ମେଟ୍ରୋ

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୨: ସୋମବାର ଗୃହରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପ୍ରତି ଖାଦ୍ୟର ମାନକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ତାରା କହିଛନ୍ତି, ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର,…

ଭୁବନେଶ୍ୱର କୋର୍ଟ ସାମ୍ମାରେ ଦୁର୍ଘଟଣା, ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା ଇନୋଭା

ଭୁବନେଶ୍ବର,୨୩।୨: ରାଜଧାନୀ ଭୁବନେଶ୍ବରରେ ସଡ଼କ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢି଼ଗଲା କାର୍ । ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଏହି ଦୁର୍ଘଟଣା ହୋଇଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ…

କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା, ସରକାରୀ ଦଳ ଇଚ୍ଛା ପ୍ରକାଶ….

ଭୁବନେଶ୍ବର,୨୩।୨: ଚାଷୀ ପ୍ରସଙ୍ଗରେ ଗୃହ ହୁଲସ୍ତୁଲ ହୋଇଛି । ବିଧାନସଭା ଠିକ ଭାବେ ଚାଲିପାରୁ ନାହିଁ । ଗୃହ ମୁଲତବୀ ରଖି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଶାସକ ଦଳକୁ କଡ଼ା ଟାର୍ଗେଟ କରିଛନ୍ତି…

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ମିଶିବେ ଅନନ୍ତ ଦାସଙ୍କ ପୁଅ ଅଭିଜିତ

ଭୁବନେଶ୍ୱର,୨୩।୨: ସ୍ବର୍ଗତଃ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଭାଜପାରେ ମିଶିବେ ବୋଲି ଜଣାପଡିଛି। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା, ୪୮ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତରପଶ୍ଚିମ ଓ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆଡକୁ ଗତି କରିବ। ଏହା…

ରାଜଧାନୀରେ ବଢ଼ୁଛି ନିଶା କାରବାର

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଟ୍ବିନ୍‌ ସିଟିରେ ଛାଇଗଲେଣି ନିଶା ବେପାରୀ। ପ୍ରତିବର୍ଷ ଗିରଫ ହେଉଥିବା ନିଶା ବ୍ୟବସାୟୀଙ୍କ ସଂଖ୍ୟା ଏବଂ ମାମଲା ରୁଜୁର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡୁଛି। ଯୁବପିଢ଼ିଙ୍କୁ ଟାର୍ଗେଟ କରି ସହରର ଗଳିକନ୍ଦିରେ ନିଶା ବିକ୍ରି କରାଯାଉଥିବା…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ…

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା ଟ୍ରେନ୍‌ରେ କିଭଳି ଚିକିତ୍ସା କରାଇବେ ବୋଲି ସାଙ୍ଗରେ ଯାଉଥିବା ପରିବାର ଲୋକେ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୫ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଓ ତା’ଠାରୁ ଅଧିକ ରେକର୍ଡ…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ ଅଧିକ ରହିବା ସାମାଜିକ ବିକାଶ ଦିଗରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦାରିଦ୍ର୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?