ମେଟ୍ରୋ

ରାଜ୍ୟରେ ବାଲ୍‌ ଆଧାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୭।୩(ବ୍ୟୁରୋ):ଏଣିକି ରାଜ୍ୟରେ ବାଲ୍‌ ଆଧାର ଯୋଜନା କାର୍ଯ୍ୟକାରୀ ହେବ। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଯୋଜନାର ଶୁଭାରମ୍ଭ ହୋଇଛି। ଜନ୍ମ ପଞ୍ଜୀକରଣ ଓ ଜନ୍ମ ସାର୍ଟିଫିକେଟ୍‌ ଶିଶୁର ପ୍ରଥମ ଅଧିକାର ହୋଇଥିବାବେଳେ ଏଣିକି ଶିଶୁଙ୍କ ଜନ୍ମ…

୨୦୨୨ରେ ୭.୬୦% ବଢ଼ିଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ବର,୧୭ା୩(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ପାଇଁ ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାଜ୍ୟର ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର-କଟକ ଅତିରିକ୍ତ କମିଶନର ଏବଂ ସବୁ ଆର୍‌ଟିଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି। ଦୁର୍ଘଟଣାଜନିତ…

ଆନ୍ଦୋଳନ ବଢ଼ାଇଛି ତେଲ ଚିନ୍ତା

ଭୁବନେଶ୍ୱର,୧୭ା୩(ବ୍ୟୁରୋ):ପେନ୍‌ସନ, ବୀମା, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ଆଦି ୧୦ ଦଫା ଦାବିରେ ବୁଧବାରଠାରୁ ଡ୍ରାଇଭର ଏକତା ମହାସଂଘ ପକ୍ଷରୁ କରାଯାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଗୁରୁବାର ୨ୟ ଦିନରେ ପହଞ୍ଚତ୍ଛି। ତେବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ…

ରାସ୍ତାରେ ଡ୍ରାଇଭର: ଘାରିଲାଣି ତେଲ ଭୟ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ପେନ୍‌ସନ, ବୀମା, ସାମାଜିକ ସୁକ୍ଷା ଆଦି ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ରାସ୍ତାକୁ ଓହ୍ଲାଇଛନ୍ତି ଡ୍ରାଇଭର। ଫଳରେ ଯାତ୍ରୀବାହୀ ବସ୍‌ ସମେତ ମାଲ୍‌ ପରିବହନ କରୁଥିବା ସମସ୍ତ ଗାଡ଼ି ଚଳଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏପରି…

‘ଏଚ୍‌୩ଏନ୍‌୨କୁ ନେଇ ଭୟଭୀତ ହେବା ଉଚିତ ନୁହେଁ’

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ଏଚ୍‌୩ଏନ୍‌୨ ସଂକ୍ରମିତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସଂକ୍ରମିତଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇସାରିଲେଣି। ଏଚ୍‌୩ଏନ୍‌୨ ସଂକ୍ରମିତଙ୍କଠାରେ କରୋନା ଭଳି ଲକ୍ଷଣ ଦେଖା ଦେଉଥିଲେ ବି ଏହାକୁ ନେଇ ଚିନ୍ତା କରିବା ଆବଶ୍ୟକତା ନାହିଁ ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା…

ପ୍ଲାଟିନମ୍‌ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍‌ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର…

ନିର୍ମଳ ହେବ କେଦାରଗୌରୀ ପୋଖରୀ ଜଳ

ପୁରୁଣା ଭୁବନେଶ୍ୱର,୧୬।୩(ଡି.ଏନ୍‌.ଏ.): ଭୁବନେଶ୍ୱର ଏକାମ୍ର କ୍ଷେତ୍ରର କେଦାରଗୌରୀ ମନ୍ଦିର ପୋଖରୀ ଜଳ ନିର୍ମଳ କରିବା ପାଇଁ ବୁଧବାର ଦୟା ନଦୀ ତଟରୁ ପାଇପ ଯୋଗେ ବିନ୍ଦୁ ସାଗର ଦେଇ କେଦାର କୁଣ୍ଡରେ ସଂଯୋଗ କରାଯାଇଛି। କାର୍ଯ୍ୟକ୍ରମରେ ମନ୍ତ୍ରୀ ଆଶୋକ ଚନ୍ଦ୍ର ପଣ୍ଡା…

ଭୁବନେଶ୍ୱର ଆଖପାଖରେ କୋହଲା ପାଗ: ୧୭, ୧୮ରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୩(ବ୍ୟୁରୋ):କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…

ରାଜ୍ୟରେ ବିପଦସଙ୍କୁଳ ଅବସ୍ଥାରେ ୧୧,୯୨୯ ସ୍କୁଲଘର

ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ରାଜ୍ୟରେ ୧୧,୯୨୯ ସ୍କୁଲଘର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏସବୁ ଅସୁରକ୍ଷିତ ଶ୍ରେଣୀ ଗୃହ ଭାଙ୍ଗିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ବୁଧବାର ବିଧାନସଭା ପ୍ରଶ୍ନକାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା…

୧୦ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି ଉଠାଇ…

ଟିକସ ଦେଉନାହାନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ସରିବାକୁ ହାତରେ ଆଉ ଦିନ କେଇଟା ବାକି ରହିଛି। ହେଲେ ଏ ଯାଏ ଧାର୍ଯ୍ୟ ହୋଇଥିବା ଟିକସ ଆଦାୟ ହୋଇ ପାରିଲା ନାହିଁ। ସ୍ଥିତି ଯେପରି ରହିଛି ସେଥିରେ ବିଏମ୍‌ସି ଯେ ନିଜର ଲକ୍ଷ୍ୟ ପୂରଣ…

ଖଣ୍ଡାରେ ଜନ୍ମଦିନ କେକ୍‌ କାଟିଲେ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀରେ ଆଉଏକ ଗ୍ୟାଙ୍ଗ ମୁଣ୍ଡ ଟେକିଥିବା ଜଣାପଡ଼ିଛି। ୮ରୁ ଊର୍ଦ୍ଧ୍ୱ ଯୁବକ ଖଣ୍ଡାରେ କେକ୍‌ କାଟି ଜନ୍ମଦିନ ପାଳୁଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାପରେ ଅଧିକ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ଏୟାରଫିଲ୍ଡ ଥାନା ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?