ହକି ବିଶ୍ୱକପ୍ ପାଇଁ ୧୭ ସ୍ବତନ୍ତ୍ର ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ୧୭ଟି ସ୍ବତନ୍ତ୍ର ସ୍କ୍ବାଡ୍ ଗଠନ କରାଯାଇଛି। ସ୍କ୍ବାଡ୍ରେ ଥିବା ଅଧିକାରୀ ଓ କର୍ମଚାରୀ ହାତରେ ଲାଠି ଧରି ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦାରଖ କରିବା ସହିତ ରାସ୍ତା ଉପରେ ଠେଲାଗାଡି ଏବଂ…
ରହୁନି କଟକଣା, ସୁରକ୍ଷା ଢିଲା
ପୁରୁଣା ଭୁବନେଶ୍ୱର,୨୯।୧୨(ଡି.ଏନ୍.ଏ.): ପର୍ଯ୍ୟଟନ ଋତୁ ପାଇଁ ରାଜଧାନୀର ଖଣ୍ଡଗିରି, ଉଦୟଗିରି, ନନ୍ଦନକାନନ, ଧଉଳି ଆଦି ପର୍ଯ୍ୟଟନ କ୍ଷେତ୍ରରେ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହେଉଛି। ଏଥିରୁ ଶ୍ରୀଲିଙ୍ଗରାଜ ମନ୍ଦିର ବାଦ୍ ପଡ଼ିନାହିଁ। ପ୍ରତ୍ୟହ ରାଜ୍ୟ ଏବଂ ରାଜ୍ୟ ବାହାରୁ ହଜାର ହଜାର…
ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା: ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା ମିଳିବ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟେଲିକମ୍ରେ ଅବହେଳା ନେଇ ଯେଉଁ ଅଭିଯୋଗ ହେଉଥିଲା ତାହା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ…
୫ବର୍ଷ ବଦଳରେ ଅଢ଼େଇ ବର୍ଷରେ ରେଞ୍ଜର ହେବେ ଏସିଏଫ୍
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଏବେ ବନ ବିଭାଗରେ କାର୍ଯ୍ୟରତ ରେଞ୍ଜରମାନଙ୍କୁ ୫ବର୍ଷ ବଦଳରେ ଅଢ଼େଇ ବର୍ଷ ଚାକିରି କରିବା ପରେ ଏସିଏଫ୍ ର଼୍ୟାଙ୍କ୍କୁ ପଦୋନ୍ନତି ମିଳିପାରିବ। ରେଞ୍ଜରଙ୍କ ପଦୋନ୍ନତି ସମୟ ସୀମା ହ୍ରାସ କରିବାକୁ ଗତ ୧୩ତାରିଖରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ…
ମାର୍ଚ୍ଚ ସୁଦ୍ଧା କୃଷି ବିଭାଗ ମୂଳ ପଦବୀ ପୂରଣ ହେବ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କୃଷି ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟରେ ଖାଲିଥିବା ମୂଳ ପଦବୀ ଯଥା ସହକାରୀ କୃଷି ଅଧିକାରୀ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ସହକାରୀ ଉଦ୍ୟାନ କୃଷି ଅଧିକାରୀ, ଗ୍ରାମ୍ୟ କୃଷି କର୍ମଚାରୀ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ,ଉଦ୍ୟାନ କୃଷି ସମ୍ପ୍ରସାରଣ କର୍ମଚାରୀ,…
ଦିନରେ ୩୪, ରାତିରେ ୨୪ ଡିଗ୍ରୀ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି। ପୌଷ ମାସରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଶୀତରେ କମ୍ପିବା ବଦଳରେ ସାରା ରାଜ୍ୟ ଏବେ ଉଷ୍ମ। ଗତ କିଛିଦିନ ହେବ ରାତ୍ରିର ପାରଦ ହଠାତ୍ ଉପରମୁହଁା ହୋଇଛି। ସର୍ବନିମ୍ନ ତାପମାତ୍ରା ୬ରୁ…
ବିଶ୍ୱକପ୍ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ ବୁଧବାର…
‘ଓଡ଼ିଶାରେ ଏବେ ଜାରି କରାଯିବ ନାହିଁ କୋଭିଡ କଟକଣା’
ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ହେଲେ ଓଡ଼ିଶାରେ ସେଭଳି କିଛି ଚିନ୍ତାଜନକ ପରିସ୍ଥିତି ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାରେ କରୋନାର ଯେଉଁ ସ୍ଥିତି…
‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି ଗହଳି…
ହକି ବିଶ୍ୱକପ୍: ମୁତୟନ ହେବେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ତେବେ ଖେଳାଳୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସ ନିୟୋଜିତ ହେବେ। ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ ପୋଲିସ…
କମୁଛି ଶୀତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଅସ୍ବାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇଛି। ଅଧିକାଂଶ ସ୍ଥାନରେ ୫ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇଛି। ସାମୁଦ୍ରିକ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟରେ ଶୀତ କମିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର…
ହକି ବିଶ୍ୱକପ୍ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ସେ…
Archives


