ମେଟ୍ରୋ

‘ଆର୍ଥିକ ବିକାଶ କ୍ଷେତ୍ରରେ ବିଶ୍ୱର ୫ମ ସ୍ଥାନରେ ରହିଛି ଭାରତ’

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ ହେବା…

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨: ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିବାକୁ ଉପସ୍ଥିତ ଅଛନ୍ତି। ରାଷ୍ଟ୍ରପତି…

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା ନେତୃବୃନ୍ଦଙ୍କୁ…

ନବ ଦାସଙ୍କ ହତ୍ୟା ତଦନ୍ତ ସିବିଆଇକୁ ନ ଦେଲେ ଆନ୍ଦୋଳନ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍ଣ୍ଣ ଭୁଶୁଡ଼ି ପଡ଼ିଛି । ରାଜନୀତିର ହିଂସାକରଣ ଚରମସୀମା ଅତିକ୍ରମ କରିସାରିଛି । ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଅପରାଧୀଙ୍କୁ ବଞ୍ଚାଇବା ସହିତ ସତ୍ୟକୁ ଚାପିଦେବା ପାଇଁ ରାଜ୍ୟବାସୀଙ୍କୁ ମିଛ ଗପ ଶୁଣାଇବାର କାର୍ଯ୍ୟ ରାଜ୍ୟ…

ଆଦାୟ ଟିକସ ଫେରାଅ: ପୃଥ୍ବୀରାଜ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ବିଏମ୍‌ସିର ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ବେଆଇନ ବୋଲି ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହା ବିଏମ୍‌ସିକୁ ଶକ୍ତ ଚାପୁଡ଼ା ଏବଂ ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ରଦ୍ଦ ହେବା ଫଳରେ ରାଜଧାନୀବାସୀ ଆଶ୍ୱସ୍ତି ହୋଇଛନ୍ତି ବୋଲି ଭାଜପା ରାଜ୍ୟ…

କଲମ ଧରିବେ ଦିବ୍ୟାଙ୍ଗ ମୁନା

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ପଢା ଲେଖାରେ ମନ ଥିଲେ ମଧ୍ୟ କୁନି ପୁଅ ମୁନାର ଶାରୀରିକ ଅକ୍ଷମତା ଏଥିରେ ପ୍ରତିବନ୍ଧକ ସାଜିଥିଲା। କାରଣ ସେ ଅନେକ ଦିନରୁ ଦୁଇ ହାତ ହରାଇଛନ୍ତି। ହେଲେ ଏବେ ସେ କଲମ ଧରିବେ, ଆଉ ପାଠପଢ଼ି ନିଜ…

ଖୋଲା ଡ୍ରେନ୍‌ରେ ମଳ ଛାଡୁଛନ୍ତି ଘରୋଇ ଅନୁଷ୍ଠାନ

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରକୁ ସ୍ବଚ୍ଛ ସହରରେ ପରିଣତ କରିବା ପାଇଁ ଭୁବନେଶ୍ବରକୁ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ବାହ୍ୟମଳ ମୁକ୍ତ ସହର ତଥା ଓଡିଏଫ୍‌++ ମାନ୍ୟତା ମିଳିଛି। କିନ୍ତୁ ବାସ୍ତବ ଚିତ୍ର ସାଧାରଣରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବାରେ ଲାଗିଛି। ମଞ୍ଚେଶ୍ବର…

ଥାନା ପରିସରରେ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୦ା୨ (ବ୍ୟୁରୋ): ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଗୁରୁବାର ରାତିରେ ଅପହରଣ କରାଯିବା ଏବଂ ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ ଘଟିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଡ଼କଣ ଅଞ୍ଚଳରେ ରହୁଥିବା…

ଆଜିଠାରୁ ଓଜେଇଇ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ…

ଜମି ମାଫିଆଙ୍କ କବ୍‌ଜାରେ ଶ୍ରୀଲିଙ୍ଗରାଜଙ୍କ ଭୂସମ୍ପତ୍ତି

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶହ ଶହ ଏକର ଜମି ଏବେ ଚଞ୍ଚକତା ପୂର୍ବକ କିଣାବିକା ଜାରି ରହିଛି। ଶ୍ରୀଲିଙ୍ଗରାଜଙ୍କ ନୂଆ ଗାଁ ମୌଜାସ୍ଥିତ କୁଡ଼ୁଆ ସମ୍ପତ୍ତି ହେଉ ବା ରଥ ରୋଡ ସ୍ଥିତ ସମ୍ପତ୍ତି ମୂଳ ମାଲିକାନା ପରିବର୍ତ୍ତନ…

ଧାନ କିଣାବିକାରେ ଦୁର୍ନୀତି ଅଭିଯୋଗ: ୧୦ ରାଜନୈତିକ ଦଳର ଗଣଧାରଣା

ଭୁବନେଶ୍ବର, ୧୦ା୨(ବ୍ୟୁରୋ):ଚଳିତବର୍ଷ ଚାଷୀ ଉତ୍ପାଦିତ ଧାନ ବିକ୍ରି କରିବାରେ ଘୋର କ୍ଷତି ଓ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଣା ସମୟରେ କଟ୍‌ନୀ ଛଟ୍‌ନୀ ଦ୍ୱାରା ଶୋଷଣ କରାଯାଉଛି। ସରକାର ଭାଗଚାଷୀଙ୍କୁ ଚାଷୀର ମାନ୍ୟତା ଦେଇ ସରକାରୀ କ୍ରୟ କେନ୍ଦ୍ରରେ ଧାନ ବିକ୍ରି…

ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସର ଯୋଗ ଦେଲେ

ଭୁବନେଶ୍ୱର,୧୦ା୨(ବ୍ୟୁରୋ):ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର ସଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri