ମେଟ୍ରୋ

୧୩ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ବାତ୍ୟା ମାଣ୍ଡୋସ ଯୋଗୁ ବାୟୁମଣ୍ଡଳରେ ଜଳୀୟ ବାଷ୍ପ ଭରି ରହିଛି। ଏଥିଯୋଗୁ ରାତ୍ରିର ତାପମାତ୍ରାରେ ୨ରୁ ୪ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା,…

ମେଧାବୃତ୍ତି, ସୋଲାର ନାଁରେ ୪ କୋଟି ଠକେଇ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ପ୍ରି-ମାଟ୍ରିକ ସ୍କଲାରଶିପ୍‌ (ମେଧାବୃତ୍ତି) ଓ ବିଭିନ୍ନ ଲୋକଙ୍କୁ ସୋଲାର ସଚେତନତା କାର୍ଯ୍ୟକ୍ରମ ଜରିଆରେ ଏଲ୍‌ଇଡି ବଲ୍‌ବ ଯୋଗାଇବା ଆଳରେ ଏକ ସଂସ୍ଥା ଓଡ଼ିଶାର ବିଭିନ୍ନ ଲୋକଙ୍କୁ ଫସାଇ ପ୍ରାୟ ୪ କୋଟି ଟଙ୍କା ଠକି ନେଇଛି। ଏହି ମାମଲାରେ…

ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ତଥା ଓଏଏସ୍‌ ଅଫିସର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍‌ ଆଇଜି ଭାବେ…

ରାଜ୍ୟରେ ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସହଜ ହେଲା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଏଣିକି ରାଜ୍ୟରେ ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସହଜ ହେବ। ଗୁଣାତ୍ମକମାନର ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଏବଂ ଏକ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ପ୍ରେତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାର ନୋ-ଅବ୍‌ଜେକ୍‌ସନ ପ୍ରମାଣପାତ୍ର ପ୍ରଦାନ ପ୍ରକ୍ରିୟାକୁ ଅଧିକ ସହଜ ଓ ସରଳ…

ଅର୍ଚ୍ଚନାଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ମଙ୍ଗଳବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଅର୍ଚ୍ଚନା ନାଗଙ୍କୁ ଗିରଫ କରିଛି। ପୂର୍ବରୁ ଇଡି ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା। ଗତ ୬ ତାରିଖରେ ଅର୍ଚ୍ଚନାଙ୍କୁ ଇଡି ୭ ଦିନିଆ ରିମାଣ୍ଡରେ ନେଇଥିଲା। ସୋମବାର…

କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି। ଉଭୟ ଯୁକ୍ତ ତିନି ଓ ପିଜିରେ ଆଣିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏ ନେଇ ମଙ୍ଗଳବାର ଲୋକସେବା ଭାବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ବୈଠକ ବସିଥିଲା। ବୈଠକରେ…

କୋର୍ଟରେ ପହଞ୍ଚିଲେ ଜଗବନ୍ଧୁ, ୧୫ ଦିନିଆ ରିମାଣ୍ଡ ଆବେଦନ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ମଙ୍ଗଳବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଭୁବନେଶ୍ୱର କୋର୍ଟରେ ହାଜର ହୋଇଛନ୍ତି। ତେବେ ଜଗବନ୍ଧୁଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରେ ଆବେଦନ କରିଛି। ଅନ୍ୟପଟେ, ୭ ଦିନିଆ ରିମାଣ୍ଡ…

ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର…

ଜିପିଆର୍‌୧୪୧ ପ୍ରୋଟିନ ସ୍ତନ କର୍କଟ ବଢ଼ାଏ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ବିଶ୍ୱରେ ଏବେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ରୋଗୀ ସଂଖ୍ୟା ନୁହେଁ, ରୋଗୀଙ୍କ ମୃତ୍ୟୁ ମଧ୍ୟ ବୃଦ୍ଧି ପାଉଛି। ତେଣୁ ଏଭଳି ଏକ ମାରାତ୍ମକ ରୋଗକୁ କିପରି ନିରାକାରଣ କରାଯାଇପାରିବ ସେନେଇ ଗବେଷଣା ଜାରି ରହିଛି।…

ମୋ ବସ୍‌ରେ ଯାତ୍ରୀ ଅସୁରକ୍ଷିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):କିଛିଦିନର ବ୍ୟବଧାନ ପରେ ରାଜଧାନୀରେ ପୁଣିଥରେ ମୋ ବସ୍‌ରୁ ଚୋରି ହୋଇଛି। ଏଥର ଚୋରିର ଶିକାର ହୋଇଛନ୍ତି ଦମ୍ପତି। ମୋ ବସ୍‌ରେ ଯାତ୍ରା କରୁଥିବା ବେଳେ କେହି ଦୁର୍ବୃତ୍ତ ସେମାନଙ୍କଠାରୁ ୪୨ ହଜାର ଟଙ୍କା ନେଇଯାଇଥିବା ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି।…

ଭୁବନେଶ୍ୱର ହେବ ସ୍ଲମ ଫ୍ରି ସିଟି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଆହୁରି ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ବିଏମ୍‌ସି ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ସ୍ବେରେଜ, ସେଫ୍‌ଟେଜ ଓ ଫିକଲ୍‌ ମ୍ୟାନେଜମେଣ୍ଟ କ୍ଷେତ୍ରରେ ବିଏମ୍‌ସିକୁ ଜାତୀୟ ସ୍ତରରେ ପୁରସ୍କାର ମିଳିବା ପଛରେ ଭୁବନେଶ୍ୱରବାସୀଙ୍କ ସହଯୋଗ…

ଇନ୍‌ଫୋସିଟି ଥାନାରେ ବୀରେନ୍ଦ୍ର ଲାକ୍ରାଙ୍କୁ ଜେରା

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ଭୁବନେଶ୍ୱର ଇନ୍‌ଫୋସିଟି ଥାନାରେ ସୋମବାର ସନ୍ଧ୍ୟାରେ ହାଜର ହୋଇଛନ୍ତି ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା। ତଦନ୍ତକାରୀ ଅଧିକାରୀ, ଜୋନ୍‌ ଏସିପି ରମେଶ ଚନ୍ଦ୍ର ବିଶୋଇ ଓ ଅତିରିକ୍ତ ଡିସିପି ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri