଶୁ ସାହିତ୍ୟ ରଚନା କଲେ ଏହା ପାଠକଙ୍କ ନିକଟରେ ଅପହଞ୍ଚ ହେବ ନାହିଁ ବୋଲି ମତ ପ୍ରକାଶ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ…

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି। ଟୁଇଟ୍‌…

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ ରୋଗୀଙ୍କ…

ରାଜ୍ୟ କ୍ଷମତା ହଡ଼ପ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):କେନ୍ଦ୍ର ସରକାର ରାଜ୍ୟଠାରୁ ଗୋଟିଏ ପରେ ଗୋଟିଏ କ୍ଷମତା ହଡ଼ପ କରିବାକୁ ଷଡ଼ଯନ୍ତ୍ର ଚଳାଇଛନ୍ତି। ବିଦ୍ୟୁତ୍‌ ଆଇନ-୨୦୦୩କୁ କେନ୍ଦ୍ର ସରକାର ଏବେ ସଂଶୋଧନ କରି ପ୍ରସ୍ତାବିତ ବିଦ୍ୟୁତ୍‌ ଶକ୍ତି ବିଲ୍‌-୨୦୨୨ ଆଣିବାକୁ ଯାଉଛନ୍ତି। ଫଳରେ ବିଦ୍ୟୁତ୍‌ ସଂକ୍ରାନ୍ତୀୟ ନିଷ୍ପତ୍ତି ଏବେ କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri