ପାର୍ଲାମେଣ୍ଟରେ ପୁରସ୍କୃତ ହେଲେ ଅନୁଭୂତି
ଭୁବନେଶ୍ୱର,୨୫।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଓ ପଣ୍ଡିତ ମଦନମୋହନ ମାଲବ୍ୟଙ୍କ ପୁଣ୍ୟ ଜନ୍ମ ତିଥି ଅବସରରେ ଖୋର୍ଦ୍ଧା ଜିଲା ସତ୍ୟଭାମାପୁର ଗୋତଳ ଗ୍ରାମର ଅସିତ୍ କୁମାର ପ୍ରଧାନ ଓ ସବିତା ପ୍ରଧାନଙ୍କ ଝିଅ ତଥା ଅନ୍ତର୍ଜାତୀୟ…
ଖବରଦାତାଙ୍କୁ ହତ୍ୟା ଉଦ୍ୟମ:୨ ଗିରଫ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ଖବରଦାତାଙ୍କୁ ହତ୍ୟା ଉଦ୍ୟମ ଓ ଆକ୍ରମଣ କରି ଲୁଟ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ୨ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବରମୁଣ୍ଡା ଅଞ୍ଚଳର ସୁନିଲ ସ୍ବାଇଁ ଓ କବି ପ୍ରସାଦ ମହାନ୍ତି। ସେହିପରି…
ପ୍ଲାନେଟାରିୟମ: ୩୨ ବର୍ଷରେ ସର୍ବାଧିକ ଆୟ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ପଠାଣି ସାମନ୍ତ ପ୍ଲାନେଟାରିୟମକୁ ଦର୍ଶକଙ୍କ ସୁଅ ଛୁଟିବାରେ ଲାଗିଛି। ରବିବାର ପ୍ଲାନେଟାରିୟମକୁ ୨,୭୧୦ ଦର୍ଶକ ପରିଦର୍ଶନ କରିଛନ୍ତି। ଦିନକରେ ୨୦ଟି ଶୋ’ ପ୍ରଦର୍ଶିତ ହୋଇଥିବାବେଳେ ୬୭,୦୩୫ଟଙ୍କା ଆୟ ହୋଇଥିବା ପ୍ଲାନେଟାରିୟମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗତ ୩୨…
୨ ବର୍ଷ ପରେ ଫେରିଲା ‘ପଥୋତ୍ସବ’
ଭୁବନେଶ୍ୱର, ୨୬।୧୨(ବ୍ୟୁରୋ):ରାଜଧାନୀକୁ ଫେରିଲା ‘ରାହଗିରି’ ବା ‘ପଥୋତ୍ସବ’। କରୋନା କଟକଣା ହଟିବା ଯୋଗୁ ଦୀର୍ଘ ୨ବର୍ଷ ପରେ ରାଜଧାନୀରେ ପୁଣି ପଥୋତ୍ସବ ଆୟୋଜନ ହୋଇଥିବାରୁ ଲୋକେ ଏହାକୁ ମନଭରି ଉପଭୋଗ କରିଛନ୍ତି। ନାଚ, ଗୀତ ସହ ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ ମସ୍ଗୁଲ୍…
ବଡ଼ଦିନରେ ଧଉଳିରେ ଦେଢ଼ଲକ୍ଷ ପର୍ଯ୍ୟଟକ
ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍.ଏ.):ରବିବାର ବଡ଼ଦିନ ଅବସରରେ ଶାନ୍ତିସ୍ତୂପ ଧଉଳିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ପର୍ଯ୍ୟଟକ ଶାନ୍ତିସ୍ତୂପ ବୁଲିବା ସହ ପାହାଡ଼ ପାଦଦେଶ ସମିତ ଚତୁପାର୍ଶ୍ୱରେ ଭୋଜି କରୁଥିବା ଦେଖିବାକୁ ମିଳିଥିଲା। ଧଉଳି ପଞ୍ଚାୟତରେ ଥିବା ୧୦ଟି ପିଣ୍ଡିକୁ ବାଦ୍ଦେଲେ ଅଣଅନୁମୋଦିତ ପିଣ୍ଡିରେ ଭୋଜି…
୧୭୧ କିସମ ବିକଶିତ କରିଛି ଓୟୁଏଟି
ଭୁବନେଶ୍ବର,୨୬ା୧୨(ବ୍ୟୁରୋ):ଓୟୁଏଟି ପକ୍ଷରୁ ବର୍ତ୍ତମାନ ଯାଏ ବିଭିନ୍ନ ଫସଲର ୧୭୧ଟି କିସମ ବିକଶିତ ହୋଇଛି। ଚଳିତ ବର୍ଷ କଳିଙ୍ଗ ସୁଆଁ ୧୮ ନାମରେ ଏକ ସୁଆଁ କିସମ ବିକାଶ କରାଯାଇଛି। ଗତ ୨୦୨୧-୨୨ ବର୍ଷରେ ଧାନ, ଚିନାବାଦାମ, ସୁଆଁ, ଆଖୁ, ବିରି, ରାଶି…
ଆଜି ଓୟୁଏଟିର ୩୯ତମ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୩୯ତମ ସମାବର୍ତ୍ତନ ଉତ୍ସବ ସୋମବାର ପାଳନ ହେବ। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପୌରୋହିତ୍ୟ କରିବେ। ଭାରତର କୃଷି ଗବେଷଣା ଓ ଶିକ୍ଷା ବିଭାଗର…
ରାଜ୍ୟରେ କମିଛି ମାଓବାଦୀ ହିଂସା
ଭୁବନେଶ୍ୱର,୨୬ା୧୨ (ଆଇଏଏନ୍ଏସ୍): ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ସାଧାରଣ ଲୋକଙ୍କ ନିମନ୍ତେ କେତେକ ଆର୍ଥିକ ଓ କଲ୍ୟାଣମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବା ଯୋଗୁ ଓଡ଼ିଶାରେ ୨୦୨୧ରେ ମାଓବାଦୀ ହିଂସା ତଥା ବାମପନ୍ଥୀ ଉଗ୍ରବାଦ ହ୍ରାସ ପାଇଛି। ୨୦୧୦ରେ ରାଜ୍ୟରେ ୨୧୮ଟି…
ଗାଡ଼ି ଶୋ’ ରୁମ୍ରେ ଲାଗିଲା ନିଆଁ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ରାଜଧାନୀରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫାୟାର ଷ୍ଟେଶନ ପାଖରେ ଥିବା ପିଜିଏଲ ହୋଣ୍ଡା ଶୋ’ରୁମ୍ରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶଟ୍ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ସୂଚନାରୁ…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ମୁକ୍ତିକାନ୍ତ, ଘରକୁ ଗଲେ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ହୋର୍ଡିଂ ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ ପରେ ଚିକିତ୍ସିତ ହେଉଥିବା ସାମାଜିକ କର୍ମୀ ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ଶନିବାର କ୍ୟାପିଟାଲ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ମାନସିକ ସ୍ଥିତି ଠିକ ନ ଥିବାରୁ ତାଙ୍କୁ ହସ୍ପିଟାଲରୁ ସିଧା ଟ୍ରେନ ଯୋଗେ ନିଜ…
କମିଲା ଶୀତ: ୨୬ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଓଡ଼ିଶା ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ରାଜ୍ୟକୁ ଜଳୀୟ ବାଷ୍ପ ପ୍ରବେଶ କରୁଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର…
ଚିନ୍ତା ବଢ଼ାଇଛି ପ୍ଲାଷ୍ଟିକ୍ ବର୍ଜ୍ୟ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଚିନ୍ତା ବଢ଼ାଇଲାଣି। ଯୁଆଡ଼େ ଦେଖିବ କୁଢ଼ କୁଢ଼ ପଲିଥିନ ଓ ଭଙ୍ଗା, ଫଟା ବ୍ୟବହୃତ ପ୍ଲାଷ୍ଟିକ୍। ବାହାଘର ଓ ବିଭିନ୍ନ ପର୍ବପର୍ବାଣିରେ ପ୍ଲାଷ୍ଟିକ୍, ଥର୍ମୋକୁଲର ଅତିମାତ୍ରାରେ ବ୍ୟବହାର କେବଳ ସହର ନୁହେଁ, ଗ୍ରାମାଞ୍ଚଳକୁ ମଧ୍ୟ ଆବର୍ଜନାମୟ…
Archives


