ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁତୟନ ହେବେ ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ ୩୦୦ ପୋଲିସ ଅଧିକାରୀ…
ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୧୬ ଏବଂ ଲୋକାଲ କେସରୁ ୧୦ ଜଣ ରହିଛନ୍ତି। ଚିହ୍ନଟ…
ଆଜି ଜମିବ ଛାଡ଼ଖାଇ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ସରିଲା ଧର୍ମ ମାସ କାର୍ତ୍ତିକ। ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇ ଧର୍ମ ମାସକୁ ମେଲାଣି ଦେଇଛନ୍ତି ଶ୍ରଦ୍ଧାଳୁ। ବୁଧବାର ଛାଡ଼ଖାଇ। ଏଥିପାଇଁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ। ବୁଧବାର ସକାଳୁ ଆମିଷ ବଜାରରେ ଭିଡ଼ ଜମିବ। ଏହାକୁ…
ରାଜଧାନୀରେ ଡ୍ରାଇଭରଙ୍କ ଦଣ୍ଡବତ ଯାତ୍ରା
ଭୁବନେଶ୍ୱର,୯।୧୧(ବ୍ୟୁରୋ): ୯ ଦଫା ଦାବି ନେଇ ଏକାଧିକ ଥର ଆନ୍ଦୋଳନ ପରେ ପ୍ରତିଶ୍ରୁତି ପୂରଣ କରା ନ ଯିବାରୁ ଶେଷରେ ରାଜ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓହ୍ଲାଇଛି। ମହାସଂଘ ପକ୍ଷରୁ ମଙ୍ଗଳବାର ଦଣ୍ଡବତ ଯାତ୍ରା କରାଯିବା ସହ ଭୁବନେଶ୍ୱର ଲୋୟର ପିଏମ୍ଜିରେ…
ସପ୍ତାହେ ହାଲୁକା ଶୀତ
ଭୁବନେଶ୍ୱର,୯ା୧୧(ବ୍ୟୁରୋ): କାର୍ତ୍ତିକ ମାସ ଶେଷ ହେଲା। ଶୀତର ନାଁଗନ୍ଧ ନାହିଁ। ହାଲୁକା ଶୀତ ପଡ଼ିଥିଲେ ବି ପାରଦ ତଳମୁହାଁ ହେଉନାହିଁ। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ସେଲ୍ସିୟସ ଉପରେ ରହୁଥିବା ବେଳେ ଅଳ୍ପ କେତେକ ସ୍ଥାନରେ ପାରଦ ୧୫…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ କିଡ୍ନୀ ରୋଗୀଙ୍କ ଧାରଣା
ଭୁବନେଶ୍ବର,୯ା୧୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ସରକାରୀ ବାସଭବନ ଆଗରେ କିଡ୍ନୀ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମଙ୍ଗଳବାରଠାରୁ ଧାରଣା ଦେଇଛନ୍ତି। ରୋଗୀ ଚିକିତ୍ସାରେ ଅସନ୍ତୋଷ ବ୍ୟକ୍ତକରି ଏମାନେ ଧାରଣା ଦେଇଥିବା ଅଭିଯୋଗ କରିଛନ୍ତି। ରାଜ୍ୟ…
ପଦ୍ମପୁରରେ କଂଗ୍ରେସ ଭଲ କରିବ, ଦଳୀୟ ଭୋଟ୍ ରହିଛି: ସୁର ରାଉତରାୟ
ଭୁବନେଶ୍ୱର,୮।୧୧(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପଦ୍ମପୁର ଉପ-ନିର୍ବାଚନକୁ ନେଇ ମଙ୍ଗଳବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପଦ୍ମପୁରରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ। ସେଠାରେ କଂଗ୍ରେସର ଦଳୀୟ ଭୋଟ ରହିଛି। ଧାମନଗର ଅପେକ୍ଷା ପଦ୍ମପୁରରେ ଦଳ ପ୍ରଚାର…
ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମାରପିଟ୍
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ଭୁବନେଶ୍ୱରରେ ମଙ୍ଗଳବାର ହେତୁବାଦୀ-ଈଶ୍ୱରବାଦୀ ପରସ୍ପର ମୁହାଁମୁହିଁ ହୋଇଛନ୍ତି। ଲୋହିୟା ଏକାଡେମୀରେ ହେତୁବାଦୀଙ୍କ ପକ୍ଷରୁ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିବା ବେଳେ ଈଶ୍ୱରବାଦୀମାନେ ସେଠାରେ ପହଞ୍ଚି ପ୍ରତିବାଦ କରିଥିଲେ। ଏପରିକି ଉଭୟଙ୍କ ମଧ୍ୟରେ ମାରପିଟ୍…
ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ରଣନୀତି : ୩ ବ୍ଲକ୍ ଦାୟିତ୍ୱରେ ତିନି ମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ଆରମ୍ଭ କରିଛି ବିଜେଡି। ଏଥିପାଇଁ ନେତାଙ୍କୁ ପଦ୍ମପୁର ଦାୟିତ୍ୱ ଦିଆଯାଇଛି। ତେବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ନିର୍ବାଚନମଣ୍ଡଳୀ ପରିଚାଳନା ଦାୟିତ୍ୱ ଦିଆଯାଇଛି। ସେହିପରି ତିନି ବ୍ଲକ୍ ଦାୟିତ୍ୱରେ ତିନି ଜଣ ମନ୍ତ୍ରୀ…
ପଦ୍ମପୁର ଉପନିର୍ବାଚନ: ଭାଜପାର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଧାମନଗର ଭଳି ଅଧିକ ଶକ୍ତିଶାଳୀ ହେବା ସହ ଅଧିକ ପ୍ରଚେଷ୍ଟା କରିବାକୁ ଦଳ ନିଷ୍ପତ୍ତି ନେଇଛି। ଖୁବ୍ଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଓ ପ୍ରଭାରୀ ଡି.…
ଓଡ଼ିଶା ଆସିବେ ରାଷ୍ଟ୍ରପତି : ବିମାନବନ୍ଦରରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏଥିପାଇଁ ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ…
ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬…
Archives


