ମେଟ୍ରୋ

ବିହାରରୁ ଆଉଜଣେ ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣାରେ ଆଉ ଜଣେ ମାଷ୍ଟରମାଇଣ୍ଡ୍‌ଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବିହାରରୁ ଗିରଫ କରିଛି। ସେ ହେଲେ…

ଚଳିତ ବର୍ଷ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବ: ମନ୍ତ୍ରୀ

ଭୁବନେଶ୍ବର, ୧୮ା୩(ବ୍ୟୁରୋ): ଆସନ୍ତା ୫ ବର୍ଷରେ ଜଳ ସମ୍ପଦ ଭିତ୍ତିଭୂମି ନିର୍ମାଣ ପାଇଁ ୭୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଜଳ କ୍ଷେତ୍ରରେ ବିକାଶ କାର୍ଯ୍ୟ ପାଇଁ ୧୧,୬୫୫ କୋଟି (କାପେକ୍ସ ଓ ଚାର୍ଜ ପରିମାଣ…

ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ ସହ…

ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା ପରେ…

ଲୋକଙ୍କୁ ଅସୁବିଧାରେ ନ ପକାଇ ଆନ୍ଦୋଳନରୁ ବିତର ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଏଥିରୁ ବିରତ ରହିବାକୁ ଡ୍ରାଇଭରମାନଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିବେଦନ କରିଛନ୍ତି । ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବାସୀ ନାହିଁ ନ ଥିବା ଅସୁବିଧା ଭୋଗିଛନ୍ତି।…

ଶଙ୍ଖ ଛାଡି ପଦ୍ମ ଧରିବେ ପୂର୍ବତନ ବିଧାୟକ ହୃଷିକେଶ ନାଏକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପାଟଣାର ପୂର୍ବତନ ବିଧାୟକ ହୃଷିକେଶ ନାଏକ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭଦ୍ରକ ଗସ୍ତ ବେଳେ ବିଜେଡି ଛାଡି ଭାଜପାରେ ମିଶିବା ନେଇ ଚର୍ଚ୍ଚା ହେଉଛି।…

ସ୍ବାଭାବିକ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି। ଘରୋଇ ବସ୍‌ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି। ସୂଚନାଯୋଗ୍ୟ,…

ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ୧୦ ଜିଲାକୁ ଶୁକ୍ରବାର ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଶନିବାର ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର…

ଓ୍ବାର୍କ ଅର୍ଡର ମିଳୁ ନ ଥିବାରୁ କାମ ଆରମ୍ଭ ହେଉନି

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ଥିବା ୬୭ଟି ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତି ଓ୍ବାର୍ଡକୁ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଓ୍ବାର୍ଡରେ କେଉଁଭଳି ଉନ୍ନୟନମୂଳକ କାର୍ଯ୍ୟ ହେବ, ସେନେଇ ପ୍ରସ୍ତାବ ଦିଆଯାଇଥିବା ବେଳେ ତାହା…

‘ପିଏମ୍‌ ପୋଷଣ’ ଦ୍ବିତୀୟ କିସ୍ତି ପ୍ରଦାନ କରିବାକୁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୧୭।୩(ବ୍ୟୁରୋ):୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପିଏମ୍‌ ପୋଷଣ ଯୋଜନାର ଦ୍ବିତୀୟ କିସ୍ତି ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାରଙ୍କ…

ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ

ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ ଜବରଦଖଲକୁ ତୁରନ୍ତ ବନ୍ଦ କରନ୍ତୁ। ସଂରକ୍ଷିତ ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ…

ଆନ୍ଦୋଳନ ସ୍ଥଗିତ ରଖିଲେ ଆଶାକର୍ମୀ

ଭୁବନେଶ୍ୱର,୧୭।୩ (ବ୍ୟୁରୋ):୧୨ ଦଫା ଦାବି ନେଇ ଆଶାକର୍ମୀ ୟୁନିୟନ୍‌ ସଂଯୁକ୍ତ ମୋର୍ଚ୍ଚା ପକ୍ଷରୁ ଲୋୟର ପିଏମ୍‌ଜିରେ ଦୁଇଦିନ ଧରି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯିବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?