ମେଟ୍ରୋ

ଘଣ୍ଟାଏ ବର୍ଷାରେ ବେହାଲ ଭୁବନେଶ୍ୱର

ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ବର୍ଷା ଜଳ ନିଷ୍କାସନ ଏବେ ରାଜଧାନୀବାସୀଙ୍କ ମୁଖ୍ୟ ସମସ୍ୟା ହୋଇଥିବାବେଳେ ବିଏମ୍‌ସି ପାଇଁ ମୁଣ୍ଡବିନ୍ଧା ପାଲଟିଛି। ଭୁବନେଶ୍ୱରକୁ ୧ ନମ୍ବର କରିବା ପାଇଁ ଯେତେ ଉନ୍ନତିମୂଳକ କାମ ବା ସୌନ୍ଦର୍ଯ୍ୟକରଣ କଲେ ବି ଅସରାଏ ବର୍ଷା ଏସବୁ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବୁଧବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ରଥଖଳାରେ…

୨୭ରୁ ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ

ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ଆସନ୍ତା ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସେବ୍ୟାପୀ ଜି-୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭାରତ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତାକୁ ସଫଳ ଓ ସୁଦୃଢ଼ କରିବା ଲାଗି ‘ଜନ ଭାଗୀଦାରି’ ପାଇଁ ପ୍ରୟାସ…

ମୁକ୍ତା ଯୋଜନା,ଜାଗା ମିଶନରେ ବ୍ୟାପକ ଦୁର୍ନୀତି ହେଉଛି:ବିରୋଧୀ

ଭୁବନେଶ୍ବର,୨୯ା୩(ବ୍ୟୁରୋ: ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ପୌର ଉନ୍ନୟନ ବିଭାଗ ଖର୍ଚ୍ଚଦାବି ଗୃହୀତ ହୋଇଛି। ଖର୍ଚ୍ଚଦାବି ଆଲୋଚନାରେ ଭାଗନେଇ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ନିଜ ନିଜର ନିର୍ବାଚନମଣ୍ଡଳୀ ରେ ଜାଗା ମିଶନ ଏବଂ ମୁକ୍ତା ଯୋଜନା…

୪୦ ପ୍ରତିଶତ ଡାକ୍ତର ପଦବୀ ଖାଲି: କଂଗ୍ରେସ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନା ଓ ମେଡିକାଲ କଲେଜଗୁଡ଼ିକରେ ୪୦ ପ୍ରତିଶତରୁ ଅଧିକ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ସମେତ ଅନ୍ୟାନ୍ୟ ପଦବୀ ଖାଲି ପଡ଼ିଛି। ସ୍ବାସ୍ଥ୍ୟ ବିଭାଗ ଏହି ପଦବୀଗୁଡ଼ିକ ପୂରଣ ଦିଗରେ ସେପରି ଆଖିଦୃଶିଆ ପଦକ୍ଷେପ ନେଉନାହିଁ। ସରକାରୀ ମେଡିକାଲ…

ରାଜ୍ୟରେ ୧୦ ବର୍ଷରେ ୨୯ ବାଘ ଶିକାର

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): ଓଡ଼ିଶାରେ ଗତ ୧୦ ବର୍ଷ ଅର୍ଥାତ୍‌ ୨୦୧୨-୧୩ରୁ ୨୦୨୧-୨୨ ଭିତରେ ୨୯ ବାଘଙ୍କୁ ଶିକାରୀ ମାରିଛନ୍ତି। ସେଥିମଧ୍ୟରେ ୩ଟି ମହାବଳ, ୨୬ଟି କଲରାପତରିଆ ବାଘ ରହିଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ମଙ୍ଗଳବାର ବିଧାନସଭାରେ ଏହି…

ରାଜ୍ୟରେ ଏପ୍ରିଲ ୧ ଯାଏ ବର୍ଷା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ମାର୍ଚ୍ଚ ୩୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ମଧ୍ୟମ ଧାରଣ ବର୍ଷା ସହ କଟକ,…

କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):ଖରିଫ ବିପଣନ ବର୍ଷ ୨୦୨୨-୨୩ରେ ଓଡ଼ିଶାରେ ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବଳକା ରହିଯିବ। ଏହି ବଳକା ଚାଉଳ କେନ୍ଦ୍ର ସରକାର ନ ଉଠାଇଲେ ଆଗାମୀ ଋତୁରେ ଧାନ ସଂଗ୍ରହ କାର୍ଯ୍ୟ ଗଭୀର ଭାବେ ବାଧାପ୍ରାପ୍ତ ହେବ। ରାଜ୍ୟର…

ରାଜ୍ୟରେ ୧୮,୨୬୮ଜଣଙ୍କୁ ମିଳିଛି ବନ୍ଧୁକ ଲାଇସେନ୍ସ

ଭୁବନେଶ୍ୱର,୨୮ା୩(ବ୍ୟୁରୋ):ରାଜ୍ୟରେ ୧୮,୨୬୮ଜଣଙ୍କୁ ବନ୍ଧୁକ ଲାଇସେନ୍ସ ପ୍ରଦାନ କରାଯାଇଛି। ବ୍ୟକ୍ତିଗତ ସୁରକ୍ଷା, ବ୍ୟାଙ୍କ ସମ୍ପତ୍ତି ସୁରକ୍ଷା, କ୍ରୀଡ଼ା ଓ ଟାର୍ଗେଟ ଅଭ୍ୟାସ ନିମନ୍ତେ ଜିଲା ଏସ୍‌ପିଙ୍କ ରିପୋର୍ଟ ଆଧାରରେ ଜିଲାପାଳମାନେ ଏହି ବନ୍ଧୁକ ଲାଇସେନ୍ସ ଦେଇଛନ୍ତି। କଂଗ୍ରେସ ସଭ୍ୟ ତାରପ୍ରସାଦ ବାହିନୀପତିଙ୍କ ଏକ…

କରୋନା ପାଇଁ ପୁଣି ବାଜିଲା ସତର୍କ ଘଣ୍ଟି

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍‌ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍‌ ଓ…

୫ ସ୍ଥାନରେ ଭାଜପାକୁ ଟାର୍ଗେଟ କରିବ କଂଗ୍ରେସ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ଲୋକ ସଭାରେ ରଦ୍ଦ ହେବା ପରେ ସାରା ଦେଶରେ ଦଳ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ଏବେ ଓଡ଼ିଶାରେ ମଧ୍ୟ ତୀବ୍ର ପ୍ରତିବାଦ ଦେଖିବାକୁ ମିଳୁଛି। ଦୁଇ ଦିନ…

ସାଙ୍ଗ ଗାଡ଼ିରେ ଅପରାଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ):ସାଙ୍ଗକୁ ଗାଡି ଦେଉଥିଲେ ହୋଇଯାଅ ସାବଧାନ। ନ ହେଲେ ଆପଣଙ୍କ ଗାଡିକୁ ବି ଜବତ କରିପାରେ ପୋଲିସ। କାରଣ କେହି ବି ଆପଣଙ୍କ ଗାଡିକୁ ଆପରାଧିକ କାର୍ଯ୍ୟରେ ବ୍ୟବହାର କରିପାରେ। ସାଙ୍ଗଠାରୁ ଗାଡ଼ି ମାଗିଆଣି ରାଜଧାନୀରେ ଲୁଟ୍‌ପାଟ କରୁଥିବା ଜଣେ ଚତୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?