ମେଟ୍ରୋ

ନିଃଶୁଳ୍କ ରୋଗ ନିରୂପଣ ପରୀକ୍ଷା ତାଲିକା ୨୨୧କୁ ବୃଦ୍ଧି

ଭୁବନେଶ୍ୱର, ୨୧।୩(ବ୍ୟୁରୋ):ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ଭାବେ ରାଜ୍ୟ ସରକାର ଜିଲା ସ୍ତରରେ ମିଳୁଥିବା ନିଶୁଳ୍କ ରୋଗ ନିରୂପଣ ପରୀକ୍ଷା ପରିସର ୧୪୬କୁ ବୃଦ୍ଧି କରିଛନ୍ତି। ଫଳରେ ଏଣିକି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ତରରେ ୨୨୧…

ଖୁବ୍‌ଶୀଘ୍ର ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ରାଜ୍ୟରେ ଖାଲିଥିବା ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବେସରକାରୀ ଅନୁଦାନପ୍ରାପ୍ତ ୨୨୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖାଲି…

‘ରାଜ୍ୟରେ ସରକାର ଗଢ଼ିବେ କୃଷକ’

ଭୁବନେଶ୍ୱର,୨୧।୩(ବ୍ୟୁରୋ):ପେନ୍‌ସନ ଦାବି ସହ ବର୍ଦ୍ଧିତ ବିଦ୍ୟୁତ୍‌ ଦରକୁ ତୀବ୍ର ବିରୋଧ କରିଛନ୍ତି ଚାଷୀ। ଏନେଇ ନବ ନିର୍ମାଣ କୃଷକ ସଙ୍ଗଠନର ଡାକରା କ୍ରମେ ବହୁସଂଖ୍ୟକ ଚାଷୀ ସୋମବାର ବିଧାନସଭା ସମ୍ମୁଖରେ ରଣହୁଙ୍କାର ଦେଇଛନ୍ତି। ସେମାନେ ମାଷ୍ଟରକ୍ୟାଣ୍ଟିନରୁ ହାତରେ ବ୍ୟାନର, ପ୍ଲାକାର୍ଡ ଓ…

ନୂଆ ରୂପ ନେବ ୩ ଶକ୍ତିପୀଠ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି…

୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଅପରାହ୍ନରେ ଭୁବନେଶ୍ୱରରେ ଭଲ ବର୍ଷା ହେବା…

ରାଜ୍ୟରେ ବଢ଼ିଛି ଅପରାଧ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟରେ ଅପରାଧ ବଢ଼ି ଚାଲିଛି। ଏକଥା ଖୋଦ୍‌ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୋମବାର ୨୦୨୨ ବର୍ଷ ପାଇଁ ପ୍ରକାଶିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି। ୨୦୨୧ରେ ରାଜ୍ୟରେ ୧,୫୫, ୪୨୦ ଆପରାଧିକ ମାମଲା ରୁଜୁ ହୋଇଥିବାବେଳେ ୨୦୨୨ରେ ୧ଲକ୍ଷ ୭୮ ହଜାର…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ…

ଖୁବ୍‌ଶୀଘ୍ର ପେଟ୍‌ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର, ୨୦।୩ (ବ୍ୟୁରୋ): ରାଜଧାନୀରେ କୁକୁର ରଖିବା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଖୁବ୍‌ଶୀଘ୍ର ଜାରିହେବ ଗାଇଡ୍‌ଲାଇନ୍‌। ପୂର୍ବରୁ ଏହାର ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ଆସନ୍ତା ୨୧ ତାରିଖରେ ଏଥିପାଇଁ ସ୍ବତନ୍ତ୍ର ବୈଠକ ବସିବାକୁ ଯାଉଛି। ଏହି ବୈଠକରେ…

ବିଶ୍ୱ ଘରଚଟିଆ ଦିବସ: ସୁରକ୍ଷା ପାଇଁ ସଚେତନ କଲେ ପରିବେଶବିତ୍‌

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଘରଚଟିଆ ଏବେ ବିଲୁପ୍ତ ହେବାକୁ ବସିଲାଣି। ତେଣୁ ଏହି କ୍ଷୁଦ୍ର ପକ୍ଷୀଟିକୁ ସୁରକ୍ଷା ଦେବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଜନସଚେତନତା ଉଦ୍ଦେଶ୍ୟରେ ଭୁବନେଶ୍ୱର ପୋଖରୀପୁଟ ଅଞ୍ଚଳରେ…

ପ୍ରତିଶ୍ରୁତି ମିଳୁଛି, ଦାବି ପୂରଣ ହେଉନି

ଭୁବନେଶ୍ୱର,୨୦।୩(ବ୍ୟୁରୋ):ଓଡିଶାରେ ଦୀର୍ଘଦିନ ଧରି ପ୍ରଚଳିତ ହୋଇଆସୁଥିବା ସମସ୍ତ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତଥାପି ରାଜ୍ୟର ବିଭିନ୍ନ ସରକାରୀ ଦପ୍ତରରେ କାମ କରୁଥିବା ପ୍ରାୟ ୭୦ ହଜାରରୁ ଊର୍ଦ୍ଧ୍ୱ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କ୍ଷେତ୍ରରେ ଅଦ୍ୟାବଧି କୌଣସି…

ଓ୍ବାର୍କିଂ ଓମେନ୍‌ ହଷ୍ଟେଲ ହେବ କୁକୁର ଚିକିତ୍ସା କେନ୍ଦ୍ର

ଭୁବନେଶ୍ୱର, ୨୦।୩ (ବ୍ୟୁରୋ): ରାଜଧାନୀରେ ଗାଈଗୋରୁ ସାଙ୍ଗକୁ ବୁଲା କୁକୁରଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ହୋଇ ପଡିଲେଣି ସହରବାସୀ। ବିଶେଷକରି କୁକୁରମାନେ ହଠାତ୍‌ ଚଳନ୍ତା ଗାଡ଼ି ସମ୍ମୁଖକୁ ଆସି ଯାଉଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏଥିସହ ଅନେକ କୁକୁର କାମୁଡ଼ାରେ ମଧ୍ୟ…

ଗଙ୍ଗୁଆ ପାଇଁ ପ୍ରଦୂଷିତ ହେଉଛି ଦୟା

ଭୁବନେଶ୍ୱର,୨୦।୩ (ବ୍ୟୁରୋ)କିମ୍ବଦନ୍ତୀ ଦୟାନଦୀ ଏବେ ପ୍ରଦୂଷଣରେ ଜର୍ଜରିତ। ଭୁବନେଶ୍ୱରର ସମସ୍ତ ବର୍ଜ୍ୟବସ୍ତୁ ଗଙ୍ଗୁଆ ଦ୍ୱାରା ଦୟାନଦୀରେ ମିଶି ଅତ୍ୟନ୍ତ ବିଷାକ୍ତ ହେଉଛି। ଏଥିସହ ଓଡ଼ିଶାର ଅନ୍ୟତମ ପ୍ରାକୃତିକ ଐଶ୍ୱର୍ଯ୍ୟ ଚିଲିକାକୁ ମଧ୍ୟ ପ୍ରଦୂଷିତ କରିଚାଲିଛି। ଏହି ସମ୍ବେଦନଶୀଳ ସମସ୍ୟାକୁ ନେଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?