ଫୁଟ୍ପାଥ ଉପରେ ରହିବନି ଫୁଡ୍ ଷ୍ଟଲ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଷ୍ଟ୍ରିଟ୍ ଫୁଡ୍ ଷ୍ଟଲ ପାଇଁ ବିଏମ୍ସିର ବିଜ୍ଞପ୍ତି ପ୍ରକାଶ ପାଇଛି । ରାସ୍ତା, ଫୁଟ୍ପାଥ, ଡ୍ରେନ୍ ଉପରେ ଖାଦ୍ୟ ଷ୍ଟଲ ରହିପାରିବନି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନ ଥିଲେ ଖାଦ୍ୟ ପରିବେଷଣ ହୋଇପାରିବନି । ପାର୍କିଂ ପାଇଁ ଜାଗା...
କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୮୨ କରୋନା ପଜିଟିଭ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି...
ମହିଳା ବ୍ଲାକ୍ମେଲରଙ୍କ ରହସ୍ୟ ଲୁଚାଉଛି ପୋଲିସ
ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ ପଠାଇବା ପରେ କୌଶଳକ୍ରମେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଶୁଟ୍ କରୁଥିଲେ। ତାହାକୁ...
ଜୁନ୍ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍ ଓ୍ବେ କାର୍ଯ୍ୟ
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ...
ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି। ଜୀବଜନ୍ତୁଙ୍କ ସଂରକ୍ଷଣ ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କମୁନାହିଁ
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇବାର ନଁା ଧରୁନାହିଁ। ୨୦୨୧ ଜାନୁୟାରୀରୁ ଜୁଲାଇ ମଧ୍ୟରେ ଘଟିଥିବା ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା ଦେଖିଲେ ସବୁଥିରେ ବୃଦ୍ଧି ଘଟିଛି। ସୁପ୍ରିମକୋର୍ଟ କମିଟିର ବାରମ୍ବାର ତାଗିଦ ଏବଂ...
ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ସୁଯୋଗ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ବିଭାଗ...
ବଢ଼ିଲା ଅନୁକମ୍ପା ରାଶି
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା କର୍ମୀ କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି ମାଓବାଦୀ ଆକ୍ରମଣରେ ମୃତ୍ୟୁବରଣ କରନ୍ତି...
ପ୍ରକାଶ ପାଇଲା ଓସିଏସ୍ ପରୀକ୍ଷାଫଳ
କଟକ ଅଫିସ, ୮ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା(ଓସିଏସ୍) ୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ମୋଟ୍ ୩୯୨ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪୪ ଜଣ ପୁଅ...
ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି: ୧୩ରୁ ଆବେଦନ
ଭୁବନେଶ୍ୱର, ୭।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ସୁଯୋଗ ଦେଇଛି। ଯେଉଁ...
ଆସନ୍ତା ୧୩ରୁ ୟୁଜି, ୧୭ରୁ ପିଜି ପାଠପଢ଼ା
ଭୁବନେଶ୍ୱର, ୭।୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ଯୁକ୍ତ୩(ୟୁଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ପାଠପଢ଼ା ୧୭ ତାରିଖରୁ ଚାଲିବ। ଏ ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ର...
ରାଜ୍ୟରେ ନଭେମ୍ବର ୧୦ରେ ପାଳନ ହେବ ମାଣ୍ଡିଆ ଦିବସ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମାର୍ଗଶିର ମାସ ପ୍ରଥମ ଗୁରୁବାର ଅଥବା ନଭେମ୍ବର ୧୦ରେ ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରାଯିବ। ଚଳିତବର୍ଷ ନଭେମ୍ବର ୧୦ରେ ପାଳନ ହେବ ଏହି ଦିବସ । ମିଲେଟ୍ ମିଶନକୁ ପ୍ରୋତ୍ସାହନ ଦେବା ସକାଶେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ...
Archives


