ପେନ୍ସନ୍ ଟଙ୍କାରେ ମାଗଣା ଶିକ୍ଷା ଦେଉଛନ୍ତି ଅମର
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଜୀବନର ସଫଳତା ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଯଦି ଶିକ୍ଷାରେ ଅର୍ଥ ବାଧକ ସାଜିବ, ତେବେ ସଫଳତା ପାଇବା ବି କଷ୍ଟ ହୋଇପଡ଼ିବ। କିନ୍ତୁ ମନୋବଳ ଦୃଢ଼ ଥିଲେ ଲକ୍ଷ୍ୟ ପୂରଣ କରିବାରେ କୌଣସି ଆର୍ଥିକ ପରିସ୍ଥିତି କାହାକୁ ଅଟକାଇପାରିବ ନାହିଁ।…
ରହସ୍ୟ ହୋଇଯିବ କି ଅର୍ଚ୍ଚନାଙ୍କ କଳାସାମ୍ରାଜ୍ୟ
ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ…
ମୁକ୍ତିକାନ୍ତଙ୍କୁ ଶିଶୁ ଭବନ ଛକରେ ଅଟକାଇଲା ପୋଲିସ୍
ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ରାଉକେଲାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ମଧ୍ୟ ବହୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ନଭେମ୍ବର ୧୬ରୁ ରାଉରକେଲାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ଗତ…
ଆବର୍ଜନା ବଳୟରେ ସ୍ମାର୍ଟସିଟି ଜନବସତି
ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ସ୍ମାର୍ଟସିଟିକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁୁ ବ୍ୟାପକ ଯୋଜନା କରାଯାଉଛି। ହେଲେ ଯୋଜନାଗୁଡ଼ିକ ସେପରି ସଫଳ ତଥା ଦୀର୍ଘସ୍ଥାୟୀ ହୋଇପାରୁ ନାହିଁ। ଆବର୍ଜନା ପରିଚାଳନା ପାଇଁ ଘରକୁ ଘର ବୁଲି ଅଳିଆ ସଂଗ୍ରହ କରାଯାଉଛି।…
ଆଉଥରେ ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ସି
ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):କୋରାପୁଟ ସଦର ଥାନା ଅନ୍ତର୍ଗତ ମାଝିଗୁଡ଼ା ଗ୍ରାମ ରାସ୍ତାରେ ଭାରତମାଳା ଯୋଜନାରେ ଖୋଳାଯାଇଥିବା ଗାତରେ ପଡ଼ି ୪ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ୫ ମାସରୁ ଊର୍ଦ୍ଧ୍ୱ ସମୟ ବିତିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକଙ୍କ ଅଭିଯୋଗ ଆଧାରରେ…
ଓଡ଼ିଆରେ ହେବ ବିଜ୍ଞାନ, ବାଣିଜ୍ୟ ସ୍ନାତକ ପାଠ୍ୟକ୍ରମ
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଏଣିକି ସ୍ନାତକ (ୟୁଜି) ଶିକ୍ଷାରେ ଭାଷା ଆଉ ପ୍ରତିବନ୍ଧକ ହେବ ନାହିଁ। ଓଡ଼ିଆ ଭାଷାରେ ସ୍ନାତକ ପଢ଼ିପାରିବେ ଛାତ୍ରୀଛାତ୍ର। ଏଥିସହିତ ଓଡ଼ିଆ ଭାଷାରେ ବି ହେବ ପରୀକ୍ଷା। ଏଥିପାଇଁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।…
କଂଗ୍ରେସରେ ଯୋଗଦେଲେ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍ଲି ରଥ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍ଲି ରଥ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଗୁଡ୍ଲିଙ୍କ ସହ ସୁନାମଧନ୍ୟ କଣ୍ଠଶିଳ୍ପୀ ପମି ମିଶ୍ର, ରଶ୍ମିତା ସାହୁ ପ୍ରମୁଖ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ…
ଫେବୃୟାରୀରେ ଓଡ଼ିଶା ଆସିବେ ପ୍ରିୟଙ୍କା
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଫେବୃୟାରୀ ୧୮ରେ ଏଆଇସିସି ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିବେ। ଖୋର୍ଦ୍ଧା ବରୁଣେଇ ପାଖରେ ଏକ ବିରାଟ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ପ୍ରିୟଙ୍କା ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର କଂଗ୍ରେସ…
ଲିଙ୍ଗରାଜଙ୍କ ଜମିରୁ ନାମଫଳକ ଭାଙ୍ଗିଲେ ଜବରଦଖଲକାରୀ
ପୁରୁଣା ଭୁବନେଶ୍ୱର, ୧୮ା୧୨(ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ସେବା ପୂଜା ପାଇଁ ଥିବା ଶହ ଶହ ଏକର ଜମିକୁ ଜବରଦଖଲକାରୀ ହାତେଇବାରେ ଲାଗିଛନ୍ତି। ମନ୍ଦିର ପ୍ରଶାସନ ପକ୍ଷରୁ ୫ ବର୍ଷ ପୂର୍ବେ ଲିଙ୍ଗରାଜଙ୍କ ବିଭିନ୍ନ ସ୍ଥାନରେ ଥିବା ସମ୍ପତ୍ତି ଚିହ୍ନଟ କରାଯାଇ ନାମଫଳକ…
ରାଜଧାନୀରେ ମଶା ଚିନ୍ତା: ଡ୍ରୋନ୍ରେ ହେବ ଔଷଧ ସିଞ୍ଚନ
ଭୁବନେଶ୍ୱର, ୧୮।୧୨ (ବ୍ୟୁରୋ): ରାଜଧାନୀରେ ଚିନ୍ତା ବଢ଼ାଉଛନ୍ତି ମଶା। ପରିମଳ ପରିଚାଳନା ପରେ ଏବେ ମଶାଙ୍କ ଉପଦ୍ରବ ବିଏମ୍ସିର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଚାରିଆଡୁ ଅଭିଯୋଗ ଏବଂ ଅସନ୍ତୋଷ ପରେ ଆଗରୁ ଚେଇଁ ଶୋଇଥିବା ବିଏମ୍ସିର ଏବେ ଚେତା ପଶିଛି। ମଶାଙ୍କ…
୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି, ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି ସ୍ବାମୀ
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ ଖବର…
ମୁଖ୍ୟମନ୍ତ୍ରୀଙ୍କୁ ଭାଜପା ନେତା ଦାୟୀ କରିବା ଅପ୍ରାସଙ୍ଗିକ: ଦାମ
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଆନ୍ଦୋଳନରତ ସମ୍ବଲପୁର ଓକିଲ ସଂଘ ଏବଂ ସୁପ୍ରିମକୋର୍ଟଙ୍କ ମଧ୍ୟରେ ଯେଉଁ ସମସ୍ୟା ଉପୁଜିଛି ଏବଂ ଏଥିରେ ଓକିଲମାନେ ଗିରଫ ହୋଇ ଜେଲ୍କୁ ଯିବା ଘଟଣା ସମ୍ପର୍କରେ ଭାଜପା ଏମ୍ପି…
Archives


