ମେଟ୍ରୋ

କୁକୁର ପାଇଁ ମାଲିକ, ପଶୁପ୍ରେମୀ, କଲୋନିବାସୀ ମୁହାଁମୁହିଁ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ତପସ୍ବିନୀ କଲୋନୀରେ ଜଣେ ନାବାଳକଙ୍କୁ ଏକ ପୋଷା କୁକୁର କାମୁଡିବା ଘଟଣାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। କୁକୁରଟିକୁ କଲୋନୀରୁ ବାହାର କରିବା ପାଇଁ ବାସିନ୍ଦା ଅଡି ବସିଥିବାବେଳେ ମାଲିକ କିନ୍ତୁ ଛାଡିବାକୁ ନାରାଜ। ଫଳରେ…

ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଭାରତର ପୂର୍ବତନ ରାଷ୍ଟ୍ରଦୂତ ତଥା ବିଶିଷ୍ଟ କୂଟନୀତିଜ୍ଞ ଅବସର ବେଉରିଆଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବୁଧବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବୁଧବାର ରାତିରେ ସେ…

ଫସଲ ବୀମାକୁ ନେଇ ଟଣାଓଟରା

ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୃତ ଆଲୋଚନା କରିବା ସହ ଏ ସଂକ୍ରାନ୍ତୀୟ ଏକ ଚିଠି ପ୍ରଦାନ…

ଭରସା ପାଉନି, ଜୀବନ ହାରୁଛନ୍ତି

ଭୁବନେଶ୍ୱର (ବ୍ୟୁରୋ)/ବ୍ରହ୍ମପୁର ଅଫିସ,୧୭ା୧୧:ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ପୋଲିସ ବିଭାଗରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଅନେକ ସଂସ୍କାର ଆଣୁଛନ୍ତି। ଏପରି କି ପୋଲିସ ବ୍ୟବସ୍ଥାକୁ ଅଧିକ ସ୍ବଚ୍ଛ ଏବଂ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ…

କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ଗିରଫ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ମୟୂରଭଞ୍ଜ ଜିଲା ଉଦଳା ସବ୍‌-ଡିଭିଜନ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କୁ ବୁଧବାର ଭିଜିଲାନ୍ସ ଗିରଫ କରିଛି। ଚଢ଼ାଉ ଓ ଯାଞ୍ଚରୁ ତାଙ୍କ ସହ ପରିବାର ସଦସ୍ୟଙ୍କ ନାଁରେ ୬ କୋଟି ଟଙ୍କାର…

ପଦ୍ମପୁରକୁ ମିଳିବ ଜିଲା ମାନ୍ୟତା

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ପଦ୍ମପୁରକୁ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଜିଲା ମାନ୍ୟତା ଦିଆଯିବ। ପଦ୍ମପୁର ଉପନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି।…

ବହି ଲେଖି ପରିବେଶକୁ ଦାନ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ : ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’।…

ରାଜ୍ୟରେ ପାରଦ ତଳମୁହାଁ: ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୦…

ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବୁଧବାର ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ପାଠପଢ଼ାରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରସ୍ଥିତ ୟୁନିଟ୍‌ ୯ ସୁରଭିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି…

ଘରୁ ଆରମ୍ଭ ହେଉ ପରିବେଶ ସୁରକ୍ଷା

କ୍ଲାଇମେଟ୍‌ ଚେଞ୍ଜ:ଦି ପାୱାର ଅଫ୍‌ ୟୁଥ୍‌ ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ…

ମରୁଡ଼ି ସହାୟତା ଘୋଷଣା ପ୍ରଚାର ସର୍ବସ୍ବ: ଜୟନାରାୟଣ

ଭୁବନେଶ୍ବର,୧୬ା୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସମୟରେ ମଙ୍ଗଳବାର ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ସବ୍‌ସିଡି ଘୋଷଣା କରିଛନ୍ତି, ଏହା ପ୍ରଚାର ସର୍ବସ୍ବ। ସରକାରଙ୍କ ଦିନରେ ଲଣ୍ଠନ ଦେଖାଇବା ସଦୃଶ ବୋଲି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର କହିଛନ୍ତି।…

ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପାଇ ନ ଥିବା ବୀମା ରାଶିକୁ ନେଇ ଉଭୟ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri