୨୭ରେ ପ୍ରଚାର କରିବେ ଅଶ୍ୱିନୀ, ତୋମାର
ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୭ ତାରିଖରେ ସେମାନଙ୍କ ନିର୍ବାଚନ ସଭା ହେବ…
ରାଜଧାନୀକୁ ହାଇକୋର୍ଟ ସ୍ଥାନାନ୍ତର ଦାବି ତେଜିଲା
ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): କଟକରେ ଥିବା ଓଡ଼ିଶା ଉଚ୍ଚ ନ୍ୟାୟାଳୟକୁ ରାଜଧାନୀକୁ ସ୍ଥାନାନ୍ତର ଓ ଭୁବନେଶ୍ୱରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ପୁଣି ଥରେ ଜୋର ଧରିଛି। ଏ ନେଇ ଭୁବନେଶ୍ୱର ଓକିଲ ସଂଘର ଶତାଧିକ ଆଇନଜୀବୀ ଶୁକ୍ରବାର ଜିଲାଜଜ୍ଙ୍କୁ ଘେରିବା ସହ…
ଯୁକ୍ତ୨ ପରୀକ୍ଷା: ୨୮ରେ ସରିବ ଫର୍ମପୂରଣ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୨୦୨୩ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା (ଫାଇନ୍) ଆସନ୍ତା ୨୮ ତାରିଖରେ ଶେଷ ହେବ। ରେଗୁଲାର, ଏକ୍ସରେଗୁଲାର ଫରୀକ୍ଷାର୍ଥୀଙ୍କ ଲାଗି ବିନା ଜରିମାନାରେ ଫର୍ମ ପୂରଣ ଗତ…
୪ ଓଡ଼ିଆଙ୍କୁ ଅମ୍ରିତ ପୁରସ୍କାର
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର ବିଭିନ୍ନ ବର୍ଗରେ ପୁରସ୍କାର ଘୋଷଣା କରାଯାଇଛି। ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ୭୫ ବର୍ଷରୁ ଊର୍ଦ୍ଧ୍ୱ କଳାକାରଙ୍କୁ ‘ଏକକାଳୀନ ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ଦିଆଯିବ। ଏଥିପାଇଁ ଓଡ଼ିଶାରୁ…
କାନ ଧରି ଆଣ୍ଠେଇଲେ ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଓଡ଼ିଶାରୁ ବେସାମରିକ ସେବା ପୁନଃ ଥଇଥାନ ନିୟମ-୨୦୨୦କୁ ଉଚ୍ଛେଦ କରି ପୁଣିଥରେ ପୁନଃ ଥଇଥାନ ନିୟମ-୧୯୯୦ ଲାଗୁ କରିବା ଦାବିରେ ଓଡ଼ିଶା ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ ସଂଘ ପକ୍ଷରୁ ଗଣଧାରଣା ଜାରି ରହିଛି। ଶୁକ୍ରବାର ଅଭିନବ ଉପାୟରେ ଲୋୟର…
୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…
ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍ମେଲର୍ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ ତାଲିକା ପ୍ରସ୍ତୁତ କରି କାର୍ଯ୍ୟାଳୟକୁ ଡାକି ଜେରା ଆରମ୍ଭ କରିଛି। କେତେବେଳେ ଜଣ ଜଣ…
ବିଧାନସଭାରେ ଚାଷୀ ଝଡ଼
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବଡ଼ଗଡ଼ ଜିଲାର ପଦ୍ମପୁର ଉପନିର୍ବାଚନରେ ଚାଷୀ ସମସ୍ୟା ମୁଖ୍ୟ ପ୍ରସଙ୍ଗ ହୋଇଛି। ଚାଷୀଙ୍କ ଭୋଟ ହାତେଇବା ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋର ଲଗାଇଛନ୍ତି। ଏହିକ୍ରମରେ ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ବିଧାନସଭା ଓ…
ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା
ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ…
ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ପ୍ରବଳ ହଟ୍ଟଗୋଳ ହେବାରୁ ପ୍ରଥମାର୍ଦ୍ଧରେ ଗୃହ ଚାଲିବା ସମ୍ଭବପର ହୋଇପାରି ନ ଥିଲା। ଫଳରେ…
ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ତେବେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ଶୁକ୍ରବାର ଆଉ ଥରେ ଇଡିରେ ହାଜର ହୋଇଥିବା ବେଳେ ବର୍ତ୍ତମାନ ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଇଡିରେ ହାଜର ହୋଇଛନ୍ତି। ଶ୍ରଦ୍ଧାଞ୍ଜଳି ଏବଂ…
ପ୍ୟାସି ହୁଁ ମେଁ ତୁମ୍କୋ ପିଲାକେ…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ଧରିତ୍ରୀ’ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ କର୍ନାଟକର ଗାୟକ ବାସୁ ମୁଖ୍ୟ ଆକର୍ଷଣ ସାଜିଥିଲେ। ଫ୍ୟୁଜନ୍ର ତାଳେତାଳେ ଉପସ୍ଥିତ ଶ୍ରୋତାଙ୍କୁ ମତୁଆଲା କଲେ ଗାୟକ ବାସୁ। ପ୍ୟାସି ହୁଁ ମେଁ ତୁମକୋ ପିଲାକେ… ଥକ୍ ଗେୟି ହୁଁ ମୋଡ଼ ପେ…
Archives


