ମେଟ୍ରୋ

ପଦ୍ମପୁର ଉପନିର୍ବାଚନ: ଭାଜପାର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଧାମନଗର ଭଳି ଅଧିକ ଶକ୍ତିଶାଳୀ ହେବା ସହ ଅଧିକ ପ୍ରଚେଷ୍ଟା କରିବାକୁ ଦଳ ନିଷ୍ପତ୍ତି ନେଇଛି। ଖୁବ୍‌ଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଓ ପ୍ରଭାରୀ ଡି.…

ଓଡ଼ିଶା ଆସିବେ ରାଷ୍ଟ୍ରପତି : ବିମାନବନ୍ଦରରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏଥିପାଇଁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବା ସହ…

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬…

‘ମୋତେ ପଢ଼ିବାକୁ ଦିଆଯାଉ’

ଭୁବନେଶ୍ୱର, ୮।୧୧(ବ୍ୟୁରୋ):‘ମୋତେ କଲେଜରେ ରହି ପଢ଼ିବାକୁ ଦିଆଯାଉ। ନ୍ୟାୟ ମିଳୁ। ନଚେତ ମୋତେ ଆତ୍ମହତ୍ୟା କରିବାକୁ ଅନୁମତି ଦିଆଯାଉ।’ ରାଗିଂ ଅଭିଯୋଗ ଆଣିଥିବା ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଦ୍ୱିତୀୟ ବର୍ଷ ଛାତ୍ରୀ ରୋଜାଲିନ ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏପରି…

ଫେରିବ ‘ରାହାଗିରି’: ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

ଭୁବନେଶ୍ୱର, ୮।୧୧ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଫେରିବ ‘ରାହାଗିରି’ ଓ ‘ସିଟି ଫେଷ୍ଟ’ ଭଳି ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ। ଶୀତୁଆ ସକାଳରେ ରାଜଧାନୀବାସୀ ପୁଣିଥରେ ରାହାଗିରିର ମଜା ଉଠାଇବେ। ନାଚ, ଗୀତରେ ଝୁମିବେ, ମତୁଆଲା ହେବେ। ତା’ ସାଙ୍ଗକୁ ସାଇକେଲ ଚାଳନା, ସ୍କେଟିଂ…

ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଆୟୋଜିତ ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ସୁବର୍ଣ୍ଣ ଜୟନ୍ତୀ ତଥା ପ୍ରତିଷ୍ଠାତା ସ୍ବର୍ଗତ…

‘ତଦନ୍ତ କମିଶନ ସତ୍ତ୍ୱେ ପଦୋନ୍ନତି କେମିତି’

ଭୁବନେଶ୍ବର,୮ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଓ ସାଧୁତାର ଆହ୍ବାନକୁ ଗୃହ ବିଭାଗର ଉଚ୍ଚପଦସ୍ଥ ଅଫିସର ବେଖାତିର କରୁଛନ୍ତି। ଏ ବାବଦରେ ସରକାରଙ୍କ ପାଖରେ ତଥ୍ୟ ରହିଛି ନା ଜାଣିଶୁଣି ସରକାର ଏହାକୁ ଏଡ଼େଇ ଯାଉଛନ୍ତି ବୋଲି ଛାତ୍ର କଂଗ୍ରେସ ରାଷ୍ଟ୍ରୀୟ ସଂଯୋଜକ…

ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୮ା୧୧(ବ୍ୟୁରେ):ରାଜ୍ୟ ସରକାର ସୋମବାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣ ଅଫିସରଙ୍କୁ ଅଦଳବଦଳ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମନୋଜ କୁମାର ପାଢ଼ୀଙ୍କୁ ଏସ୍‌ସି/ଏସ୍‌ଟି ବିଭାଗର…

ପ୍ରଲୋଭନ କାମ ଦେଲାନି

ଭୁବନେଶ୍ବର,୮ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଫଳାଫଳ ରାଜ୍ୟରେ ଏକ ନୂତନ ବାତାବରଣ ସୃଷ୍ଟି କରିଛି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୯୮୮୧ ଖଣ୍ଡ ଭୋଟ୍‌ରେ ହାରିବା ପରେ ଆଶ୍ଚର୍ଯ୍ୟଜନକ ଭାବେ ସେହି ପରାଜୟ ଶାସକ ଦଳ ଭିତରେ ଚାପା ଉଲ୍ଲାସ ସୃଷ୍ଟି କରିଛି। ବିଜେଡିର…

ଚନ୍ଦ୍ରଗ୍ରହଣ ଲାଗି ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ନଭେମ୍ବର ୮ ତାରିଖରେ ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ଭୁବନେଶ୍ୱରବାସୀ ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାତ୍ର ୬ ମିନିଟ (ସନ୍ଧ୍ୟା ୫ଟା ୫ରୁ ୫ଟା ୧୧)ଯାଏ ଦେଖିପାରିବେ । ପରେ ସନ୍ଧ୍ୟା ୫ଟା…

ଆଜି ରାଜ୍ୟରେ ମାତ୍ର ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଚିହ୍ନଟ ହୋଇଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri