ମେଟ୍ରୋ

ମାସ୍କ ବ୍ୟବହାର କରିବାକୁ ଅନୁରୋଧ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନାର ନୂଆ ସଂକ୍ରମଣ ଏବେ ଚିନ୍ତା ବଢାଉଛି। ତେବେ ରାଜ୍ୟରେ କୋଭିଡ ମୁକାବିଲା ନେଇ ପ୍ରସ୍ତୁତି ଚାଲିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ସ୍ଥିତି ଉପରେ ନଜର ରଖିବାକୁ ମଙ୍ଗଳବାର ସମୀକ୍ଷା…

ଆଜି ଓଡ଼ିଶା ଆସିବେ ନଡ୍ଡା

ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…

ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ, ଇନ୍‌କମ୍‌ ଟ୍ୟାକ୍ସ, ସାଇବର, ଚାକିରି, ଡିଜିଟାଲ ଲୋନ୍‌ ଠକେଇ ଆଦି ବଡ଼ ବଡ଼ ଘଟଣାକୁ…

ବକେୟା ଜଳକର ଆଦାୟ ପାଇଁ ଓଟିଏସ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): କୋର୍ଟ କଚେରିରେ ଥିବା ମାମଲା ଯୋଗୁ ଦୀର୍ଘଦିନ ଧର ବିଭିନ୍ନ ଶିଳ୍ପ ସଂସ୍ଥା ଉପରେ ଥିବା ୧୨୧୯କୋଟି ଟଙ୍କାର ବକେୟା ଜଳକର ଆଦାୟ ନିମନ୍ତେ ରାଜ୍ୟ ସରକାର ଓଟିଏସ୍‌ (ୱାନ୍‌ ଟାଇମ୍‌ ସେଟଲମେଣ୍ଟ) କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜଳ ସମ୍ପଦ…

ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାକୁ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରଯୁକ୍ତିବିଦ୍ୟା ଆମ ସମାଜର ପ୍ରତ୍ୟେକ ଅଂଶ ଉପରେ ପ୍ରାଧାନ୍ୟ ବିସ୍ତାର କରୁଛି। ସଭ୍ୟତାର ଭବିଷ୍ୟତ ହିଁ ଶିକ୍ଷାର ଦିଗ ଓ ଗୁଣବତ୍ତା ଉପରେ ନିର୍ଭର କରେ ବୋଲି…

ଝାରସୁଗୁଡ଼ା, ବରଗଡ଼ରୁ ଜବତ ନକଲି ଔଷଧ ୟୁପିରୁ ଆସିଛି

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ବ୍ୟାପିଛି ନକଲି ଔଷଧ ର଼୍ୟାକେଟ। ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଏସବୁ ଔଷଧ ଆମଦାନୀ କରି ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି। ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲାରୁ ବିପୁଳ ନକଲି ଔଷଧ…

ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ିବ। ସପ୍ତାହକୁ ୩ ଥର ୧୮୬ ସିଟ୍‌ ବିଶିଷ୍ଟ ବିିମାନ ଚଳାଚଳ କରିବ। ଇଣ୍ଡିଗୋ ଏହି ରୁଟରେ ବିମାନ ଚଳାଇବ। ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।…

ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ନବୀନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ସେଥିପାଇଁ ରାଜ୍ୟ ସରକରାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋର ଚାଲିଛି। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ ଆୟୋଜନ କରୁଥିବାରୁ ମୁଖ୍ୟମନ୍ତ୍ରୀ…

ଏମ୍‌ଏସ୍‌ଏମ୍‌ଇ ପଲିସି-୨୦୨୨କୁ ମଞ୍ଜୁରୀ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଏଥିରେ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) କ୍ଷେତ୍ରର ବିକାଶ ପାଇଁ ରାଜ୍ୟ…

ଜୟପୁରରୁ ଭୁବନେଶ୍ୱରକୁ ଉଡ଼ିବ ଦ୍ୱିତୀୟ ବିମାନ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ) – ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ଆଉ ଏକ ବିମାନ ଉଡିବ। ଯାତ୍ରୀଙ୍କ ଚାହିଦା ଓ ଦାବିକୁ ଦୃଷ୍ଟିରେ ରଖି ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ବାଣିଜ୍ୟ ଓ ପରିବହନ…

୧୩ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା, ପାଣିପାଗ ବିଭାଗର ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ରାଜ୍ୟରୁ ହଠାତ୍‌ ଗାଏବ ହୋଇଯାଇଛି ଶୀତ। ରାତ୍ରିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୨ ଡିଗ୍ରୀ ଉପରେ ରହିଛି। ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ଯୋଗୁ ରାଜ୍ୟ ଭିତରକୁ…

ହକି ବିଶ୍ୱକପ୍‌କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ ଆୟୋଜନ କରୁଥିବାରୁ ଏଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri