ମେଟ୍ରୋ

ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ

ଭୁବନେଶ୍ୱର,୨୯ା୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲାକୁ ଇତିମଧ୍ୟରେ ବର୍ଷେ ପୂରିଛି। କ୍ରାଇମବ୍ରାଞ୍ଚ ଉକ୍ତ ଘଟଣାର ତଦନ୍ତ କରି ଝାରସୁଗୁଡ଼ା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିସାରିଛି।...

କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର...

ପୁଣି ବଢ଼ିଲା ବିଏସ୍‌କେୱାଇ ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର ଦ୍ୱିତୀୟଥର...

ଟିକସ ଖିଲାପ କରୁଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୨୯।୧ (ବନ୍ଦନା ସେଠୀ): ଗତବର୍ଷ ଅପେକ୍ଷା ଚଳିତ ଆର୍ଥତ୍କ ବର୍ଷରେ ଅଧିକ ରାଜସ୍ବ ଆଦାୟ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲକ୍ଷ୍ୟ ରଖିଛି। କେବଳ ହୋଲ୍ଡିଂ ଟିକସ ବାବଦକୁ ୧୧୫କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ପ୍ରତି ଜୋନ୍‌କୁ...

ଭାଷା ସମ୍ମିଳନୀରେ ଯୋଡ଼ିହେବେ ୧୩ଲକ୍ଷ ପ୍ରବାସୀ

ଭୁବନେଶ୍ୱର,୨୯।୧(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସହିତ ଯୋଡି ହେବାକୁ ଓଡିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ମଧ୍ୟ ଉତ୍ସାହିତ ଅଛନ୍ତି। ଏଭଳି ଏକ ସମ୍ମିଳନୀ ରାଜ୍ୟରେ ପ୍ରଥମଥର ଆୟୋଜନ କରାଯାଉଥିବାରୁ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ...

ସଂରକ୍ଷିତ ପଦ ଅସଂରକ୍ଷିତ ହେବନି, ୟୁଜିସି ଗାଇଡ୍‌ଲାଇନ ଉପରେ ଶିକ୍ଷା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ

ଭୁବନେଶ୍ୱର,୨୯।୧: ଅନୁସୂଚିତ ଜାତି, ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ଥିବା ପଦବୀ ନିମନ୍ତେ ଯଦି ସେହି ବର୍ଗରୁ ପ୍ରାର୍ଥୀ ଉପଲବ୍ଧ ନ ହେଲେ ସେଗୁଡ଼ିକୁ ଅସଂରକ୍ଷିତ ଘୋଷଣା କରାଯିବ ବୋଲି ୟୁଜିସିର ଚିଠା...

ଆଜିଠୁ ଭାଜପା କୃଷକମୋର୍ଚ୍ଚାର ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ଓଡ଼ିଶାରେ ଧାନ କିଣା କାରବାରରେ ବ୍ୟାପକ ଦୁର୍ନୀତି ଓ ହେରଫେର ଏବଂ ଧାନମଣ୍ଡିର ବିକାଶ ପାଇଁ କେନ୍ଦ୍ର ସରକାର ଦେଉଥିବା ଅର୍ଥର ବାଟମାରଣା ପ୍ରତିବାଦରେ ଭାଜପା କୃଷକମୋର୍ଚ୍ଚା ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୮ଟି...

କ୍ରିଏଟିଭିଟିରେ ଓଡ଼ିଶା ବହୁତ ଷ୍ଟ୍ରଙ୍ଗ୍‌

ଓଡ଼ିଶା ମାଟିର ପୁଅ, ମାତ୍ର ଜାତୀୟ ସ୍ତରରେ ବେଶ୍‌ ଲୋକପ୍ରିୟ। ଅଭିନୟରେ ବାନ୍ଧି ରଖିପାରୁଥିବା ଜଣେ ଅନନ୍ୟ କଳାକାର। ହିନ୍ଦୀ, ଇଂଲିଶ ଏବଂ ଓଡ଼ିଆ ଫିଲ୍ମ ସହ ବହୁ ୱେବ୍‌ ସିରିଜ୍‌ରେ ନିଖୁଣ ଅଭିନୟ ତାଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ।...

ପୁଣି ବର୍ଷା ହେଲେ ଶୀତ ପ୍ରକୋପ ବଢ଼ିବ

ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଏବେ ଦିନରେ ଖରା ଓ ରାତିରେ ଥଣ୍ଡା ଅନୁଭୂତ ହେଉଛି। ଶୀତ ଲହରି ଜାରି ରହିଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି। ତେବେ ଆଗକୁ ବର୍ଷା ସମ୍ଭାବନା ରହିଥିବାରୁ ଶୀତ ପ୍ରକୋପ ବଢ଼ିବ...

ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) : ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତା’ର ରଣନୀତି ସ୍ବରୂପ ଭୁବନେଶ୍ୱରରେ ‘ଓଡ଼ିଶା ବଞ୍ଚାଅ’ ସମାବେଶ କରୁଛି।...

ଖୁସି ଖବର: ପୁଣି ବଢ଼ିଲା BSKY ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) – ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର...

ଅବସର ଘୋଷଣା କଲେ ଭାରତୀୟ ମହିଳା ହକି ଷ୍ଟାର ଦୀପଗ୍ରେସ ଏକ୍କା

ଭୁବନେଶ୍ୱର, ୨୮।୧: ଭାରତୀୟ ହକି ଟିମ୍‌ର ଷ୍ଟାର ଦୀପଗ୍ରେସ ଏକ୍କା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ହକି ଇଣ୍ଡିଆ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତୀୟ ହକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri