ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର
ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀମାନେ ଏବେ ଆବାସ ଘର ପାଇବାକୁ…
ମଧ୍ୟପ୍ରଦେଶରୁ ୱେବ୍ ଏକ୍ସପର୍ଟ ଗିରଫ
ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଗୁଜରାଟ, କର୍ନାଟକ, ଆନ୍ଧ୍ରପ୍ରଦେଶ ଆଦି ବିଭିନ୍ନ ରାଜ୍ୟରେ ଜାଲ ବିଛାଇ ପ୍ରାୟ ୫୦ ହଜାର ଚାକିରି ଆଶାୟୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଉଜଣେ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶରୁ ଗିରଫ…
ପକ୍କାଘର ଆବଣ୍ଟନକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ପ୍ରାୟ ତିନି ବର୍ଷ କାଳ ରାଜ୍ୟ ସରକାର କେନ୍ଦ୍ର ନିକଟରେ ବାରମ୍ବାର ଦାବିକରି ଆସୁଥିଲେ। ଶେଷରେ କେନ୍ଦ୍ର ସରକାର ରାଜ୍ୟର ଦାବିକୁ ମାନି ନେଇଛନ୍ତି।…
ଉଭେଇଗଲା ଶୀତ
ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି ସୂଚନା ନାହିଁ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ…
ଓଡ଼ିଶାରେ ‘ଓ୍ବିକ୍ ଅଫ୍ ଓ୍ବେଲ୍ସ’ ପାଳିବ ବ୍ରିଟେନ
ଭୁବନେଶ୍ୱର, ୧୫।୧(ବ୍ୟୁରୋ): ଓଡ଼ିଶାରେ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍-୨୦୨୩ ଅବସରରେ କୋଲକାତାସ୍ଥିତ ବ୍ରିଟିଶ ଡେପୁଟି ହାଇ କମିଶନ ‘ଓ୍ବିକ୍ ଅଫ୍ ଓ୍ବେଲ୍ସ’ ପାଳନ କରିବ। ଏହାଦ୍ୱାରା କ୍ରୀଡ଼ା, ଶିକ୍ଷା ଓ ପ୍ରଯୁକ୍ତି ଜରିଆରେ ବ୍ରିଟେନ-ଓଡ଼ିଶା ସମ୍ପର୍କ ଆହୁରି ସୁଦୃଢ଼ ହୋଇପାରିବ। ବ୍ରିଟେନର…
ହାତୀ କବର ସ୍ଥଳ ଆଠଗଡ଼ ବନଖଣ୍ଡ
ଭୁବନେଶ୍ୱର, ୧୫।୧:(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ହାତୀଙ୍କ କବର ସ୍ଥଳ ପାଲଟିଛି। ଗତବର୍ଷ ଆଠଗଡ଼ରେ ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟ ଚର୍ଚ୍ଚାରେ ରହିଥିବାବେଳେ ଚଳିତବର୍ଷ ଆରମ୍ଭରୁ ଏକ ଦନ୍ତାହାତୀର ମୃତ୍ୟୁ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଲାଣି। ଓଡ଼ିଶା ବନ୍ୟପ୍ରାଣୀ ସମିତିର…
କାହିଁକି ଜୀବନ ନେଲା ଦୀର୍ଘତମ ସେତୁ
ଭୁବନେଶ୍ୱର, ୧୫।୧(ବ୍ୟୁରୋ): କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ସେତୁର ମଧ୍ୟଭାଗରୁ ବାବା ସିଂହନାଥ ପୀଠକୁ ସଂଯୋଗ ରହିଛି। ୩.୪ କିଲୋମିଟର ବିଶିଷ୍ଟ ଏହି ସେତୁ ଓଡ଼ିଶାର ଦୀର୍ଘତମ ହୋଇଥିବାବେଳେ ଏହାର ଆକାର ଇଂଲିଶ ଅକ୍ଷର…
ବଡ଼ମ୍ବା ଟି-ବ୍ରିଜ୍ ଦଳାଚକଟା: ମୃତକଙ୍କ ପାଇଁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମକରମେଳାରେ କଟକ ଜିଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି…
ଜଗନ୍ନାଥଙ୍କ ନିକଟରେ ସୁଖମୟ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ଟୁଇଟ୍ କରି ସେ ଲେଖିଛନ୍ତି, ମକର ସଂକ୍ରାନ୍ତିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ଆନନ୍ଦ…
ରାଜଧାନୀରୁ ଆଦିବାସୀ ଯୁବକ ନିଖୋଜ
ଭୁବନେଶ୍ୱର, ୧୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଜଣେ ଆଦିବାସୀ ଯୁବକ ମଙ୍ଗଳବାରଠାରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦୁଝର ଜିଲା କାଞ୍ଜିପାଣି ଗ୍ରାମର ଗଙ୍ଗା ମୁଣ୍ଡାଙ୍କ ପୁଅ ଗୌତମ। ସେ କେଉଁଆଡେ ଗଲେ ତାହାର ଖୋଜ ଖବର ନ ମିଳିବାରୁ…
ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ଭୁବନେଶ୍ୱର/ପୁରୀ ଅଫିସ ୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଦିନ ମକର ରାଶିରେ ସୂର୍ଯ୍ୟଙ୍କ ପ୍ରବେଶ ସହ ଉତ୍ତରାୟଣ ଗତି ଆରମ୍ଭ ହୁଏ। ଆଜିଠୁ ଶୀତ ମଧ୍ୟ କମ୍ ହୋଇଥାଏ । ତେବେ ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର…
ଡଟ୍ଫେଷ୍ଟ କାଉଣ୍ଟଡାଉନ୍ ଆରମ୍ଭ
ଭୁବନେଶ୍ୱର, ୧୪।୧ (ବ୍ୟୁରୋ): ହକି ବିଶ୍ୱକପ୍କୁ ଆଉଟିକେ ରଙ୍ଗାରଙ୍ଗ କରିବା ପାଇଁ ଆସନ୍ତା ୧୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେଉଛି ଭୁବନେଶ୍ୱର ସିଟି ଫେଷ୍ଟିଭାଲ ‘ଡଟ୍ ଫେଷ୍ଟ’ର ୨ୟ ସଂସ୍କରଣ। ରାଜ୍ୟ ତଥା ଦେଶବିଦେଶର କଳାକାରଙ୍କ ନୃତ୍ୟ, ଗୀତ ସାଙ୍ଗକୁ…
Archives


