ମେଟ୍ରୋ

ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା

ଭୁବନେଶ୍ୱର,୩।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା ଲାଗିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତିର ପୁନଃଯାଞ୍ଚ ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଆବେଦନ କରାଯାଇଥିଲା। ଉକ୍ତ ଆବେଦନକୁ ଝାରସୁଗୁଡ଼ା ଅତିରିକ୍ତ ଜିଲା ଓ ଦୌରାଜଜଙ୍କ…

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପିଣ୍ଟୁ ନନ୍ଦଙ୍କ ଭାଇ

ଭୁବନେଶ୍ୱର,୩।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ତାଙ୍କ ଭାଇ ଅଭିରାମ ନନ୍ଦ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁରୁଷ ହକି ବିଶ୍ୱକପ୍‌ ପାଇଁ ବାହାର କଳାକାରଙ୍କ ପିଛା କୋଟ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ରାଜ୍ୟ ସରକାର ଚାହିଁଥିଲେ ପିଣ୍ଟୁ…

ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନ ନୁହେଁ: ଏହା ଏକ ବାସ୍ତବତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୩(ବ୍ୟୁରୋ): ଲୋକସେବା ଭବନସ୍ଥିତ କନ୍‌ଭେନଶନ ସେଣ୍ଟରରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶୁକ୍ରବାର ଏକ ସପ୍ତାହ ଧରି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହିଳା…

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ଧାରଣା

ଭୁବନେଶ୍ୱର,୩।୩(ବ୍ୟୁରୋ): ରନ୍ଧନ ଗ୍ୟାସ୍‌ ଦରବୃଦ୍ଧିକୁ ନେଇ ଶୁକ୍ରବାର ରାଜରାସ୍ତାକୁ ଓହ୍ଲାଇଛି ବିଜେଡି। ବିଭିନ୍ନ ନିର୍ବାଚନମଣ୍ଡଳୀରୁ ବିଜେଡି ମହିଳା କର୍ମୀ ରାଜଭବନ ସମ୍ମୁଖରେ ସିଲିଣ୍ଡର ରଖି, ଚୁଲି ଜାଳି ପ୍ରଦିବାଦ କରିଥିବା ଜଣାପଡିଛି। କେନ୍ଦ୍ର ସରକାର ଗ୍ୟାସ ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି…

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଚଢାଉରେ…

ହସ୍ପିଟାଲରେ ଲାଗିବ ବାୟୋମେଟ୍ରିକ ମେଶିନ

ଭୁବନେଶ୍ୱର, ୩।୩(ବ୍ୟୁରୋ):ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏବେ ହସ୍ପିଟାଲରେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ୨୦୨୩-୨୪ ଆର୍ଥତ୍କ ବର୍ଷରୁ ଏହା ଲାଗୁ ହୋଇଯିବ ବୋଲି ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ…

ଆଜି ସ୍ବର୍ଗଦ୍ୱାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କର ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ। ଗୁରୁବାର ରାତିରେ ପିଣ୍ଟୁଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା। ତାଙ୍କ ଶେଷ ଦର୍ଶନ କରିବା ପାଇଁ କଳାକାର, ପ୍ରଶଂସକ ଏବଂ ସମର୍ଥକମାନେ ବିମାନବନ୍ଦରରେ ପହଞ୍ଚିଥିଲେ।…

ଗାଳି କରିବାରୁ ହତ୍ୟା କରିଥିଲେ ଶ୍ରମିକ, ଜେଲ ଗଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ,୩ା୩ (ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ତୁଳସୀଦେଇପୁରସ୍ଥିତ ସୋଲ୍‌ ସୋକ୍‌ ଫାର୍ମ ହାଉସ୍‌ରେ ଇଲେକ୍ଟ୍ରିସିଆନ୍‌ ଦୀପକ କୁମାର ସ୍ବାଇଁଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଶୁଭେନ୍ଦୁ କୁମାର ଦାସ (୩୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ଶୁଭେନ୍ଦୁଙ୍କ…

ସରକାରୀ ସ୍କୁଲ ପରିସରରେ ରାଜୀବ ଆବାସ ଘର

ଭୁବନେଶ୍ୱର,୩।୩(ବ୍ୟୁରୋ): ସରକାରୀ ସ୍କୁଲ ପରିସରରେ ନିଜେ ଘର କରି ରହୁଛନ୍ତି ଆଉ ଭଡ଼ା ବି ଦେଇଛନ୍ତି। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀର ଏକ ସ୍କୁଲରେ। ୟୁନିଟ-୪ସ୍ଥିତ ଏମ୍‌ଏଲ୍‌ଏ କଲୋନୀରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୀର୍ଘବର୍ଷ ହେବ ଜଣେ…

ଭୂମି ଅଧିକାର ପାଇବେ ୫୦ ହଜାର

ଭୁବନେଶ୍ୱର,୩।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଭୂମିହୀନଙ୍କୁ ଭୂମି ତଥା ବାସସ୍ଥାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ‘ଜାଗା ମିଶନ’କୁ କାର୍ଯ୍ୟକାରୀ କରାଯାଉଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି। ଏପ୍ରିଲ ପହିଲା ସୁଦ୍ଧା…

‘ହୋଣ୍ଡା ଅଲ୍‌ ନ୍ୟୁ ସିଟି’ର ବଜାର ପ୍ରବେଶ

ଭୁବନେଶ୍ୱର,୩।୩:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାରସ ଇଣ୍ଡିଆ ଲିମିଟେଡ (ଏଚସିଆଇଏଲ)ର ବହୁ ପ୍ରତିକ୍ଷୀତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ ନ୍ୟୁ ସିଟି’ର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଚସିଆଇଏଲର ସ୍ବୀକୃତିପ୍ରାପ୍ତ…

୨ ଦଶନ୍ଧି ମଧ୍ୟରେ ସ୍ବାସ୍ଥ୍ୟସେବାରେ ମିଳିଛି ଅଭୂତପୂର୍ବ ସଫଳତା

ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭୂତପୂର୍ବ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?