ମେଟ୍ରୋ

ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଭୁବନେଶ୍ୱର ଏଡିଜେ-୨ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଶ୍ରଦ୍ଧାଞ୍ଜଳିଙ୍କୁ ବ୍ୟବହାର କରି ଟଙ୍କା ଆଦାୟ ମାମଲାରେ ଏହି ଆବେଦନକୁ…

ନିୟମ ନ ମାନିଲେ ୧୦ ହଜାର ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର, ୧।୧୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଖୁବ୍‌ ଶୀଘ୍ର ପେଟ୍‌ ଆନିମଲ୍‌ ଗାଇଡ୍‌ଲାଇନ୍‌ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ଏହାକୁ ଅନୁମୋଦନ ପରେ ସାର୍ବଜନୀନ କରାଯିବ। ପରେ ଲୋକଙ୍କ ପରାମର୍ଶ ଏବଂ ଅନ୍ୟ ସମସ୍ତ ଦିଗକୁ…

ଇଡିରେ ହାଜର ହେଲେ ହୋଟେଲ ବ୍ୟବସାୟୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଇଡିରେ ହାଜର ହୋଇଛନ୍ତି ହୋଟେଲ ବ୍ୟବସାୟୀ ଶିବ ପ୍ରସାଦ ଦାସ। ମାଷ୍ଟରକ୍ୟାଣ୍ଟିନଠାରେ ଥିବା ତାଙ୍କର ଏକ ହୋଟେଲରେ ଡିଲ୍‌ ହୋଇଥିବା ବୋଲି କୁହାଯାଉଛି। ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳି ଉଭୟ ସେହି ହୋଟେଲରେ…

ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ ନିଷ୍ପତ୍ତି…

ରାସ୍ତାରୁ ହଟିବ ୧୫ ବର୍ଷିଆ ଗାଡ଼ି

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସହରାଞ୍ଚଳରୁ ବାୟୁ ପ୍ରଦୂଷଣ ମାତ୍ରା କମାଇବାକୁ ରାଜ୍ୟ ସରକାର ୧୫ ବର୍ଷିଆ ସମସ୍ତ ଯାନକୁ ରାସ୍ତାରୁ ହଟାଇବାକୁ ଯୋଜନା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ପଞ୍ଜୀକୃତ ଯାନ ସ୍କ୍ରାପିଂ ସୁବିଧା ନୀତି-୨୦୨୨(ରେଜିଷ୍ଟର୍ଡ ଭେହିକିଲ୍‌ ସ୍କ୍ରାପିଂ ଫାସିଲିଟି ପଲିସି-୨୦୨୨) ଆଣିଛନ୍ତି। ଏହି…

କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଅତିରିକ୍ତ ଖର୍ଚ୍ଚଦାବି ଗୃହୀତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧୪୩ କୋଟି ୬୫ ଲକ୍ଷ ୩୫ ହଜାର ଟଙ୍କା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧୪ କୋଟି ୮୧ ଲକ୍ଷ ୫୨ ହଜାର ଟଙ୍କାର ଅତିରିକ୍ତ ଖର୍ଚ୍ଚ ଦାବି ବିଧାନସଭାରେ…

ଡିସେମ୍ବର ୨୦ ପର୍ଯ୍ୟନ୍ତ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରାଜଧାନୀରେ ଆନ୍ଦୋଳନ କରିଥିବା ଶିକ୍ଷକମାନେ ବୁଧବାର ସେମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ଡିସେମ୍ବର ୨୦ ପର୍ଯ୍ୟନ୍ତ ଏହି ଆନ୍ଦୋଳନକୁ ପ୍ରାଥମିକ ଶିକ୍ଷକ ସଂଘ ସ୍ଥଗିତ ରଖିଛି। ୧୬ରୁ ୨୦ଭିତରେ ଦାବି ପୂରଣ ନ ହେଲେ ୨୧ରୁ ପୁନର୍ବାର ଆନ୍ଦୋଳନକୁ ତୀବ୍ରତର…

୮ ବ୍ଲକକୁ ପାନୀୟ ଜଳ ଯୋଗାଣ ନେଇ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର…

ଓଏଚ୍‌ଆର୍‌ଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ପୁଣି ସଜା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମ (ଓଆର୍‌ଏଚ୍‌ଡିସି) ଦୁର୍ନୀତି ମାମଲାରେ ପୂର୍ବତନ ଏମ୍‌ଡି ତଥା ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣିଥରେ ସଜା ମଳିଛି। ଭୂମିକା ବିଲଡର ଲୋନ୍‌ ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ବୁଲି ଦେଖୁଛନ୍ତି। ଏହି ୫ ଦିନିଆ ମେଗା ବିଜ୍‌ନେସ ସମିଟ୍‌ରେ ମେଟାଲ,…

ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ୍‌ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୩ରେ ଅର୍ଚ୍ଚନାଙ୍କ ଏହି ଜାମିନ ଆବେଦନ ଖାରଜ ହୋଇଛି। ସୂଚନାଯୋଗ୍ୟ,…

ଗାଡି ଚାଳକଙ୍କୁ ଆଶ୍ୱସ୍ତି: ଆଉ ମାସେ ବଢିଲା ନମ୍ବର ପ୍ଳେଟ୍‌ ଅବଧି

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି। ୧, ୨, ୩, ୪ ନମ୍ବର ପାଇଁ ରାଜ୍ୟ ସରକାର ଆଉ ମାସେ ବଢାଇ ଦେଇଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର।  ଡିସେମ୍ବର ୩୧ ଯାଏ ସମୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri