ମେଟ୍ରୋ

ଚାକିରି କରାଇଦେବା ନାଁରେ ଠକେଇ ମାମଲା: ହାଇକୋର୍ଟରେ ବର୍ଷାଙ୍କୁ ଆଶ୍ୱସ୍ତି

କଟକ ଅଫିସ,୨୧ା୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମରେ ଭୁବନେଶ୍ୱର ଶହୀଦନଗର ଓ ଚନ୍ଦ୍ରଶେଖରପୁର ଥାନାରେ ହୋଇଥିବା ଦୁଇଟି ମାମଲାରେ କୌଣସି ସତ୍ୟତା ନାହିଁ। ଭୁବନେଶ୍ବର ଡିସିପି ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇବା ପରେ ଉଭୟ ମାମଲାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି କୋର୍ଟ। ଦୁଇଟିଯାକ…

ଦୀପାଳିଙ୍କ ବୟାନ ପ୍ରାୟୋଜିତ, ଆମେ ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି କରୁନାହୁଁ: ଭାଜପା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗୋଟିଏ ପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏନେଇ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା ଚର୍ଚ୍ଚାକୁ ଆସିଛି। ବାପାଙ୍କ ମୃତ୍ୟୁକୁ ନେଇ କୌଣସି ରାଜନୀତି କରା ନ ଯାଉ ବୋଲି ସେ…

ନବ ଦାସ ହତ୍ୟା ମାମଲା: ୫-ଟି ସଚିବ, ବବି ଦାସ ସମ୍ପୃକ୍ତ ଥିବା ଅଭିଯୋଗ ଆଣିଲେ ଜୟନାରାୟଣ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଥିବା ବେଳେ ଗୃହରେ ବିରୋଧୀ ଦଳ ପକ୍ଷରୁ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଆଦି ଅଭିଯୋଗ କରି ପ୍ରତିବାଦ କରିଥିଲା କଂଗ୍ରେସ। ଏହି ସମୟରେ…

‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା ଦେଇ କହିଛନ୍ତି, ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍‌ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ…

କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ। ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାବର୍ଷ ଯାଜପୁର ଓ କନ୍ଧମାଳ ଜିଲାରେ ମେଡିକାଲ କଲେଜ ହେବ। ତେବେ ଆଗକୁ…

ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ, ବୁଧବାର ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମଙ୍ଗଳବାର ଆରମ୍ଭ ହୋଇଛି ବଜେଟ ଅଧିବେଶନ। ଏହି ସମୟରେ ବିଧାନସଭାରେ ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ସେହିପରି ବିରୋଧିଦଳ ନେତା ଏବଂ…

ଆରମ୍ଭ ହେଲା ବଜେଟ ଅଧିବେଶନ, ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମଙ୍ଗଳବାର ଆରମ୍ଭ ହୋଇଛି ବଜେଟ ଅଧିବେଶନ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ଅଭିଭାଷଣ ରଖିଛନ୍ତି। ତେବେ ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କଂଗ୍ରେସ ସଦସ୍ୟ ପୋଡିୟମ ତଳେ ଛିଡା ହୋଇ ପ୍ରତିବାଦ କରିଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ…

ମନ୍ତ୍ରୀ ନବ ଦାସଙ୍କୁ କିଭଳି ଗୁଳି କରିଥିଲା ଗୋପାଳ, ଆସିଲା ଫଟୋ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଏବେ ଚୌଦାର ଜେଲରେ ଅଛନ୍ତି। ତେବେ ଘଟଣାକୁ ନେଇ ବିଭିନ୍ନ ଦିଗରୁ ତଦନ୍ତ ଚାଲିଥିବା ବେଳେ ଗୋପାଳ ନବ ଦାସଙ୍କୁ କିଭଳି ମାରିଥିଲା,ତାହାର ଏକ ଫଟୋ ସାମ୍ନାକୁ…

ହୋହଲ୍ଲାରେ ୬୯୦ କୋଟିର ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଏମ୍‌ସିର ନୂତନ କାର୍ଯ୍ୟାଳୟ ବିଏମ୍‌ସି ଆଇସିଓଏମ୍‌ସି ଟାଓ୍ବାରରେ ସୋମବାର କର୍ପୋରେଶନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୩-୨୪ ପାଇଁ ଚିଠା ବଜେଟ୍‌ ମଞ୍ଜୁର ହେବାକୁ ନିର୍ଦ୍ଧାରିତ ହୋଇଥିବାରୁ ଏହା ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ମାତ୍ର ବୈଠକ ଆରମ୍ଭରୁ ଉଭୟ…

ସ୍ଥାୟୀ ନିଯୁକ୍ତି ଦିଅନ୍ତୁ ରାଜ୍ୟ ସରକାର

ଭୁବନେଶ୍ୱର,୨୧।୨(ବ୍ୟୁରୋ):୧୦ଦଫା ଦାବି ନେଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ସହବନ୍ଧିତ ଅଲ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଲେଭଲ୍‌ ଫେଡେରେଶନ(ଜିପିଏଲ୍‌ଏଫ୍‌) ମିଶନଶକ୍ତି କର୍ମୀ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମହାସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ଓଡିଶା ଲାଇଭ୍‌ଲି…

ଗୀତାଞ୍ଜଳି ଶ୍ରୀ, ରମେଶ ପାଣିଗ୍ରାହୀ ପାଇବେ ‘କଳିଙ୍ଗ ସାହିତ୍ୟ ପୁରସ୍କାର’

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଶିଷ୍ଟ ହିନ୍ଦୀ ଔପନ୍ୟାସିକା ଗୀତାଞ୍ଜଳି ଶ୍ରୀ ଓ ବିଶିଷ୍ଟ ଶିକ୍ଷାବିତ୍‌, ଲେଖକ, ସଂଳାପକାର, କଳା ବିଶ୍ଳେଷକ ତଥା ଥିଏଟର ନିଦ୍ଦେର୍ର୍ଶକ ଡ. ରମେଶ ପ୍ରସାଦ ପାଣିଗ୍ରାହୀଙ୍କୁ ୨୦୨୩ ବର୍ଷ ପାଇଁ ସମ୍ମାନଜନକ ‘କଳିଙ୍ଗ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ସେହିଭଳି…

ବାଲେଶ୍ୱରରେ ହେବ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ

ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ଖୁବଶୀଘ୍ର ନିର୍ମାଣ ହେବାକୁ ଯାଉଛି ବୋଲି କେନ୍ଦ୍ର ଶ୍ରମ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?