ମେଟ୍ରୋ

ସାଇକ୍ରାଟିକ୍‌ ଡାକ୍ତରଙ୍କଠାରୁ ମେଡିସିନ୍‌ ଖାଉଥିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଗୋପ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା ନୂଆ ମୋଡ଼ ନେବାରେ ଲାଗିଛି। ସାଇକ୍ରାଟିକ୍‌ ଡାକ୍ତରଙ୍କ ପରାମର୍ଶ କ୍ରମେ ଧର୍ମେନ୍ଦ୍ର ମେଡିସିନ ଖାଉଥିବା ଜଣାପଡ଼ିଛି। ସେ ମୃତ୍ୟୁର କିଛିଦିନ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରେ...

ଡେଡ୍‌ଲାଇନ୍‌ ସରିଥିଲେ ବି ଦିଆଯିବ ମାଗଣା ଟିକା

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ଡେଡ୍‌ଲାଇନ୍‌ ସରିଥିଲେ ବି ମାଗଣା ଟିକା ଦିଆଯିବ। ଜୁଲାଇ ୧୫ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦ରେ ଶେଷ ହୋଇଥିଲେ ବି ବୁଷ୍ଟର ଟିକାକରଣ ଆଗକୁ ଚାଲିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ...

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା। ମୃତକ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ୩ ମହିଳା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ରାଜ୍ୟରେ ଗ ୨ ଘଣ୍ଟାରେ ୧୪୬...

ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮...

ଓଡ଼ିଶାରେ ଭାଜପା ଶାସନ ଆସିବ ବୋଲି ଆଶା ସୃଷ୍ଟି କରାଅ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଗଁ।କୁ ଯାଇ ଲୋକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଯାହା ଏଠି ଶୁଣିଲ ସେସବୁ କଥା ବତେଇବାକୁ ପଡ଼ିବ। ଏହାସହ ଲୋକଙ୍କ ମନରେ ଆଶା ସୃଷ୍ଟି କରିବାକୁ ପଡ଼ିବ କି ଓଡ଼ିଶାରେ ମଧ୍ୟ ଡବଲ...

୩ ଦାବି ରଖିଲୁ ନ ମାନିଲେ ଆନ୍ଦୋଳନ ଆଗେଇବ: କଂଗ୍ରେସ

ଭୁବନେଶ୍ବର,୧।୧୦(ବ୍ୟୁରୋ): ନିମାପଡ଼ା ବ୍ଲକର ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଶୁକ୍ରବାର କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର...

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ...

ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ଆକର୍ଷଣ ସାଜିବ ମିସାଇଲ୍‌ ତୋରଣ

ଭୁବନେଶ୍ୱର, ୧।୧୦ (ବ୍ୟୁରୋ): ପାର୍ବଣରେ ଦେବୀ ଦୁର୍ଗାଙ୍କୁ ଆବାହନ କରିବାକୁ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଶନିବାର ଷଷ୍ଠୀଠାରୁ ରୀତିନୀତି ଆରମ୍ଭ ହେଉଥିବାରୁ ଚଳଚଞ୍ଚଳ ହୋଇ ପଡିଛି ଗାଁରୁ ସହର। ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପୂଜା କମିଟି ପକ୍ଷରୁ...

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ...

ଚଢ଼ାଉ, ଗିରଫଦାରି, ଠିକ୍‌ ତଦନ୍ତକୁ ଗୁରୁତ୍ୱ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଆଇନ ଏବଂ ବଟଲିଂ ପ୍ଲାଣ୍ଟ ଅପରେଶନ ଉପରେ ଏକ ଦିନିକିଆ କର୍ମଶାଳା ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ସମସ୍ତ ଅବକାରୀ ଅଧିକାରୀ ଅଂଶଗ୍ରହଣ କରିଥିଲେ ା କର୍ମଶାଳାକୁ ଉଦ୍‌ଘାଟନ କରି...

ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍‌ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri