ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍ ପାଇଁ ବିଏମ୍ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ। ଶୁକ୍ରବାର ଉଠାଦୋକାନୀମାନେ ରାସ୍ତାକୁ ଓହ୍ଲାଇବା ପରେ ନିଷ୍ପତ୍ତି ବଦଳାଇଛି ବିଏମ୍ସି। ଶନିବାରଠାରୁ…
‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡା ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ।…
ଅଚ୍ୟୁତଙ୍କୁ ୫୦ତମ ଡକ୍ଟରେଟ୍ ଡିଗ୍ରୀ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷାବିତ୍, ସାମାଜିକ କର୍ମୀ, କିଟ୍ ଓ କିସ୍ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର…
ପ୍ରସ୍ତୁତ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଦେଶରେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଛି। ଏବେ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଓମିକ୍ରନ୍ର ସବ୍ଭାରିଆଣ୍ଟ ବିଏଫ୍.୭ ଭୂତାଣୁ ଭାରତରୁ ମଧ୍ୟ ମିଳିଛି। ତେବେ ଓଡ଼ିଶାରୁ ଏଥିରେ ଜଣେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ପ୍ରକାଶ ପାଇବା ପରେ…
‘କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିପାରିବ ବୁଷ୍ଟର ଡୋଜ୍’
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ତଥା ଓମିକ୍ରନ୍ର ସବ୍ଭାରିଆଣ୍ଟ ବିଏଫ୍-୭ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଛି। ଏହାକୁ କିପରି ମୁକାବିଲା କରାଯିବ ତାକୁ ନେଇ ରାଜ୍ୟ ସରକାର ମଧ୍ୟ ବିଭିନ୍ନ ନିଷ୍ପତ୍ତି ନେଇଛନ୍ତି।…
ରାଜ୍ୟରେ ପୂରଣ ହେବ ୪,୭୯୦ କନଷ୍ଟେବଳ ପଦବୀ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଓଡ଼ିଶାରେ ପୋଲିସରେ ଖାଲି ଥିବା କନେଷ୍ଟବଳ ପଦବୀ ମଧ୍ୟରୁ ୪,୭୯୦ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ୪ଟି ପର୍ଯ୍ୟାୟରେ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କନଷ୍ଟେବଳମାନଙ୍କୁ…
୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଡିସେମ୍ବର ୨୭ ଏବଂ ୨୮ ଦୁଇ ଦିନ ନଡ୍ଡା ଓଡ଼ିଶାରେ ରହିବେ। ପୁରୀ ଏବଂ କନ୍ଧମାଳ ଲୋକସଭା କ୍ଷେତ୍ରରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବରିଷ୍ଠ…
ଗିରଫ ହେଲେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚି ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ବାନ୍ଧିଲା ଇଡି। ବେଆଇନ୍ ଅର୍ଥ କାରବାର ମାମଲାର ପ୍ରମାଣ ପାଇବା ପରେ ଇଡି ଶୁକ୍ରବାର ଜଗବନ୍ଧୁଙ୍କୁ ଗିରଫ କରିଛି। ତେବେ ଜଗବନ୍ଧୁଙ୍କ ରିମାଣ୍ଡ ଆଜି ସରିବା ପରେ…
‘ଓଡ଼ିଶାର ପିଲାମାନେ କାହାଠାରୁ କମ୍ ନୁହନ୍ତି’
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ’ ଆଶୀର୍ବାଦ ତୁମ ସାଥୀରେ ରହିଛି ବୋଲି ଶୁକ୍ରବାର ସର୍ଗିଫୁଲ ମହୋତ୍ସବର ଉଦ୍ଯାପନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍ସିଏସ୍ଟି ଉନ୍ନୟନ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ…
ନୂଆ ଭାରିଆଣ୍ଟକୁ ନେଇ ରାଜ୍ୟ ସରକାର ସଜାଗ: ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତେବେ କରୋନା ସ୍ଥିତିକୁ ନେଇ କ’ଣ…
ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି
ମୋରଡ଼ା,୨୩ା୧୨ (ଡି.ଏନ୍.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ ଅମଣନାମା…
ବଡ଼ବଡ଼ିଆଙ୍କୁ ଉଚ୍ଛେଦ କରିପାରୁନି ବିଏମ୍ସି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱରରେ ଅନେକ ସରକାରୀ ଜମି ଲୋକଙ୍କ କବ୍ଜାରେ ରହିଛି। ଏହା ଉପରେ ଜବରଦଖଲ କରି କେତେଜଣ ଲୋକ ବ୍ୟବସାୟ ପ୍ରତିଷ୍ଠାନ ଗଢି ଲାଭବାନ୍ ହେଉଛନ୍ତି। ତେବେ ସରକାରୀ ଜମିକୁ ଜିଏ ବିଭାଗ ବିଏମ୍ସିକୁ ହସ୍ତାନ୍ତର କରିବା ପରେ ବି ସମ୍ପୃକ୍ତ…
Archives


