ମେଟ୍ରୋ

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ…

ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା କମିଟିର ସୁପାରିଶ ଆଧାରରେ ସୁଶାନ୍ତ…

ଓଡ଼ିଆରେ ଇଞ୍ଜିନିୟରିଂ ଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି

ଭୁବନେଶ୍ୱର, ୯।୨(ବ୍ୟୁରୋ): ଆଞ୍ଚଳିକ ବା ମାତୃଭାଷାରେ ବୈଷୟିକ ଶିକ୍ଷା ପ୍ରଚଳନ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଯେଉଁ ଉଦ୍ୟମ ଆରମ୍ଭ କରିଛି, ତାହା ସଫଳତା ଏବେଠୁ ପ୍ରତିଫଳିତ ହେଲାଣି। ବିଶେଷକରି ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ିବା ପାଇଁ ସର୍ବାଧିକ ଆଗ୍ରହ ପ୍ରକାଶ…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା

ଭୁବନେଶ୍ୱର,୯ା୨(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ ଲୋକ ସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଢେଙ୍କାନାଳ ଏବଂ ଭଦ୍ରକ ଗସ୍ତ କରିବେ। ସେଠାରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରିବା ସହ…

ସିଭିଲ ସର୍ଭିସ୍‌ ପାଇଁ ମାଗଣା କୋଚିଂ ଭେଳିକି

ଭୁବନେଶ୍ୱର, ୯।୨(ବ୍ୟୁରୋ): ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆଙ୍କ ସଫଳତା ହାର ନୈରାଶ୍ୟଜନକ ରହୁଛି। ଏ କ୍ଷେତ୍ରରେ ନିଜ ଛାତ୍ରୀଛାତ୍ରଙ୍କୁ ଦକ୍ଷ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ଆଇଏଏସ୍‌ କୋଚିଂ ବ୍ୟବସ୍ଥା କରାଯାଇଥିଲା। ୨୦୧୬-୧୭ରେ ବିଶ୍ବବିଦ୍ୟାଳୟଗୁଡ଼ିକରେ କୋଚିଂ ଦିଆଯାଇଥିଲା।…

ଇମ୍ରାନ୍‌ ଅଲ୍ଲୀ ପାଇବେ ‘ସମ୍ଭାବୀ ପୁରସ୍କାର’

ଭୁବନେଶ୍ୱର,୯।୨(ବ୍ୟୁରୋ): ଚଳିତବର୍ଷ ଡ. ଏମ୍‌ଡି ଇମ୍ରାନ୍‌ ଅଲ୍ଲୀଙ୍କୁ ୧୦ତମ ସମ୍ଭାବୀ ପୁରସ୍କାର ଦିଆଯିବ। ଏ ନେଇ ବୁଧବାର ଏକ ବୈଠକରେ ଜୁରି ସଦସ୍ୟମାନେ ସ୍ଥିର କରିଥିବା ନେଇ ବଂଶୀଧର ଏବଂ ଇଲା ଫାଉଣ୍ଡେଶନ ପକ୍ଷରୁ ସୂଚନାଇଛି। ଡ. ଅଲ୍ଲୀ ନିଶା ନିବାରଣ,…

୧୦ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ୧୫ରେ ଆରମ୍ଭ ହେବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟର…

ଖରା ପାଇଁ ଖୋଲିବ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର, ୯।୨ (ବ୍ୟୁରୋ): ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ବୁଧବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଏମ୍‌ସି ଏବଂ ସମସ୍ତ ଲାଇନ୍‌ ବିଭାଗର…

ଚାଙ୍ଗ୍‌ ଗୁଙ୍ଗ୍‌ ବିଶ୍ୱବିଦ୍ୟାଳୟ ସହ କାର୍ଯ୍ୟ କରିବ ଏମ୍ସ

ଭୁବନେଶ୍ୱର, ୯।୨(ବ୍ୟୁରୋ): ଉନ୍ନତ ସ୍ବାସ୍ଥ୍ୟସେବା ପରିଚାଳନା, ରୋଗ ଚିହ୍ନଟ, ନିରାକରଣ ଓ ଚିକିତ୍ସା କ୍ଷେତ୍ରରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ(ଏଆଇ)ର ପ୍ରୟୋଗ ପାଇଁ ଭୁବନେଶ୍ୱର ଏମ୍ସ ତାଇୱାନର ଚାଙ୍ଗ୍‌ ଗୁଙ୍ଗ୍‌ ବିଶ୍ୱବିଦ୍ୟାଳୟ ସହିତ ମିଳିତ ଭାବେ କାର୍ଯ୍ୟ କରିବ। ଖୁବ୍‌ଶୀଘ୍ର ଏକ୍ଷେତ୍ରରେ ଗବେଷଣା ଓ…

ମାୟାଧର ସ୍ବାଇଁଙ୍କୁ ଜାତୀୟ ଜନପ୍ରିୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…

ଆସନ୍ତା ୨୩ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ଅମିତ ଶାହା ଢେଙ୍କାନାଳର ବୁଥ୍‌ ସ୍ତରୀୟ ଯୋଗ ଦେବାରେ କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ମୁତୟନ ହେବେ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସ ନିୟୋଜିତ ହେବେ। ଏଥିସହ ସାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?