ମେଟ୍ରୋ

ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ ହୋଇଛି।…

ଆଗୁଆ ବିଧାନସଭା ବନ୍ଦ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୨।୪(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ୨୧ ଫେବୃୟାରୀରୁ ଆସନ୍ତା ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ପାଇଁ କାର୍ଯ୍ୟଦିବସ ନିର୍ଘଣ୍ଟ ହୋଇଥିଲା ା କିନ୍ତୁ ହଠାତ୍‌ ଅଗଣତାନ୍ତ୍ରିକ ଉପାୟରେ ଶୁକ୍ରବାର ଅଧିବେଶନ ବନ୍ଦ କରାଯାଇଛି ା ବିଧାନସଭା କାର୍ଯ୍ୟ ପରାମର୍ଶଦାତା…

‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’

ଭୁବନେଶ୍ୱର,୨।୪: କଳିଙ୍ଗ ହସ୍ପିଟାଲ ପକ୍ଷରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’ର ଆୟୋଜନ କରାଯାଇଥିଲା। ବିଶେଷ କରି କଳିଙ୍ଗ ହସ୍ପିଟାଲରେ ଦୀର୍ଘ ୨୦ବର୍ଷରୁ ଅଧିକ ସମୟ ଅତିବାହିତ କରିଥିବା ସବୁ…

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର ତଥା ରାମେଶ୍ୱର ମନ୍ଦିରରେ ଅବସ୍ଥାନ କରିଥିଲେ। ତେବେ ଶୁକ୍ରବାର ମା’ ପାର୍ବତୀ ଅଭିମାନ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିପାଟଣା,୨୪(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅନ୍ତର୍ଗତ ଭାକରସାହି ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରଶ୍ମିରଞ୍ଜନ ବିଶ୍ୱାଳ। ହେଲେ ରଶ୍ମିରଞ୍ଜନଙ୍କ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ତାଙ୍କ ପରିବାରର ସମ୍ପର୍କୀୟମାନେ ଜୀବନରେ ମାରିଦେବା ପାଇଁ ଯୋଜନା…

ଡ. ଯଯାତି କେଶରୀ ନାୟକଙ୍କୁ ‘ଆଉଟ୍‌ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ

ଭୁବନେଶ୍ୱର, ୨।୪ (ବ୍ୟୁରୋ): କୋଲକାତାସ୍ଥିତ ଭାରିଏବ୍‌ଲ ଏନର୍ଜି ସାଇକ୍ଲୋଟ୍ରନ୍‌ ସେଣ୍ଟର (ଭିଇସିସି)ଠାରେ ବୈଜ୍ଞାନିକ ଭାବେ କାର୍ଯ୍ୟରତ ଡ. ଯଯାତି କେଶରୀ ନାୟକଙ୍କୁ ଚଳିତ ବର୍ଷ ‘ଆଉଟ୍‌ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ ମିଳିଛି। ୟୁକେ ବ୍ରିଷ୍ଟଲସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସ (ଆଇଓପି) ସାଇନ୍ସ ପକ୍ଷରୁ…

ଭୁବନେଶ୍ୱର-ଦୁବାଇ ପ୍ରତ୍ୟକ୍ଷ ବିମାନ ଟିକେଟ ଶୁଭାରମ୍ଭ

ଭୁବନେଶ୍ୱର, ୨।୪ (ବ୍ୟୁରୋ): ମେ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏହି ପରିପ୍ରେକ୍ଷୀରେ ଶନିବାର ଓଡ଼ିଶା ଦିବସରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସଠାରେ ଏହାର ଶୁଭାରମ୍ଭ କରି କହିଲେ, ସଂଯୋଗୀକରଣ ବିକାଶର…

ଆଜିଠୁ କମିବ ବର୍ଷା, ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨।୪(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ସାରା ରାଜ୍ୟରେ ଝଡ଼ବର୍ଷା ଲାଗି ରହିଛି। ତେବେ ରବିବାରଠାରୁ ବର୍ଷା ଓ କାଳବୈଶାଖୀ ଧୀରେ ଧୀରେ କମିବା ସହ ତାପମାତ୍ରା ବଢ଼ିବ। ବର୍ତ୍ତମାନ ବାୟୁମଣ୍ଡଳରେ ଏକ ନିମ୍ନ ଚାପରେଖା ଦକ୍ଷିଣ ଓଡ଼ିଶାରୁ ବାହାରି ଆଭ୍ୟନ୍ତରୀଣ…

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୩ରୁ ଚଳିତବର୍ଷ ନୂଆ ପାଠପଢ଼ା ଆରମ୍ଭ ହେବାକୁ ଥିବା ବେଳେ ୧୧ ତାରିଖରୁ ସକାଳୁଆ ସ୍କୁଲ ହେବ।…

ଏପ୍ରିଲ ୩ରୁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଚଳିତମାସ ୩ ତାରିଖରୁ ନୂଆ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୩ରୁ ୮ ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା ଚାଲୁରହିବ। ସବୁ…

ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ବାଣିଜ୍ୟ ପରିବହନ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏୟାରପୋର୍ଟରୁ କଟକ ନେତାଜୀ ବ୍ରିଜ୍‌ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଗଡ଼ିବ। ଭୁବନେଶ୍ୱର…

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ ଟଙ୍କା

ଭୁବନେଶ୍ୱର,୧ା୪(ବ୍ୟୁରୋ): ଉତ୍କଳ ଦିବସରେ ଖରିଫ ୨୦୨୩ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ସହାୟତା ରାଶି ପ୍ରଦାନ କରିଛନ୍ତି। ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୮୭୭ କୋଟି ଟଙ୍କାର ‘କାଳିଆ’ ସହାୟତା ଯାଇଥିବା ଜଣାପଡ଼ିଛି। ଝାରସୁଗୁଡ଼ା ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?