ମେଟ୍ରୋ

ପରଲୋକରେ ବରିଷ୍ଠ ଖବରଦାତା ଅଜିତ ମହାନ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଆଉ ନାହାନ୍ତି ବରିଷ୍ଠ ଖବରଦାତା ଅଜିତ ମହାନ୍ତି। ରବିବାର ମଧ୍ୟାହ୍ନରେ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିଲେ।…

ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ…

କୋରାପୁଟରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ବୈପାରୀଗୁଡ଼ା(ଡି.ଏନ.ଏ.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜୟପୁରରେ ପହଞ୍ଚିବା ପରେ ସେଠାରୁ ସେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ବର ମନ୍ଦିର ଗସ୍ତ କରିଥିଲେ। ଗୁପ୍ତେଶ୍ବର ମନ୍ଦିରର…

ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ଆଶଙ୍କା

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ଏବେ ଅଧ୍ୟାପକଙ୍କ ଆନ୍ଦୋଳନ ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି। କାରଣ…

ଶୌଚ ପାଇଁ ଗ୍ରାହକ, ବ୍ୟବସାୟୀ ହଟହଟା

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ପାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ନାନା ଯୋଜନା କରାଯାଉଛି। କିନ୍ତୁ ରାଜଧାନୀବାସୀଙ୍କ ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିବା ୟୁନିଟ୍‌-୧ ହାଟରେ ପ୍ରତିଦିନ ହଜାର ହଜାର ଲୋକ ଚଳପ୍ରଚଳ କରୁଥିଲେ ମଧ୍ୟ…

ଇଂ. ବସନ୍ତ ପରିଡ଼ା ଆଇଡବ୍ଲ୍ୟୁଡବ୍ଲ୍ୟୁଏର ପ୍ରଥମ ଓଡ଼ିଆ ମହାସଚିବ ନିର୍ବାଚିତ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଦେଶ ବିଦେଶର ୧୨ଶହରୁ ଅଧିକ ଇଞ୍ଜିନିୟର ଏବଂ ଦକ୍ଷ ବିଶେଷଜ୍ଞଙ୍କୁ ନେଇ ଜଳ ଓ ବର୍ଜ୍ୟଜଳ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଖିଳ ଭାରତୀୟ ସଂସ୍ଥା ଇଣ୍ଡିଆନ ଓ୍ବାଟର ଓ୍ବାର୍କ୍ସ ଆସୋସିଏଶନ (ଆଇଡବ୍ଲ୍ୟୁଡବ୍ଲ୍ୟୁଏ)ର ମହାସଚିବ ଭାବେ ଇଞ୍ଜିନିୟର ବସନ୍ତ ପରିଡ଼ା…

ସ୍ବଦେଶୀ ବାର୍ତ୍ତା ଦେଉଛି ଖଦି ମହୋତ୍ସବ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଖଦୀ ଏକ ବସ୍ତ୍ର ନୁହେଁ, ବିଚାର। ଖଦୀ କହିଲେ ଆମେ ସେହି ପୁରୁଣା କିଛି ବସ୍ତ୍ରକୁ ଭାବିନେଉ। କିନ୍ତୁ ଖଦିରେ ବି ସ୍ବଦେଶୀ ସହ ଫ୍ୟାଶନର ମିଶ୍ରଣ ଦେଖିବାକୁ ମିଳିଲାଣି। ସ୍ବଦେଶୀର ଆଦର ସବୁବେଳେ ରହି ଆସିଛି। ସେ ବସ୍ତ୍ର…

ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପୁଣି ବନ୍ଦ

ପୁରୁଣା ଭୁବନେଶ୍ୱର,୨୬।୨(ଡି.ଏନ୍‌.ଏ.): ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଶନିବାର ଥିବାବେଳେ ପୂର୍ବ ବର୍ଷ ଭଳି ବନ୍ଦ ହୋଇଛି। ମଲ୍ଲିଆ ସେବାୟତ ପାଳି କରିବାକୁ ନ ଆସିବାରୁ ଅସ୍ବାଭାବିକ ପରିସ୍ଥିତି ଉପୁଜିଛି। ପ୍ରାତଃରୁ କପିଳେଶ୍ୱର ମନ୍ଦିର କବାଟ…

ବଢ଼ୁଛି ନକଲି ହାତୀଦାନ୍ତ ବେପାର

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟରେ ହାତୀ-ମଣିଷ ଦ୍ୱନ୍ଦ୍ୱ ଦିନକୁ ଦିନ ବଢ଼ିବାରେ ଲାଗିଛ। ହାତୀ ଯୋଗୁ ମଣିଷ ଜୀବନ ନଷ୍ଟ ହେଲେ କ୍ଷତିପୂରଣ ସରକାର ଦେଉଛନ୍ତି। ହେଲେ ମଣିଷ ଦ୍ବାରା ହାତୀର ମୃତ୍ୟୁ ହେଲେ କେହି ଉତ୍ତରଦାୟୀ ହେଉନାହାନ୍ତି। ହାତୀ ଶିକାର ଓ…

ପାଣିରେ ପଡ଼ିଛି ଅର୍ଥ ନିଗମର ୭୧୯୨ କୋଟି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅର୍ଥ ନିଗମର ୭୧୯୨ କୋଟି ଟଙ୍କା ପାଣିରେ ପଡ଼ିଛି। ଋଣ ନେଇଥିବା ସଂସ୍ଥା ଓ ବ୍ୟକ୍ତିଙ୍କଠାରୁ ସେହି ଟଙ୍କା ଦୀର୍ଘବର୍ଷ ହେବ ଆଦାୟ ହୋଇପାରୁ ନାହିଁ। ନିଗମ ପକ୍ଷରୁ ବାରମ୍ବାର ନୋଟିସ ପଠାଗଲେ ମଧ୍ୟ ତାହାର କୌଣସି…

୬ ହଜାର କୋଟିର ୮ ବୃହତ୍‌ ଶିଳ୍ପ ଅଚଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ୨୦୦୪ରୁ ୨୦୦୯ ମଧ୍ୟରେ ଅନୁମୋଦନ ପାଇଥିବା ୮ଟି ବୃହତ୍‌ ଥର୍ମାଲ ଓ ଇସ୍ପାତ୍‌ ଶିଳ୍ପ ସଂସ୍ଥା ଅଚଳ ହୋଇଯାଇଛି। ସେଥିରୁ ୭ଟି ଇସ୍ପାତ୍‌ ଶିଳ୍ପ ହୋଇଥିବା ବେଳେ ଗୋଟିଏ ଥର୍ମାଲ ପାଓ୍ବାର ବନ୍ଦ ହୋଇଯାଇଛି। ସେହି ଶିଳ୍ପସଂସ୍ଥାଗୁଡ଼ିକ ହେଲା…

‘ଦେଶର ଗର୍ବ ମ୍ୟୁଜିୟମ ଅଫ୍‌ ଜଷ୍ଟିସ’

କଟକ ଅଫିସ,୨୬।୨: କଟକ ବାରବାଟୀ ଦୁର୍ଗ ପରିସରରେ ମ୍ୟୁଜିୟମ ଅଫ୍‌ ଜଷ୍ଟିସ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରି କହିଥିଲେ, ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌ ଦେଶର ଗର୍ବ। ଏଥିସହ ସେ ନାଗରିକର ଅଧିକାର ଅକ୍ଷୁଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?