ମେଟ୍ରୋ

୨୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବିଧାନସଭା ବଜେଟ୍‌ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ସର୍ବଦଳୀୟ ବୈଠକ ବସିବ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବଜେଟ୍‌ ଅଧିବେଶନକୁ ସୁଚାରରୂପେ ଶେଷ କରିବା…

ଅସହିଷ୍ଣୁତାର ସମାଜ ଗଢ଼ୁଛେ

ବ୍ରିଟେନ୍‌ ଟିଭି ଚ୍ୟାନେଲ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି) ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ଗତ ମାସ ୧୭ତାରିଖରେ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍‌’ ନାମରେ ଏକ ଡକ୍ୟୁମେଣ୍ଟାରି ପ୍ରସାରଣ କରିଥିଲା। ପରେ…

ଫିକା ପଡ଼ିଲା ପ୍ରେମ ଦିବସ

ଭୁବନେଶ୍ୱର, ୧୫ା୨ (ବ୍ୟୁରୋ): ସମୟ ଗଡ଼ିବା ସହ ବଦଳୁଛି ପ୍ରେମର ପରିଭାଷା। ବଦଳିଛି ପ୍ରେମର ସଂଜ୍ଞା, ଆଉ ପ୍ରେମର ଧାରା। ଫଳସୂରୂପ ମଙ୍ଗଳବାର ପ୍ରେମ ସପ୍ତାହର ନିଆରା ଦିନ ଭାଲେନଣ୍ଟାଇନ୍‌ ଡେ’ ମଧ୍ୟ ରାଜଧାନୀରେ ଫିକା ପଡିଯାଇଛି। ଭୁବନେଶ୍ୱରର ପାର୍କ, ମଲ୍‌,…

୨ ଗିରଫ, ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଖଡୱାଲି ମନ୍ଦିର ନିକଟ ବିଡିଏ ପାର୍କ ସାମ୍ନାରେ ସ୍କୁଲ ବସ୍‌କୁ ଭଙ୍ଗାରୁଜା କରି ଡ୍ରାଇଭରଙ୍କୁ ଆକ୍ରମଣ କରିବା ସହ ପିଲାଙ୍କୁ ଭୟଭିତ କରିବା ଘଟଣାରେ ସମ୍ପୃକ୍ତ୨ଯୁବକଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ସ୍ଥାନୀୟ…

ମଶାରି ଟାଙ୍ଗି ଧାରଣା

ପୁରୁଣା ଭୁବନେଶ୍ୱର,୧୫ା୨(ଡି.ଏନ୍‌.ଏ.): ଭୁବନେଶ୍ୱର ମହାନଗର ନିଗମ ଓ୍ବାର୍ଡ ନଂ.୫୯ ଅନ୍ତର୍ଗତ କଣ୍ଡରା ପୋଖରୀର ପୁନରୁଦ୍ଧାର ପାଇଁ ବିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଏକାମ୍ର ଜନଜାଗରଣ ମଞ୍ଚ ପକ୍ଷରୁ ଚାଲିଥିବା ଅହୋରାତ୍ର ଧାରଣା ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଜଳାଶୟଟି ପ୍ରାୟ ୫ଏକର…

କଠିନ ବର୍ଜ୍ୟରେ ଭର୍ତ୍ତି ଦୟା ଓ୍ବେଷ୍ଟ କେନାଲ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବଡ଼ଗଡ଼ରୁ ପଳାଶୁଣୀ ପର୍ଯ୍ୟନ୍ତ ଲମ୍ବିଥିତ୍ବା ଦୟା ଓ୍ବେଷ୍ଟ କେନାଲ ଦିନେ ଭୁବନେଶ୍ୱରବାସୀଙ୍କ ଦୈନନ୍ଦିନ କାର୍ଯ୍ୟରେ ଲାଗୁଥିବାବେଳେ ବର୍ତ୍ତମାନ ଏହା ନାଳରେ ପରିଣତ ହୋଇଛି। ଏଥିରେ କେବଳ ଯେ ମଇଳା ତଥା ଆବର୍ଜନାଯୁକ୍ତ ପାଣି ପ୍ରବାହିତ ହେଉଛି ତାହା ନୁହେଁ, କଠିନ…

ଆଜିଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର…

ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। କଳାହାଣ୍ଡି, ତାଳଚେର, ଯାଜପୁର…

ଲକ୍ଷ୍ୟ ହାସଲ ପାଇଁ ପ୍ରତିଯୋଗିତା କର

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ସମସ୍ତ ବିକାଶମୂଳକ କାର୍ଯ୍ୟ ଯଥାସମ୍ଭବ କମ୍‌ ସମୟରେ କାର୍ଯ୍ୟକାରୀ କରିବା ସହିତ ଜନକଲ୍ୟାଣ ଯୋଜନାର ଲାଭ ପ୍ରତ୍ୟେକ ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଦରକାର। ଏହି ଲକ୍ଷ୍ୟ ହାସଲ ସହିତ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସକାଶେ…

ବୁଧବାରଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଆରମ୍ଭ, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ…

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ ଗୌତମ…

ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?