୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ
ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି ରେଳ ଲାଇନ ପାଇଁ ଜଙ୍ଗଲ ଅନୁମୋଦନ ମିଳିଛି। ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…
ବନ୍ଧୁକ ମୁନରେ ଆତଙ୍କ ଖେଳାଉଥିବା ବାଙ୍ଗା ଗିରଫ
ଭୁବନେଶ୍ୱର,୧୩।୨(ବ୍ୟୁରୋ):ବନ୍ଧୁକ ଦେଖାଇ ଆତଙ୍କ ଖେଳାଉଥିଲେ। ନିଜକୁ ଲୋକାଲ ଡନ୍ କହି ବ୍ୟବସାୟୀଙ୍କଠାରୁ ବଟି ଆଦାୟ କରୁଥିଲେ। ଅଭିଯୋଗ ପରେ ଶେଷରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ ରହୁଥିବା…
ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀଙ୍କୁ ‘ରୁଚି ବୁଦ୍ଧ ସମ୍ମାନ’
ଭୁବନେଶ୍ୱର,(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୧୩।୨ (ଡି.ଏନ୍.ଏ.):ଐତିହାସିକ ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଡ୍ୟାନ୍ସ ଏକାଡେମୀ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଆର୍ଟ ଭିଜନ୍ ପକ୍ଷରୁ ଚାଲିଥିବା ଧଉଳି-କଳିଙ୍ଗ ମହୋତ୍ସବ ରବିବାର ଉଦ୍ଯାପିତ…
ଫେବୃୟାରୀରେ ଅସମ୍ଭାଳ ତାତି
ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ରାଜ୍ୟରେ ଶୀତ ଗାଏବ ହୋଇଯାଉଥିବାବେଳେ ତାତି ବଢ଼ି ଚାଲିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଶୀତ ହେଉଥିଲେ ମଧ୍ୟ ବାକି ସବୁ ସ୍ଥାନରେ ଗରମ ଅନୁଭୂତ ହେଉଛି। ଫେବୃୟାରୀରୁ ଗ୍ରୀଷ୍ମର ଅନୁଭବ ହେଉଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା…
ଆଜି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ବର, ୧୩/୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟ୍ରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିବା…
ବାଣୀବିହାରରେ ଜେଏନ୍ୟୁ ପ୍ରଫେସରଙ୍କୁ ମାଡ଼
ଭୁବନେଶ୍ୱର,୧୩ା୨(ବ୍ୟୁରୋ):ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟ (ବାଣୀବିହାର) ପିଜି କାଉନ୍ସିଲ ବୈଠକ ହଲ୍ରେ ରବିବାର ସିଟିଜେନ୍ସ ଫୋରମ୍ ପକ୍ଷରୁ ସେମିନାର ଚାଲିଥିବାବେଳେ ଉତ୍ତେଜନା ଦେଖାଦେଇଛି। ଦେଶ ବିରୋଧୀ ମନ୍ତବ୍ୟ ଦିଆଯାଉଥିବା ଅଭିଯୋଗ ଆଣି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ସେମିନାରକୁ ବିରୋଧ…
‘ସତ୍ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ’
ଭୁବନେଶ୍ୱର,୧୨।୨(ବ୍ୟୁରୋ): ଜୀବନକୁ ସୁନିୟନ୍ତ୍ରିତ କରିବାରେ ଗୁରୁଙ୍କର ରହିଛି ବିଶେଷ ଭୂମିକା। ତାଙ୍କ ପ୍ରଦର୍ଶିତ ମାର୍ଗରେ ନିଜକୁ ପରିଚାଳିତ କରିପାରିଲେ ବ୍ୟକ୍ତି, ସମାଜ ଓ ରାଷ୍ଟ୍ର ଜୀବନ ମଧୁମୟ ହୋଇଉଠେ। ଆଉ ଏହି ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ। ପରମ…
ଆଜି ଓଡ଼ିଶା ଫେରିବେ ଗୋପାଳ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ମନ୍ତ୍ରୀ ନବଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ରବିବାର ଗୁଜରାଟରୁ ଓଡ଼ିଶା ଆସିବେ। ଗୋପାଳଙ୍କ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପରେ ତାଙ୍କୁ ଝାରସୁଗୁଡ଼ା ଅଣାଜିବ। କ୍ରାଇମବ୍ରାଞ୍ଚର ୮ ଜଣିଆ ଟିମ୍ ୮ ତାରିଖରେ ଗୋପାଳଙ୍କୁ ନେଇ…
ନବରଙ୍ଗପୁର ଗଲା ଡାକ୍ତରୀ ଟିମ୍
ଭୁବନେଶ୍ୱର, ୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଅଧୀନରେ ଏକ ଡାକ୍ତରୀ ଟିମ୍ ଶନିବାର ଭୁବନେଶ୍ୱରରୁ ନବରଙ୍ଗପୁର ଅଭିମୁଖେ ଯାତ୍ରା କରିଛନ୍ତି। ବିଶେଷ ଚିକିତ୍ସା(ସ୍ପେଶିଆଲିଟି) ଏବଂ ଜଟିଳ ଯତ୍ନ(କ୍ରିଟିକାଲ କେୟାର)ର ଆବଶ୍ୟକତା କରୁଥିବା ରୋଗୀଙ୍କୁ ସେମାନେ ଚିକିତ୍ସା କରିବେ। ଏହି ଗସ୍ତ…
ସରିଲା ନାର୍କୋ ଟେଷ୍ଟ: ଗୋପାଳ ଅଚେତ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଗୁଜରାଟ ଗାନ୍ଧୀନଗର ଡିଏଫ୍ଏସ୍ଏସ୍ ଲ୍ୟାବ୍ରେ ଅଭିଯୁକ୍ତ ଗୋପାଳ ଦାସଙ୍କ ନାର୍କୋ ଟେଷ୍ଟ ସରିଛି। ନାର୍କୋ ଟେଷ୍ଟ ପାଇଁ ଦୁଇ ଦିନ ଧରି ପ୍ରକ୍ରିୟା ଚାଲୁ ରହିଥିଲା। ତେବେ ଆଜି ନାର୍କୋ ଟେଷ୍ଟ ସରିବା…
ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ବରଗଡ଼ ଜିଲା ପାଇକମାଳରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି। ସୂଚନାଯୋଗ୍ୟ, ଗତ ଉପନିର୍ବାଚନ ସମୟରେ ପାଇକମାଳର ଲୋକେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ସୋମବାର ବସିବ କ୍ୟାବିନେଟ୍ ବୈଠକ , ୧୦ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର,୧୧।୨ : ରାଜ୍ୟ କ୍ୟାବିନେଟ୍ର ସୋମବାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି । ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ଆଶା କରାଯାଉଛି। ଖବର…
Archives


