ମେଟ୍ରୋ

ଭସାଣିକୁ ନେଇ ଆସିଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜଧାନୀରେ ରାବଣ ପୋଡ଼ି ଏବଂ ଭସାଣିକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାବଣ ପୋଡ଼ି ଓ ଭସାଣିକୁ ନେଇ ଥିବା ଗାଇଡ୍‌ଲାଇନ୍‌ ସମ୍ପର୍କରେ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଡିସିପି କହିଛନ୍ତି, ରାବଣ ପୋଡ଼ି ପାଇଁ...

ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ ପୂଜା କମିଟିକୁ ଅନୁମତି ଦିଆଯାଇଛି। ଏହାପରେ କମିଶନରେଟ ପୋଲିସ ପକ୍ଷରୁ କ୍ଷେତ୍ର ପରିଦର୍ଶନ...

ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା ଆଶଙ୍କା ଲାଗି ରହିଛି। ରାବଣପୋଡି ପାଇଁ ରାଜଧାନୀରେ ଏପର୍ଯ୍ୟନ୍ତ କୌଣସି ପୂଜାମଣ୍ଡପକୁ ଅଗ୍ନିଶମ...

ଦଶମୀ ବି ପଡ଼ିପାରେ ଫିକା, ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗିରହିଛି। ଏଥିଯୋଗୁ ପୂଜା ବଜାର ସାମାନ୍ୟ ଫିକା ପଡ଼ିଛି। ତେବେ ବୁଧବାର ୧୨ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶମୀ ମଧ୍ୟ ଫିକା ପଡ଼ିଲା ଭଳି...

ଆଜି ଦଶହରା, ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୫।୧୦(ବ୍ୟୁରୋ): ମା’ ଦୁର୍ଗାଙ୍କ ଆଜି ଦଶମୀ ପୂଜା। ଭାଇଚାରାର ସହର କଟକ ସମେତ ରାଜଧାନୀର ସମସ୍ତ ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ବର୍ଷା ସତ୍ତ୍ୱେ ମା’ଙ୍କୁ ଦର୍ଶନ ଲାଗି ସକାଳରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ପୂଜା ମଣ୍ଡପରେ...

ଆଜି ରାଜ୍ୟରେ ୬୮କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍‌ ଥିବା ରାଜ୍ୟ...

ଆଇପିୟୁ ପ୍ରାର୍ଥୀଭାବେ ମନୋନୀତ ହେଲେ ଅପରାଜିତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ଆନ୍ତର୍ଜାତିକ ସ୍ତରରେ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନ(ଆଇପିୟୁ)ରେ ଭାରତର ପ୍ରାର୍ଥୀଭାବେ ମନୋନୀତ ହୋଇଛନ୍ତି। ଏନେଇ ଅପରାଜିତା ମଙ୍ଗଳବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ୧୭୮ ଦେଶ ଆନ୍ତର୍ଜାତିକ ଇଣ୍ଟର ପାର୍ଲାମେଣ୍ଟାରି...

୨ ଆଇଏଏସ୍‌ ଅଫିସରଙ୍କୁ ହକି ବିଶ୍ୱକପ୍‌ ଦାୟିତ୍ୱ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହକି ବିଶ୍ୱକପ୍‌ ପରିଚାଳନା ପାଇଁ ୨ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଉଭୟଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଭୂପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜୀଙ୍କୁ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ରାଜ୍ୟ...

ଆଜି ରାଜ୍ୟରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ...

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କ ୧.୦୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ):ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର କଟକ ଓ ଭୁବନେଶ୍ୱର ଶାଖାରେ ହୋଇଥିବା ଠକେଇ ମାମଲାର ଅର୍ଥ କାରବାର ସଂକ୍ରାନ୍ତରେ ତଦନ୍ତ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତ ତଥା ଉକ୍ତ ବ୍ୟାଙ୍କର ପୂର୍ବତନ ହେଡ୍‌ କ୍ୟାଶିୟର ବେଦବ୍ୟାସ ବାରିକ...

କ୍ରୁଟ୍‌ ମହାପ୍ରବନ୍ଧକଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆୱାର୍ଡ’

ଭୁବନେଶ୍ୱର, ୪।୧୦ (ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ମହାପ୍ରବନ୍ଧକ ଦୀପ୍ତି ମହାପାତ୍ରଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆଓ୍ବାର୍ଡ’ ମିଳିଛି। ରବିବାର ତୁର୍କୀର ବାଲିକେସିର୍‌ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri