ଏଏସ୍ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ)ଙ୍କୁ ‘ବଜାଜ୍ ଫାଇନାନ୍ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା…
୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି
ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି। ଏକ…
ମାସେ ପରେ ଥିଲା ବାହାଘର, ଛପା ସରିଥିଲା କାର୍ଡ; ଆତ୍ମହତ୍ୟା କରିଦେଲେ ଯୁବକ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ) : ମାସେ ପରେ ଯୁବକଙ୍କ ବାହାଘର ହୋଇଥାନ୍ତା। ଏଥିପାଇଁ ପରିବାର ପକ୍ଷରୁ ପ୍ରସ୍ତୁତି ଚାଲିଥିଲା। କାର୍ଡ ଛପା ସରିଥିଲାବେଳେ ପରିବାରରେ ଖୁସିର ପରିବେଶ ଲାଗି ରହିଥିଲା। ଏପରିସ୍ଥିତିରେ ଯୁବକ ଜଣକ ଶନିବାର ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଧଉଳି…
ଆଜି ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ବବିଦ୍ୟାଳୟ ରବିବାର ତା’ର ୮୦ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏଥିସହ ୮୧ବର୍ଷରେ ପାଦ ଦେବ। ଏହି ପରିପ୍ରେକ୍ଷୀରେ ଦିନତମାମ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଶିକ୍ଷା, ଗବେଷଣା, ପ୍ରଯୁକ୍ତି…
ଚାଷୀ ନୁହେଁ, ଉପନିର୍ବାଚନ ବଡ଼
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲସ୍ଥୂଲ ହେଉଛି। ବିରୋଧୀ, ଶାସକ ଏକସ୍ବରରେ ଚାଷୀ ପ୍ରସଙ୍ଗ ଉଠାଇ ଗୃହକୁ ଅଚଳ କରୁଛନ୍ତି। ମାତ୍ର ଚାଷୀ ପ୍ରସଙ୍ଗରେ ବିଧାନସଭାରେ ଆଲୋଚନା ଚାଲିଥିବାବେଳେ ଉତ୍ତର ଦେବାକୁ କୃଷି କିମ୍ବା ସମବାୟ ମନ୍ତ୍ରୀଙ୍କର ଦେଖାନାହିଁ, ଯାହାକୁ…
କେନ୍ଦୁପତ୍ରରୁ ଜିଏସ୍ଟି ପ୍ରତ୍ୟାହାର: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): କେନ୍ଦୁପତ୍ରରୁ ଜିଏସ୍ଟି ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଲେଖିଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ୮ଲକ୍ଷ କେନ୍ଦୁପତ୍ର ତୋଳାଳି ରହିଛନ୍ତି। ସେମାନଙ୍କ ମଧ୍ୟରୁ…
ଡିସେମ୍ବର ୨୬ରୁ ଆରମ୍ଭ ହେବ ସପ୍ତଶଯ୍ୟା ମହୋତ୍ସବ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ସପ୍ତଶଯ୍ୟା ଫାଉଣ୍ଡେଶନ ପକ୍ଷରୁ ଡିସେମ୍ବର ୨୬ରୁ ଆରମ୍ଭ ହେବ ସପ୍ତଶଯ୍ୟା ମହୋତ୍ସବର ତୃତୀୟ ସଂସ୍କରଣ। ଏହା ଡିସେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ଜିଲାର ସଢ଼େଇବେରଣା କଳାକୃତି ଗ୍ରାମଠାରେ ଚାଲିବ। ଏ ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଦିବାସୀ ସଂଗ୍ରହାଳୟଠାରେ ଫାଉଣ୍ଡେଶନ…
ଖସିବାରେ ଲାଗିଛି ପାରଦ, ଥରୁଛି ଓଡ଼ିଶା
ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ବଢ଼ିଲାଣି ଶୀତ। ତଳକୁ ଖସିବାରେ ଲାଗିଛି ପାରଦ। ଶନିବାର ୧୯ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା…
ସହିଦନଗରରେ ବହୁତଳ ପାର୍କିଂ ଆରମ୍ଭ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସହିଦନଗରସ୍ଥିତ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବହୁତଳ କାର ପାର୍କିଂ ଆରମ୍ଭ ହୋଇଛି। ଏହି ଭୂତଳରେ ୨ଟି ଓ ଉପର ମହଲାରେ ୩ଟି ମୋଟ୍ ୫ଟି ଫ୍ଲୋରରେ ଯାନବାହନ ପାର୍କିଂ କରିବାର ସୁବିଧା ରହିଛି। ୧୯୬ଟି ୪ ଚକିଆ ଓ ୩୯୮ଟି…
କିଟ୍ ପୁରୁଷ ଦଳର ବିଜୟ ଅଭିଯାନ
ଭୁବନେଶ୍ୱର, ୨୬।୧୧ (କ୍ରୀଡ଼ା ପ୍ରତିନିଧି): ବାରିପଦାରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କବାଡ଼ି ଟୁର୍ନାମେଣ୍ଟରେ କିଟ୍ ପୁରୁଷ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର କିଟ୍ ଦଳ ମଧ୍ୟପ୍ରଦେଶର ମହାତ୍ମା ଗାନ୍ଧୀ ଚିତ୍ରକୁଟ ଗ୍ରାମୋଦ୍ୱୟ ବିଶ୍ୱବିଦ୍ୟାଳୟକୁ ୪୮-୧୪ ଏବଂ…
‘ସୁଶାନ୍ତ ସିଂଙ୍କ ସୁରକ୍ଷା ଦାୟିତ୍ୱ ବଢ଼ାଯାଉ’
ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ବିଜେଡିର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଭାଜପା ନେତାମାନଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ୨୦୧୮ ବିଜେପୁର ଉପନିର୍ବାଚନ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଭାଇଙ୍କୁ ଯେଉଁ ୨ ଭାଜପା ନେତା ଆକ୍ରମଣ…
କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିବେ ପଦ୍ମପୁରବାସୀ: ବିଜେଡି
ଭୁବନେଶ୍ବର,୨୬।୧୧(ବ୍ୟୁରୋ): କେନ୍ଦ୍ର କୃଷିମନ୍ତ୍ରୀ ଏବଂ ରେଳମନ୍ତ୍ରୀ ପ୍ରଚାର ପାଇଁ ଆସୁଥିବା ବେଳେ କେନ୍ଦ୍ର ଅବହେଳାକୁ ନେଇ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ ରଖିବାକୁ ପଦ୍ମପୁରବାସୀ ଅପେକ୍ଷା କରିଛନ୍ତି ବୋଲି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ କହିଛନ୍ତି। ସେ କହିଛନ୍ତି, ପଦ୍ମପୁର ରେଳଲାଇନକୁ କାହିଁକି…
Archives


