ପୋଲିସ ହାତରେ ବ୍ୟାଙ୍କ ଷ୍ଟେଟ୍ମେଣ୍ଟ
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବ୍ଲାକ୍ମେଲିଂ କରି ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କଠାରୁ ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ କମିଶନରେଟ ପୋଲିସର ହସ୍ତଗତ ହୋଇଛି। ଅର୍ଚ୍ଚନା କମ୍ ଦିନ ମଧ୍ୟରେ...
ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଉପରକୁ ଉଠିଲା କିଟ୍
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍-୨୦୨୩ ବୁଧବାର ପ୍ରକାଶ ପାଇଛି। ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି। ପୂର୍ବବର୍ଷ କିଟ୍ ୮୦୧+ ସ୍ଥାନରେ ରହିଥିବାବେଳେ ଏବର୍ଷ ୨ଶହ ର଼୍ୟାଙ୍କ ଉନ୍ନୀତ...
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ ଆକ୍ରାନ୍ତ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୬ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୧ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୦ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍ ଥିବା ନେଇ...
୭ ଦିନ ଯାଏ ବାତ୍ୟା ସୂଚନା ନାହିଁ: ଆଇଏମ୍ଡି
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଏହାକୁ ଖଣ୍ଡନ କରିଛି। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୭...
ନିଶା ଦେଇ ନଗ୍ନ ଭିଡିଓ କରିଥିଲେ ଅର୍ଚ୍ଚନା
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ବ୍ଲାକ୍ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ୫ ଦିନ ବିତିଛି। ଦିନ ବଢ଼ିବା ସହ ଏହି ବ୍ଲାକ୍ମେଲ୍ରଙ୍କ ଗୋଟିଏ...
‘ଖବରକାଗଜ ବ୍ୟକ୍ତିଙ୍କୁ ସୃଜନଶୀଳ କରିଥାଏ’
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଆଜିର ସମୟରେ ଗଣମାଧ୍ୟମର ଗୁରୁତ୍ୱ ବଢିଛି। ହେଲେ ଖବରକାଗଜ ଚଳାଇବା ଏକ କଠିନ କାମ ପାଲଟିଛି। ଯେଉଁ ଗଣମାଧ୍ୟମ ବିଭିନ୍ନ ପରିସ୍ଥିତି ଦେଇ ନିଜକୁ ପ୍ରତିଷ୍ଠିତ କରିପାରିବ, ତା’ର ବିଶ୍ବସନୀୟତା ବଢିବ। ଯଦି ଗଣମାଧ୍ୟମ କୌଣସି ବ୍ୟବସାୟିକ...
ରାସ୍ତାରେ ଶୋଇ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାର ଛକରେ ମଙ୍ଗଳବାର ରାତି ପ୍ରାୟ ୧୧ଟା୧୫ ବେଳେ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଶୋଇ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜରାସ୍ତାରେ ମହିଳା ଜଣକ ପ୍ରାୟ ୧୫...
କୋଟିପତି ସହକାରୀ ଯନ୍ତ୍ରୀ ଗିରଫ, ଜେଲ ଗଲେ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ପ୍ରାୟ ଅଢ଼େଇ...
ବଡ଼ ହୋଟେଲରେ ଖାଇ ଖୁସିହେଲେ ବସ୍ତି ପିଲା
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଡ଼ ହୋଟେଲରେ ବସି ସୁସ୍ବାଦୁ ଖାଦ୍ୟ ଖାଇ ଖୁସି ହୋଇଛନ୍ତି ବସ୍ତି ପିଲା। ପୂର୍ବରୁ ଏଭଳି ସୁଯୋଗ ପାଇ ନ ଥିବା ଏହି କୁନିକୁନି ପିଲାଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିଆରା ପ୍ରୟାସ କରିଛି ବକୁଳ...
ବାଇକ୍ରେ ଆସି ଝାମ୍ପିନେଲେ ୧୧ଲକ୍ଷ
ସମ୍ବଲପୁର,୧୨।୧୦(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହସ୍ପିଟାଲ ରୋଡ୍ର ଏକ ଏସି ମରାମତି ଦୋକାନ ମାଲିକ ମହମ୍ମଦ ଜିସାମଙ୍କଠାରୁ ମଙ୍ଗଳବାର ଲୁଟ୍ ହୋଇଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଏକ ପଲସର ବାଇକ୍ରେ ଆସି ତାଙ୍କଠାରୁ ୧୧ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ସିସିଟିଭିକୁ...
୩,୪୬୫ ବିଦ୍ୟାଳୟରେ ନୂଆ ପ୍ରକଳ୍ପ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ‘ମୋ ସ୍କୁଲ୍ ଅଭିଯାନ’ ଆସନ୍ତା ନଭେମ୍ବର ୧୪ ତାରିଖରେ ୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ। ଏହି ଅବସରରେ ରାଜ୍ୟ ଓ ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଅଭିଯାନର ୩୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି...
ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨,୧୯୪ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ଶିକ୍ଷାରେ ନାମଲେଖା ପାଇଁ...
Archives


