ମେଟ୍ରୋ

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ ମିଳିଛି ନୂଆ ସୁରାକ। ଶୁକ୍ରବାର ପଶ୍ଚିମବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌ ହୋଟେଲରୁ ୩ଜଣଙ୍କୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ ଘଟଣା ସାମ୍ନାକୁ ଆସିଛି। ସ୍କୁଲର ପାଇଖାନା ବ୍ୟବହାର କରିବା ଯୋଗୁ ଜଣେ ଦିବ୍ୟାଙ୍ଗ…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ନିବେଶକମାନଙ୍କୁ ସହଭାଗୀ ହେବା…

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ ସୁସ୍ଥ ଥିବା ସେ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଉଦ୍ଧାର ଓରାଙ୍ଗଉଟାନଙ୍କୁ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍‌ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ ସଦସ୍ୟ ସତ୍ୟବ୍ରତ ସାହୁଙ୍କ ହସ୍ତକ୍ଷେପ ଫଳରେ ବିକଶିତ କଳିଙ୍ଗ ନଗର କେ-୭ ପ୍ଲଟେଡ୍‌…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌ ରୁଟ୍‌ରେ ବିମାନ ଉଡ଼ିବ। ସପ୍ତାହକୁ ଦୁଇଥର ଏହି ବିମାନ ସେବା ଉପଲବ୍ଧ ହେବ।…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ…

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ ସମ୍ପର୍କକୁ ସୁଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?