ମେଟ୍ରୋ

ଆରମ୍ଭ ହେଲା ଆଦିବାସୀ ମେଳା

ଭୁବନେଶ୍ୱର, ୨୧ା୨(ବ୍ୟୁରୋ):ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୋମବାରଠାରୁ ଆଦିବାସୀ ମେଳା ଆରମ୍ଭ ହୋଇଛି। ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଏହି ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବକୁ ମୁଖ୍ୟମନ୍ତ୍ରୀ…

ଶିଶୁଙ୍କ ଲାଗି ‘ଯାଦୁଇ ପିଟାରା’ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୧ା୨(ବ୍ୟୁରୋ):ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢ଼ିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ ୨ ପିଟାରାର ଉନ୍ମୋଚନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର…

ଅଧ୍ୟାପକଙ୍କ ଯୁକ୍ତ୨, ଯୁକ୍ତ୩ ପରୀକ୍ଷା ବର୍ଜନ ଚେତାବନୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ…

ନବ ଦାସ ପ୍ରସଙ୍ଗ ବିରୋଧୀଙ୍କ ଅସ୍ତ୍ର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ…

୧୩ରେ ରାଜଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ମାର୍ଚ୍ଚ ୧୩ ତାରିଖରେ କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯିବ। ଓଡ଼ିଶାର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ତଦନ୍ତ ବାଟବଣା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରସଙ୍ଗକୁ କେନ୍ଦ୍ରକରି ଏହି ଅନ୍ଦୋଳନ ହେବ ।…

ଗୋପାଳଙ୍କୁ ସିସିଟିଭି ନଜରରେ ରଖିବା ପାଇଁ କୋର୍ଟରେ ଆବେଦନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଗିରଫ ହୋଇଥିବା ଗୋପାଳ ଦାସ ଏବଂ ତାଙ୍କ ପରିବାରକୁ ସୁରକ୍ଷା ଦେବାକୁ ଆଇନଜୀବୀ ସୁମନ୍ତ କୁମାର ସ୍ବାଇଁ କୋର୍ଟରେ ଆବେଦନ କରିଥିବା ଜଣାପଡିଛି। ଏଥିସହ ଗୋପାଳଙ୍କୁ ୨୪ ଘଣ୍ଟିଆ ସିସିଟିଭି ନଜରରେ ରଖିବା…

ଶେଷ ହେଲା ସର୍ବଦଳୀୟ ବୈଠକ, ମଙ୍ଗଳବାର ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଏହାପୂର୍ବରୁ ସୋମବାର ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ତେବେ ବଜେଟ ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେନେଇ ବୈଠକରେ ବିସ୍ତୁତ ଭାବରେ ଆଲୋଚନା ହୋଇଛି। ବୈଠକରେ ଅର୍ଥମନ୍ତ୍ରୀ ନିରଞ୍ଜନ…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ହେଲେ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁଙ୍କୁ ୩ ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ…

ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲଙ୍କ ସହ ପୋଲିସ କମିଶନର, ଭୁବନେଶ୍ୱର ଡିସିପି, ଗୁଇନ୍ଦା ବିଭାଗ ଓ ଆଇନଶୃଙ୍ଖଳାର ବରିଷ୍ଠ ଅଧିକାରୀ…

ଅପହରଣ ମାମଲାରେ ନାବାଳିକା ସହ ୪ ଯୁବକଙ୍କୁ ନେଲା ପଶ୍ଚିମବଙ୍ଗ ପୋଲିସ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ରସୁଲଗଡ଼ ଅଞ୍ଚଳରେ ଥିବା ଏକ ନମ୍ବର ବିହୀନ କାର୍‌ରୁ ଜଣେ ନାବାଳିକାଙ୍କ ସହ ୪ ଯୁବକଙ୍କୁ ଶନିବାର ମଞ୍ଚେଶ୍ୱର ଥାନା ପୋଲିସ ଧରିଥିଲା। ସେମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବାବେଳେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ରାଜଧାନୀରେ ହାତୀଦାନ୍ତ ର଼୍ୟାକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍‌ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ…

ନିର୍ବାଚନ ବେଳର ପ୍ରତିଶ୍ରୁତିକୁ ନେଇ ଜୋର୍‌ ଧରିଲା ବିଜେଡି-ଭାଜପା ରାଜନୀତି

ଭୁବନେଶ୍ବର,୨୦ା୨(ବ୍ୟୁରୋ): ପଦ୍ମପୁରକୁ ଜିଲା କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଏବେ ବି ଘୋଷଣାରେ ସୀମିତ। ଜିଲା ଘୋଷଣା କରିବାର ନିର୍ଦ୍ଧାରିତ ତାରିଖ ନ କହିବା ପଦ୍ମପୁରବାସୀଙ୍କ ପାଇଁ ପ୍ରତାରଣା ସଦୃଶ ନୁହେଁ କି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?