ମେଟ୍ରୋ

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା: ଖବରଦାତାଙ୍କୁ ପଚରାଉଚରା, ମୋବାଇଲ ଜବତ

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ଆତ୍ମହତ୍ୟା ଘଟଣାକୁ ସପ୍ତାହରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ କମିଶନରେଟ ପୋଲିସ ଏହା ପଛର ରହସ୍ୟ ପାଇପାରୁ...

ଫ୍ଲାଟ୍‌ ଦେବା ଆଳରେ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: ଓଡ଼ିଶା ହୋମ୍ସର ନିର୍ଦ୍ଦେଶକ ମନୋଜ ଆନ୍ଧ୍ରପ୍ରଦେଶରୁ ଗିରଫ

ଭୁବନେଶ୍ୱର,୩।୧୦(ବ୍ୟୁରୋ):ଫ୍ଲାଟ୍‌ ଦେବା ଆଳରେ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଫେରାର ଥିବା ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ମନୋଜ କୁମାର ପଣ୍ଡା ଶେଷରେ ଧରାପଡିଛନ୍ତି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ...

ପଦ୍ମପୁର ବିଧାୟକଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ/ବରଗଡ଼ ଅଫିସ(୩ା୧୦): ବରଗଡ଼ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି।ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ ୬୫ ବର୍ଷରେ ସେ ଶେଷ...

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବାରାଣସୀ ଯାଇଥିବା ତୀର୍ଥଯାତ୍ରୀ ବସ୍‌ ଫେରିବା ବାଟରେ ଝାଡ଼ଖଣ୍ଡର ହଜାରିବାଗଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଉକ୍ତ ବସ୍‌ରେ ୫୫ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨ା୧୦(ବ୍ୟୁରୋ):  ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ...

ଆଜି ରାଜ୍ୟରେ ୧୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଲୋକାଲ କେସ୍‌ ଥିବା ରାଜ୍ୟ...

ରାଜରାସ୍ତାକୁ ଓହ୍ଲାଇବାକୁ ଭାଜପାର ଚେତାବନୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ୧୧ ନଂ. ଜିଲା ପରିଷଦ ଜୋନ ସଭ୍ୟ ତଥା ବିଜୁ ଜନତା ଦଳ ନେତା ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ମୃତ୍ୟୁର କାରଣ ସମ୍ପର୍କରେ ସ୍ପଷ୍ଟ କରିଥିଲେ। ସାହୁ ନିଜର...

ମନ୍ତ୍ରୀଙ୍କ ଭାଷଣକୁ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡାଠାରେ ଶୁକ୍ରବାର ବିଜେଡି ସାଙ୍ଗଠନିକ ସଭା ଓ ପଦଯାତ୍ରା ପ୍ରସ୍ତୁତି ଶିବିର ଅବସରରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ଭାଷଣକୁ ଭାଜପା କଡ଼ା ବିରୋଧ କରିଛି। ପ୍ରତାପ କହିଥିଲେ, ସାଢ଼େ ୪ କୋଟି ଓଡ଼ିଆଙ୍କର ଗୋଟିଏ ପରିଚୟ ଥିଲା...

ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍‌ ଐତିହ୍ୟ ବୟନକଳା...

ବିଏମ୍‌ସିକୁ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୨।୧୦(ବ୍ୟୁରୋ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଘୋଷଣା ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ସିଟିଜେନ୍‌ ଫିଡ୍‌ବ୍ୟାକ୍‌ କାଟେଗୋରିରେ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି କାଟେଗୋରିରେ ମୋଟ ୨,୨୫୦...

ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍‌ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର...

ଭୁବନେଶ୍ୱରରେ ଯୁବତୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର,୨।୧୦ (ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ୍‌ରେ ଓଢଣି ଦ୍ୱାରା ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ପୋଲିସ ଜବତ କରିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri