ମେଟ୍ରୋ

ଷଷ୍ଠରୁ ଅଷ୍ଟମ ଏକକ ପ୍ରଶ୍ନପତ୍ର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସରକାରୀ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପରୀକ୍ଷା ଓ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ହେବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତ କରିବ ଏସ୍‌ସିଇଆର୍‌ଟି। ସେହିଭଳି ଅନ୍ୟ ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଖାତା ଦେଖାହେବ।…

ଆରମ୍ଭ ହେଲା ଭୋଟ ଗଣତି: କିଏ ମାରିବ ବାଜି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପରେ ଇଭିଏମ ଭୋଟଗଣନା କରାଯିବ ବୋଲ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ…

ଖୋଜିଲେ ବାବୁଆଣୀ ମିଳୁନାହାନ୍ତି

ଭୁବନେଶ୍ବର,୬।୧୧(ବ୍ୟୁରୋ): ସରକାରୀ ଅଧିକାରୀମାନଙ୍କ ଉତ୍ତରଦାୟିତ୍ୱ ହେଉଛି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ଠିକ୍‌ କାର୍ଯ୍ୟାନ୍ବୟନ କରିବା ଦିଗରେ ଉଚିତ ପଦକ୍ଷେପ ନେବା। ଏହାସହ ରାଜ୍ୟର ସମସ୍ତ ହିତାଧିକାରୀଙ୍କୁ ନ୍ୟାୟ ଦେବା ଲାଗି ସରକାରୀ ଅଧିକାରୀମାନେ ହେଉଛନ୍ତି ଉପଯୁକ୍ତ ବ୍ୟକ୍ତି। ଏଥିପାଇଁ ରାଜ୍ୟ ସରକାର…

ଆଜି ଆସିବ ଧାମନଗର ଭୋଟ ଫଳାଫଳ

ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍‌: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା କରାଯିବ। ସକାଳ ୮ଟା ୩୦…

ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ…

ବାଘଛାଲ ଜବତ: ଜଣେ ଗିଣଫ

  ଭୁବନେଶ୍ୱର,୫।୧୧(ବ୍ୟୁରୋ): ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ ଧରାପଡ଼ିଛନ୍ତି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଭାଗବତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘଛାଲ ଜବତ କରାଯାଇଛି। ଭାଗବତ ନୟାଗଡ଼ ଓ କନ୍ଧମାଳ ଜଙ୍ଗଲରୁ ବାଘ…

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର,୫।୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ…

ଆଜି ରାଜ୍ୟରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଏମ୍ସରୁ ପଶ୍ଚିମବଙ୍ଗ ଦଲାଲଙ୍କ ସହ ୯ ଗିରଫ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଦଲାଲଙ୍କ ରାଜୁତି ଚାଲିଛି। ମାଗଣା ଟିକେଟକୁ ହାତେଇବା ସହ ବିକ୍ରି କରୁଛନ୍ତି। ଏପରିକି ବିଭିନ୍ନ ବାହାନାରେ ରୋଗୀଙ୍କଠାରୁ ମୋଟା ଅଙ୍କର ଟଙ୍କା ଠକି ନେଉଛନ୍ତି। ଫଳରେ ରୋଗୀମାନେ ଶୋଷଣର ଶିକାର ହେବା ସହ ପ୍ରତିଦିନ ଦୂରଦୂରାନ୍ତରୁ…

ସର୍ବଦଳୀୟ ବୈଠକ ଡାକିବାକୁ ଦେଲେ ପ୍ରସ୍ତାବ

ଭୁବନେଶ୍ବର,୫ା୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲାରେ ଉଭା ହୋଇଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବେ ସମାଧାନ କରିବା ଆବଶ୍ୟକ। ଏଥିରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶିକ୍ଷାରେ ଉତ୍କର୍ଷ ପାଇଁ ସଂଘର୍ଷ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ସ୍କୁଲ ସ୍ତରରେ ପ୍ରଦର୍ଶନ ଗ୍ରେଡିଂ ସୂଚକାଙ୍କ (ପିଜିଆଇ) ୨୦୨୦-୨୧ରେ ଓଡ଼ିଶା ଲେଭଲ ୩ (୮୫୧ରୁ ୯୦୦ ସ୍କୋର) ରେ ରହିଛି। ଯଦିଓ ପୂର୍ବାପେକ୍ଷା ଏଥର ସ୍କୋର ବଢ଼ିଛି, କିନ୍ତୁ ଲେଭଲ ୧ (୯୫୦ରୁ ୧,୦୦୦ ସ୍କୋର) କିମ୍ବା ଲେଭଲ…

ବହୁଭାଷୀ ଶିକ୍ଷକଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ସରକାର ବହୁଭାଷୀ ଶିକ୍ଷକଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ପୂର୍ବରୁ ବହୁଭାଷୀ ଶିକ୍ଷକଙ୍କ ଦରମା ୩,୨୦୦ ଟଙ୍କା ଥିବାବେଳେ ଏବେ ତାହାକୁ ୫,୩୭୯ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri