ମେଟ୍ରୋ

ପୋଲିସ-ସାଲିଆସାହି ବାସିନ୍ଦା ମୁହଁାମୁହିଁ, ଉତ୍ତେଜନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାସ୍ତା ସମ୍ପ୍ରସାରଣ ପାଇଁ ବସ୍ତି ଉଚ୍ଛେଦକୁ ବିରୋଧ କରି ସାଲିଆସାହିରେ ଶୁକ୍ରବାରଠାରୁ ଉତ୍ତେଜନା ଲାଗି ରହିଛି। ସକାଳେ ବିଡିଏ ଓ ବିଏମ୍‌ସିର ମିଳିତ ଟିମ୍‌ ୧୧ ପ୍ଲାଟୁନ ପୋଲିସ ଫୋର୍ସ ଓ ଜେସିବି ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ଏହା ଜାଣିବା…

ଅଗ୍ନିବୀରବାୟୁ ପରୀକ୍ଷା ଲାଗି ପଞ୍ଜୀକରଣ ଜାରି

ଭୁବନେଶ୍ବର, ୧୯ା୧୧(ବ୍ୟୁରୋ): ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନ୍‌ଲାଇନ ପରୀକ୍ଷା ଆସନ୍ତା ୨୦୨୩ ଜାନୁଆରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନରେ ପଞ୍ଜୀକରଣକୁ ଅନିବାର୍ଯ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଏହି ପରୀକ୍ଷାରେ ମହିଳା ପ୍ରାର୍ଥୀମାନେ…

କମ୍ୟୁନିଟି ରେଡିଓ ମାଧ୍ୟମରେ ସଚେତନତା

କ୍ଲାଇମେଟ୍‌ ଚେଞ୍ଜ:ଦି ପାୱାର ଅଫ୍‌ ୟୁଥ୍‌ ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ…

ସକାଳ ୯ରୁ ଅପରାହ୍ନ ୫ଟା ଓପିଡି ସେବା

ଭୁବନେଶ୍ବର, ୧୯ା୧୧(ବ୍ୟୁରୋ): ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଭୁବନେଶ୍ବରରେ କ୍ୟାପିଟାଲ ହସ୍ପିଟାଲ ଏବଂ ପିଜି ପାଠ୍ୟକ୍ରମ ପାଇଁ ପିଜିଆଇଏମଇଆର ପ୍ରତିଷ୍ଠା କରିଛନ୍ତି। ୨୦୨୨-୨୩ ବର୍ଷ ପାଇଁ ବର୍ତ୍ତମାନ ସୁଦ୍ଧା…

ଶିଶୁଙ୍କ ପାଇଁ ‘ପ୍ରାରମ୍ଭ’

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଶିଶୁମାନଙ୍କ ସୁରକ୍ଷା, ବଞ୍ଚିବା, ସ୍ବାସ୍ଥ୍ୟ, ଶିକ୍ଷା, ଅଧିକାର ଓ ବିକାଶକୁ ସୁନିଶ୍ଚିତ କରିବାକୁ ସରକାର ରାଜ୍ୟ ଶିଶୁ ନୀତି ‘ପ୍ରାରମ୍ଭ’ ପ୍ରଣୟନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଏକ…

ପଦୋନ୍ନତି ପାଇଁ ଜାରି ବିଜ୍ଞପ୍ତିରେ ଲାଗିଲା ରହିତାଦେଶ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ପାଇଁ ଏକ ବିଜ୍ଞପ୍ତି ଜାରି ହୋଇଥିଲା। ଓଡ଼ିଶା ହାଇକୋର୍ଟ ଏହା ଉପରେ ରହିତାଦେଶ ଲଗାଇଛନ୍ତି। ପରବର୍ତ୍ତୀ ଶୁଣାଣି ଯାଏ ଓପିଏସ୍‌ସି କିଛି କାର୍ଯ୍ୟାନୁଷ୍ଠାନ ନ ନେବାକୁ କୋର୍ଟ ନିର୍ଦ୍ଦେଶ…

ସାପ କାମୁଡା ଜନିତ ମୃତ୍ୟୁ: ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର,୧୮।୧୧: ସାପ କାମୁଡା ଜନିତ ମୃତ୍ୟକୁ ନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତିି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଏଆଇଆଇଏମ୍‌ଏସ୍‌ ନିର୍ଦ୍ଦେଶକ, ଏସ୍‌ସିବି ପ୍ରତିନିଧି, ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ବୈଜ୍ଞାନିକ, ବିଶ୍ବବ୍ୟାଙ୍କ ପ୍ରତିନିଧି, ସ୍ନେକ…

ଷ୍ଟାର୍ଟଅପ୍‌ ପ୍ରମୁଖ ଭୂମିକା ଗ୍ରହଣ କରିବ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌:ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ…

ଆର୍‌. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଆର୍‌.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ…

ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ, ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଆ ସଙ୍ଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଥିଲେ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି। ସାହିତ୍ୟ କ୍ଷେତ୍ରକୁ ମଧ୍ୟ ତାଙ୍କ ଅବଦାନ ଅତୁଳନୀୟ। ସ୍ବର୍ଗତ ମହାନ୍ତିଙ୍କ ୨୦ତମ ଶ୍ରାଦ୍ଧବାର୍ଷିକ ଅବସରରେ ଅନୁଷ୍ଠାନ ସଂସ୍କୃତି ଓ ସଂସ୍କୃତି, ଓଡ଼ିଶା ସିନେକ୍ରିଏଟିକ୍‌ ଆଶୋସିଏଶନ୍‌ ଏବଂ…

ମନ୍ତ୍ରୀଙ୍କ ପିଏ କହି ୧.୫ ଲକ୍ଷ ଠକେଇ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଇବର ଠକମାନେ ନୂଆ ନୂଆ ତରିକା ଆପଣାଇ ଲୋକଙ୍କୁ ଠକିବାରେ ଲାଗିଛନ୍ତି। ଏଭଳି ଜଣେ ସାଇବର ଠକ ନିଜକୁ ବଡ଼ ମନ୍ତ୍ରୀଙ୍କ ପିଏ କହି ଜଣେ ବ୍ୟବସାୟୀଙ୍କ ସମେତ ୩ ଜଣଙ୍କଠାରୁ ପ୍ରାୟ ଦେଢ ଲକ୍ଷରୁ ଅଧିକ ଟଙ୍କା ଠକି…

ରାୟ ସଂରକ୍ଷିତ, ଏନ୍‌ଏଚ୍‌ଆଇକୁ ଇଡିର ରିପୋର୍ଟ ତଲବ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକ୍‌ମେଲ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଅର୍ଚ୍ଚନା ନାଗଙ୍କ ୩ୟଥର ଜାମିନ ଆବେଦନର ଶୁଣାଣି ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ସଂରକ୍ଷିତ ରହିଛି। ଗୁରୁବାର ମାମଲାର ଶୁଣାଣିବେଳେ ଆଇନଜୀବୀ ଦେବାଶିଷ ମହାପାତ୍ର ଯୁକ୍ତି ରଖିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri