ମେଟ୍ରୋ

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧ା୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବା ପରେ ଶ୍ରୀ ଜେନା…

ଖୁବ୍‌ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା…

ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର…

ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି।…

ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ପ୍ରଦୀପ ଜେନା

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ ସହିତ…

ପୋଲିସ-ଭାଜପା କର୍ମୀ ମୁହାଁମୁହିଁ: ତେଜିଲା ରାଜନୀତି

ଭୁବନେଶ୍ବର, ୧।୩(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଏବଂ ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ବିଧାନସଭା ଘେରାଉ ହୋଇଥିଲା। ଏହି ସମୟରେ ପୋଲିସ ଏବଂ ଭାଜପା କର୍ମୀଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ଫଳରେ ଲୋୟର ପିଏମ୍‌ଜି…

କର୍ମୀଙ୍କୁ ଚିଠି ଲେଖିଲେ ସଭାପତି

ଭୁବନେଶ୍ୱର,୧।୩(ବ୍ୟୁରୋ): ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଜୁ ଜୟନ୍ତୀ ପାଳନ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ମଙ୍ଗଳବାର ଚିଠି ଲେଖିଛନ୍ତି।…

ଭାଜପା ଗରିବଙ୍କ ହକ୍‌ ମାରି ଦେଉଛି: ସୁଲତା

ଭୁବନେଶ୍ୱର,୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ବିରୋଧରେ ବିଜେଡି ରଣହୁଙ୍କାର ଦେଇଛି। ବିଧାନସଭାରେ ଏହାକୁ ନେଇ ବିଜେଡି ସଦସ୍ୟମାନେ କେନ୍ଦ୍ର ବିରୋଧରେ ପ୍ରତିବାଦ କରିଥିବା ବେଳେ ମଙ୍ଗଳବାର ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ରାଜଭବନ ଆଗରେ…

କାଉନ୍‌ସିଲର ପ୍ରାର୍ଥୀ ୫୦ ହଜାର, ଅଧ୍ୟକ୍ଷ ପ୍ରାର୍ଥୀଙ୍କୁ ୨ ଲକ୍ଷ ଖର୍ଚ୍ଚ ଅନୁମତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର କାର୍ଯ୍ୟକାଳ ଏପ୍ରିଲ ୧୨ରେ ଶେଷ ହେବ। ଏହାପୂର୍ବରୁ ନିର୍ବାଚନ ପ୍ର୍ରକ୍ରିୟା ଶେଷ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ…

ଏପ୍ରିଲ ୩ରେ ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଓ ବରଗଡ଼ ଜିଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟକାଳ ଏପ୍ରିଲ ୧୨ ତାରିଖରେ ଶେଷ ହେଉଛି। ଏହା ପୂର୍ବରୁ ଏହି ଦୁଇ ସ୍ଥାନରେ ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରାଯାଇଛି। ଏପ୍ରିଲ ୩ରେ…

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପୂର୍ବାହ୍ନ ୯ଟା ୩୦ ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା…

ତାତି ବଢ଼ିବ, ସୋନପୁରରେ ୩୭.୭ ଡିଗ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ)-ରାଜ୍ୟରେ ଗତ ୪ ମାସ ହେବ ବର୍ଷା ନାହିଁ। ଗତ କିଛିଦିନ ହେବ ସମୁଦ୍ରଆଡୁ ରାଜ୍ୟକୁ ପ୍ରବାହିତ ବାୟୁ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ତେବେ ଆସନ୍ତା ସପ୍ତାହରେ ରାଜ୍ୟରେ ପାରଦ ଉପରମୁହାଁ ହେବାର ସମ୍ଭାବନା ରହିଛି। ଏପରିକି ପାରଦ ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?