ପିଚୁ କଲେ, ଖୋଳିଦେଲେ
ଭୁବନେଶ୍ୱର,୨୩।୧(ବ୍ୟୁରୋ):ରବି ଟକିଜ୍ରୁ ଭାସ୍କରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଦୀର୍ଘଦିନ ଧରି ଅସଜଡ଼ା ହୋଇ ପଡ଼ିରହିଥିଲା। ବର୍ଷ ବର୍ଷ ଧରି ଖାଲଖମା, ଧୂଳି ଭିତରେ ଲୋକେ ଯିବା ଆସିବା କରୁଥିଲେ ମଧ୍ୟ ପ୍ରଶାସନ ନିଦାବିଷ୍ଣୁ ସାଜିଥିଲା। ହେଲେ ହକି ବିଶ୍ୱକପ୍ ପାଇଁ…
ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ
ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ କଥା ବଖାଣୁଛି। ରାଜଧାନୀର ପ୍ରମୁଖ ରାସ୍ତା ଓ ଛକଗୁଡ଼ିକୁ ବାଦ୍ଦେଲେ ଅଧିକାଂଶ ସ୍ଥାନରେ…
ଏପଟେ ଝଲସୁଛି, ସେପଟେ ଅନ୍ଧାର
ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍କୁ ନେଇ କଳିଙ୍ଗ ଷ୍ଟାଡିୟମ୍ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ ଦେଉଛି। ତେବେ ଆଲୋକର ଆବଶ୍ୟକତା ରହିଥିବା ସହରର ଅନେକ ଅଞ୍ଚଳ ଏବେ ବି…
ଗାଁ ଗଣ୍ଡାରେ ସରକାର ବିରୋଧରେ ଆନ୍ଦୋଳନ କରିବ ଭାଜପା
ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଏଠାରେ ସରକାରକୁ କିଏ ଚଳାଉଛି ଜଣାପଡୁ ନାହିଁ ବୋଲି ନଡ୍ଡା ନିକଟରେ ଓଡ଼ିଶା…
ଏକାଠି ହେଲେ ୬୦ହଜାର ଜନଜାତି ଅଭିଭାବକ
ଭୁବନେଶ୍ୱର, ୨୩।୧(ବ୍ୟୁରୋ): କିସ୍ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ ଜିଲାରୁ ୬୦ହଜାର ଅଭିଭାବକ ଯୋଗଦେଇଥିଲେ। ତେବେ ଅଭିଭାବକ, ପୁରାତନ ଛାତ୍ରୀଛାତ୍ର ଓ ବର୍ତ୍ତମାନର ଛାତ୍ରୀଛାତ୍ରଙ୍କୁ ମିଶାଇ ମୋଟ ୧ଲକ୍ଷ ଜନସମାଗମ…
ଏକ୍ଜାମ୍ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଏକ ପ୍ରେରଣାଦାୟୀ ପୁସ୍ତକ: ଧର୍ମେନ୍ଦ୍ର
ଭୁବନେଶ୍ବର,୨୩ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍ଜାମ୍ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଛାତ୍ରୀଛାତ୍ରଙ୍କ ସମେତ ସେମାନଙ୍କ ଅଭିଭାବକମାନଙ୍କ ଲାଗି ମଧ୍ୟ ଏକ ପ୍ରେରଣାଦାୟୀ ପୁସ୍ତକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି କହିଛନ୍ତି। ସେ ତାଙ୍କ ଟୁଇଟ୍ରରେ…
ଆଜି ୯ ଜିଲାକୁ ଘନକୁହୁଡ଼ି
ଭୁବନେଶ୍ୱର, ୨୩।୧(ବ୍ୟୁରୋ):ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ଶୀତ କମିଯାଇଥିବାବେଳେ କୁହୁଡ଼ି ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାରରୁ ମଙ୍ଗଳବାର ସକାଳ ସାଢ଼େ ୮ଟା…
ମାର୍ଚ୍ଚ ୫ରୁ ପ୍ରଦର୍ଶିତ ହେବ ଡାକୋଟା
ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ପ୍ରଦର୍ଶନୀର…
ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ
ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ।…
ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ…
‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’
ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…
କ୍ୟାବିନେଟ୍ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ…
Archives


