ମେଟ୍ରୋ

ମୁକ୍ତା ଯୋଜନାକୁ ଅଧିକ ଗତିଶୀଳ ପାଇଁ ପ୍ରୟାସ

ଭୁବନେଶ୍ୱର, ୨୪।୨ (ବ୍ୟୁରୋ):ରାଜ୍ୟରେ ମୁକ୍ତା ଯୋଜନାକୁ ଅଧିକ ଗତିଶୀଳ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିନିମନ୍ତେ ନଗର ଉନ୍ନୟନ ବିଭାଗ ଓ ସହରାଞ୍ଚଳ ପରିଚାଳନା ସଂସ୍ଥା ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହେଇଛି। ନଗରଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥି…

ଗ୍ରାହକଙ୍କଠାରୁ ଆଦାୟ ୨୧ ଲକ୍ଷ ଟଙ୍କା ଚଳୁ: କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜର ବିହାରରୁ ଗିରଫ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗ୍ରାହକଙ୍କଠାରୁ ବାକି ଥିବା ପ୍ରାୟ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରି ଅଫିସ୍‌ ଆକାଉଣ୍ଟରେ ଡିପୋଜିଟ୍‌ ନ କରି ହଡ଼ପ କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଏକ କମ୍ପାନୀର ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ବିହାରସ୍ଥିତ ପଟେଲନଗର ଥାନା ଅଞ୍ଚଳରୁ…

୨ ବର୍ଷରେ ୫୦ରୁ ଅଧିକ ଠକ ଗିରଫ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଶିକ୍ଷିତ ବେକାରି ସଂଖ୍ୟା ବଢ଼ି ଚାଲିଛି। କଟକ, ଭୁବନେଶ୍ୱର ଭଳି ସହରକୁ ଆସି ଚାକିରି ସନ୍ଧାନରେ ବର୍ଷ ବର୍ଷ ବିତୁଛି। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଖୁବ୍‌ କମ୍‌ ଯୁବତୀଯୁବକ ଚାକିରି ପାଉଥିବାବେଳେ ଅଧିକାଂଶ ହତାଶ…

କୋଟିଆ ବିଷୟରେ ତଥ୍ୟ ନାହିଁ: ପ୍ରମିଳା

ଭୁବନେଶ୍ୱର,୨୪ା୨(ବ୍ୟୁରୋ):କୋରାପୁଟ ଜିଲା କୋଟିଆରେ ଆନ୍ଧ୍ର ସରକାର ଭତ୍ତା ଓ ରାଶନକାର୍ଡ ବାଣ୍ଟିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ଏଭଳିସ୍ଥଳେ ଏହାକୁ ନେଇ ବିରୋଧୀ ମଧ୍ୟ ବିଧାନସଭାରେ ହୋହଲ୍ଲା କରୁଛନ୍ତି। ତେବେ ଏ ନେଇ ରାଜସ୍ବ ମନ୍ତ୍ରୀ କିମ୍ବା ଜିଲା…

ଗୋପିକା ବର୍ମା ପାଇବେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର, ୨୪।୨ (ବ୍ୟୁରୋ):ଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ, ରାଜ୍ୟ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ମାର୍ଚ୍ଚ ୧୭ରୁ ରବୀନ୍ଦ୍ର ମଣ୍ଡପଠାରେ ‘ଗୁରୁ ପଙ୍କଜ ଉତ୍ସବ ଓ ମାହାରୀ ସମ୍ମାନ ପ୍ରଦାନ…

କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ୱ ଦିଆଯିବା ପରେ କାହାଣୀ ରଚନା କରାଯାଉଛି : ଜୟନାରାୟଣ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…

ଲୋକଙ୍କ ସହଯୋଗରେ ବିକାଶ ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ ସରକାର ଉପରେ ଓଡ଼ିଶାବାସୀ ଲଗାତର ଭରସା କରିଛନ୍ତି। ୨୦୦୦ରେ ଶାସନ ଭାର ନେବା ବେଳକୁ…

କୋଟିଆ ବିଷୟରେ ତଥ୍ୟ ନାହିଁ: ପ୍ରମିଳା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋରାପୁଟ ଜିଲା କୋଟିଆରେ ଆନ୍ଧ୍ର ସରକାର ଭତ୍ତା ଓ ରାଶନକାର୍ଡ ବାଣ୍ଟିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ଏଭଳିସ୍ଥଳେ ଏହାକୁ ନେଇ ବିରୋଧୀ ମଧ୍ୟ ବିଧାନସଭାରେ ହୋହଲ୍ଲା କରୁଛନ୍ତି। ତେବେ ଏ ନେଇ ରାଜସ୍ବ ମନ୍ତ୍ରୀ କିମ୍ବା…

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା…

ଦ୍ରୁତ ଅଭିବୃଦ୍ଧିରେ ଓଡ଼ିଶା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): କୋଭିଡ୍‌ ମହାମାରୀ ପରେ ରାଜ୍ୟର ଅଭିବୃଦ୍ଧି ହାର ବଢୁଛି। ଓଡ଼ିଶା ଏବେ ଦେଶର ସବୁଠୁ ଦ୍ରୁତ ଗତିରେ ଅଭିବୃଦ୍ଧି କରୁଥିବା ରାଜ୍ୟରେ ପରିଣତ ହୋଇଛି। ରାଜ୍ୟର ଆର୍ଥିକ ଶୃଙ୍ଖଳା ଓଡ଼ିଶାର ଅର୍ଥନୀତିକୁ ଦୃଢ଼ ସ୍ଥିତିରେ ରଖିଛି। ଜାତୀୟ ହାର ତୁଳନାରେ…

ଶୁକ୍ରବାର ନବୀନ ସରକାରଙ୍କ ପଞ୍ଚମପାଳିର ଅନ୍ତିମ ବଜେଟ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଉପସ୍ଥାପନ ହେବ। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ। ଓଡ଼ିଶା ସରକାର…

ସ୍କ୍ରାପ ହେବ ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡ଼ି

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ୨୦ଲକ୍ଷ ୩୯ ହଜାର ୫୦୦ ଗାଡ଼ି ସ୍କ୍ରାପ ହେବ। ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡି ଥିବା ଏବଂ ଗାଡିଗୁଡିକରେ ଫିଟ୍‌ନେସ ନ ଥିବ, ସେହି ଗାଡ଼ିଗୁଡିକୁ ସ୍କ୍ରାପ କରାଯିବ ବୋଲି ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?