ମେଟ୍ରୋ

୧ରୁ ଡାକ୍ତରଙ୍କ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟ ସରକାର ଯଥାଶୀଘ୍ର ଦାବି ପୂରଣ ନ କଲେ ଫେବୃୟାରୀ ୧ରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇବେ। ଏନେଇ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା) ଚେତାବନୀ ଦେଇଛି। ବୁଧବାର ଓମ୍‌ସା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସଭାପତି ନାରାୟଣ…

କମ୍ପୁଛି ବାରବାଟୀ: ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ଆରମ୍ଭ

କଟକ ଅଫିସ,୧୧ା୧: ବୁଧବାର ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଜି କମ୍ପିଛି ବାରବାଟୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ହକି ମହାକୁମ୍ଭର ଉଦ୍‌ଘାଟନ କରିଛନ୍ତି। ବଲିଉଡ୍‌ ସୁପରଷ୍ଟାର ରଣବୀର ସିଂ,…

ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା, ଜଗବନ୍ଧୁ ,ଖଗେଶ୍ୱର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲାରେ ବୁଧବାର କୋର୍ଟରେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ହାଜର ହେବେ । ଭୁବନେଶ୍ୱର ଜିଲା ଓ ଦୌରାଜଜଙ୍କ କୋର୍ଟରେ ସେମାନେ ହାଜର ହେବା ନେଇ ସୂଚନା ମିଳିଛି । ପୂର୍ବ ତାରିଖରେ…

ହକି ବିଶ୍ବକପ ଉଦଘାଟନୀ ଉତ୍ସବ: ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ବକପ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବାକୁ ଟୁଇଟ୍‌ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ଐତିହାସିକ ବାରବାଟୀ ଷ୍ଟାଡିୟମରେ ଉଦଘାଟନୀ ଉତ୍ସବ ହେବ । ଦର୍ଶକ ଓ ଖେଳାଳିଙ୍କ ପାଇଁ ି ମନୋରଂଜନ କାର୍ଯ୍ୟକ୍ରମର…

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…

ପିଏମ୍‌ଜିକେଏଓ୍ବାଇ ବନ୍ଦ ନେଇ କେନ୍ଦ୍ରକୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ରର ମୋଦି ସରକାର ଜାନୁୟାରୀ ୨୦୨୩ରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଉଚ୍ଛେଦ କରିବାର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏହି ଯୋଜନାରେ ଏପ୍ରିଲ-୨୦୨୦ରୁ ପ୍ରତ୍ୟେକ ‘ଜାତୀୟ ଖାଦ୍ୟ ନିରାପତ୍ତା ଆଇନ’ର ହିତାଧିକାରୀମାନେ ପ୍ରତି ମାସରେ ମୁଣ୍ଡ ପିଛା ୫…

ଏସ୍‌ଏଚ୍‌ଜିକୁ ସୁଧ ଛାଡ଼ ଶ୍ରେୟ କେନ୍ଦ୍ରର: ଭାଜପା

ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ସମସ୍ତ ଜନକଲ୍ୟାଣ ଯୋଜନାକୁ ରାଜ୍ୟ ସରକାର ନିଜ ଯୋଜନା କହି ସଂଘୀୟ ବ୍ୟବସ୍ଥାର ଅସମ୍ମାନ କରୁଛନ୍ତି। ଏହା ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କରୁଛି । କେନ୍ଦ୍ର ସରକାର ରାଜ୍ୟକୁ କୋଟି କୋଟି ଟଙ୍କା ଅର୍ଥ ଯୋଗାଉଛନ୍ତି…

ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟର ଅନୁଭୂତି ଦେବ ‘ଏକାମ୍ର ଓ୍ବାକ୍‌’

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ‘ଡଟ୍‌ ଫେଷ୍ଟ’ର ଦ୍ୱିତୀୟ ସଂସ୍କରଣ ସହ ପୁଣିଥରେ ସହରକୁ ଫେରିଛି ‘ଏକାମ୍ର ଓ୍ବାକ୍‌’। ଐତିହ୍ୟ ଓ ମନ୍ଦିରମାଳିନୀ ସହର ଭୁବନେଶ୍ୱରର ଆଉଏକ ପରିଚୟ ଏକାମ୍ର କ୍ଷେତ୍ର ହୋଇଥିବାରୁ ସେହି ଅନୁସାରେ ଏହାର ନାମକରଣ କରାଯାଇଛି। ‘ଏକାମ୍ର ଓ୍ବାକ୍‌ରେ’…

କାହାଣୀ ଦୁନିଆରେ ହଜିବ ମନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା ନୁହେଁ, ବଡ଼ ଲୋକମାନେ ମଧ୍ୟ କାଳ୍ପନିକ କାହାଣୀ ଦୁନିଆରେ ନିଜକୁ ସାମିଲ କରିବେ। କାରଣ…

ସିସିଟିଭି ନଜରରେ ରାଜଧାନୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ବୁଧବାର କଟକରେ…

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ…

ଛାତ୍ରଙ୍କୁ ହତ୍ୟା ଉଦ୍ୟମ, ସିନିୟର ଗିରଫ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଘରୋଇ କଲେଜର ବିଟେକ୍‌ ପ୍ରଥମ ବର୍ଷର ଛାତ୍ର ପ୍ରୀତମ କୁମାର ଷଡ଼ଙ୍ଗୀଙ୍କୁ ସୋମବାର ସାରେ ମରଣାନ୍ତକ ଆକ୍ରମଣ ସହ ଉଠାଇ ନେଇ ଅଟକ ରଖି ହତ୍ୟା ଧମକ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri