ମୂର୍ତ୍ତି ଚୋରି ରାକେଟ ସକ୍ରିୟ, ଅଚିନ୍ତାରେ ପୋଲିସ
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ଓଡ଼ିଶାର ବିଭିନ୍ନ ପୁରାତନ ମନ୍ଦିରରେ ଅଷ୍ଟଧାତୁରେ ନିର୍ମିତ ପ୍ରାଚୀନ ମୂର୍ତ୍ତି ପୂଜା ପାଉଛନ୍ତି। ଲୋକମାନେ ତାଙ୍କ ଆରାଧ୍ୟ ଦେବଦେବୀଙ୍କୁ ପୂଜା କରୁଥିବା ବେଳେ ଏଗୁଡ଼ିକ ଐତିହ୍ୟ ଓ ସଂସ୍କୃକ୍ତିକୁ ଅଧିକ ସମୃଦ୍ଧ କରୁଛି। ହେଲେ ଏହି ବହୁମୂଲ୍ୟ ଅଷ୍ଚଧାତୁ…
ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ…
ଯୋଡ଼ିହେଲା ଯୁବତୀଙ୍କ କଟାହାତ
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ଲାଷ୍ଟିକ ସର୍ଜରି କ୍ଷେତ୍ରରେ ଭୁବନେଶ୍ୱର ଏମ୍ସକୁ ମିଳିଛି ଆଉ ଏକ ସଫଳତା। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ୧୦ ଘଣ୍ଟାର ଅପରେଶନ ପରେ ଜଣେ ଯୁବତୀଙ୍କ ସମ୍ପୂର୍ଣ୍ଣ କଟା ହାତକୁ ଯୋଡିବାରେ ସକ୍ଷମ ହୋଇଛନ୍ତି। ଡିସେମ୍ବର ୯ ତାରିଖ ଅପରାହ୍ନ…
ଗୋପବନ୍ଧୁ ମିଶ୍ରଙ୍କୁ ସଂସ୍କୃତ ଅନୁବାଦ ପୁରସ୍କାର
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍’ ପାଇଁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ସେ ନୟାଗଡ଼ ଜିଲାର ବିରୁଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ଗୋପବନ୍ଧୁ ବର୍ତ୍ତମାନ…
ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍ଭେନଶନ ସେଣ୍ଟରଠାରେ…
ଓ୍ବାର୍ଡର ପରୀକ୍ଷାରେ ପ୍ରବଳ ବିଶୃଙ୍ଖଳା
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):ରାଜ୍ୟର ୪୦୩ ଜେଲ ଓ୍ବାର୍ଡର ପଦବୀ ଲାଗି ଗୁରୁବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ହେଲେ ପରୀକ୍ଷା ଆରମ୍ଭ ଦିନରୁ ହିଁ ବିଭ୍ରାଟ ଦେଖାଦେଇଛି। ପରୀକ୍ଷାର୍ଥୀଙ୍କୁ ସକାଳ ୮ଟା ସମୟରେ ରିପୋର୍ଟିଂ…
ଭୟଭୀତ ନ ହେବାକୁ ପରାମର୍ଶ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍ଭାରିଆଣ୍ଟ ବିଏଫ୍.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଭୂତାଣୁ ସଂକ୍ରମିତ ଚିହ୍ନଟ ହେଲେଣି। ଆଗାମୀ ଦିନରେ ଯେପରି ଏହି…
ସବୁଠାରୁ ଛୋଟ ଦିନ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହି ଦିନଟି ଉତ୍ତର ଗୋଲାର୍ଦ୍ଧରେ ବର୍ଷର ‘ସବୁଠାରୁ ଛୋଟ ଦିନ’ ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ସବୁଠାରୁ…
ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା…
ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର…
ଇଡ୍କଲ ଡିଏମ୍ ଗୟା ସାଁନ୍ତରା ଗିରଫ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଇଡ୍କଲ ଡେପୁଟି ମ୍ୟାନେଜର(ଡିଏମ୍) ଗୟା ସାଁନ୍ତରାଙ୍କୁ ଗୁରୁବାର ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଗୟାଘରୁ ବିପୁଳ ପରିମାଣର ଟଙ୍କା ଏବଂ ସୁନା ଜବତ ହୋଇଥିଲା। ତାଙ୍କ ଘରୁ ୧୦…
୨୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏହି ଅବସରରେ ୨୦୨୧-୨୨ ପାଇଁ ମୋଟ ୧୬୩ଜଣଙ୍କୁ ପିଏଚ୍ଡି ଡିଗ୍ରୀ ଏବଂ ୯୯ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ। ସେହିପରି ଜଣେ ଲେଖାଏ ଛାତ୍ରୀଛାତ୍ରଙ୍କୁ…
Archives


