ମେଟ୍ରୋ

ନବଙ୍କ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡଙ୍କୁ ଖସାଇଦେବା ପାଇଁ ଚକ୍ରାନ୍ତ ହେଉଛି: ଛାତ୍ର କଂଗ୍ରେସ

ଭୁବନେଶ୍ବର, ୮।୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାରଙ୍କ ତଦନ୍ତ ସଂସ୍ଥା ପ୍ରତିଦିନ ନୂଆ କାହାଣୀ ଲେଖୁଛନ୍ତି ବୋଲି ମଙ୍ଗଳବାର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଅଭିଯୋଗ…

ଧାନ କ୍ରୟ ସହ ଏମ୍‌ଏସ୍‌ପିକୁ ନିଶ୍ଚିତ କରୁ କେନ୍ଦ୍ର: ବିଜେଡି

ଭୁବନେଶ୍ୱର, ୮।୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ବର୍ଷ ବଜେଟରେ ଧାନ କ୍ରୟ କ୍ଷେତ୍ରରେ ୨୦,୦୦୦ କୋଟି ଟଙ୍କାର ବୃହତ୍‌ ରାଶି ହ୍ରାସ କରିଛନ୍ତି। ସ୍ବାମୀନାଥନ କମିଶନ ରିପୋର୍ଟ ସୁପାରିସ କାର୍ଯ୍ୟକାରିତା ବିଷୟ ବି ଭୁଲିଯାଇଛନ୍ତି। ତେବେ ୨୦,୦୦୦ କୋଟି ଟଙ୍କା ହ୍ରାସ…

ନବ ଦାସଙ୍କ ହତ୍ୟାର ତଦନ୍ତ ‘କୋର୍ଟ ମନିଟର୍ଡ’ ନୁହେଁ: ଭାଜପା

ଭୁବନେଶ୍ବର, ୮।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟିବା କ୍ଷଣି ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ। ଏହା ପର ମୁହୂର୍ତ୍ତରେ ହାଇକୋର୍ଟ ରେଜିଷ୍ଟ୍ରାରକୁ ଚିଠି ଲେଖି ତଦନ୍ତକୁ ତଦାରଖ କରିବା ପାଇଁ କହି କ୍ରାଇମବ୍ରାଞ୍ଚ ଉପରେ ତାଙ୍କ ନିଜର…

ଅନ୍‌ଲାଇନ୍‌ ଠକେଇରୁ ସୁରକ୍ଷା ଦେବ ‘ପ୍ରୋଜେକ୍ଟ ସୁରକ୍ଷିତ’

ଭୁବନେଶ୍ୱର, ୮।୨(ବ୍ୟୁରୋ): ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଭାବେ ସୁରକ୍ଷିତ କରିବା ଉଦ୍ଦେଶ୍ୟରେ Google.org ସହାୟତାରେ ହେଲ୍ପ ଏଜ୍‌ ଇଣ୍ଡିଆ ଏହାର ଦେଶବ୍ୟାପୀ କାର୍ଯ୍ୟକ୍ରମ ‘ପ୍ରୋଜେକ୍ଟ ସୁରକ୍ଷିତ’ ଆରମ୍ଭ କରିଛି। ଏହା ଅନ୍ତର୍ଗତ ୫୦ହଜାର ବୟସ୍କଙ୍କୁ ତାଲିମ ପ୍ରଦାନ କରାଯିବ। ଏହାଦ୍ୱାରା ସେମାନେ…

ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୮ା୨(ଡି.ଏନ୍‌.ଏ.): ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି। ଏହି ପରିପ୍ରେକ୍ଷୀରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଆଡ଼ମ୍ବରରେ ପାଳନ ହେବ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସରେ ଏକ…

ରାଜସ୍ବ ଆଦାୟ ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍‌ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ ପ୍ରସ୍ତାବ ଆଗତ କରିବା ପରେ ମଙ୍ଗଳବାର ଏନେଇ ବିସ୍ତୃତ ଆଲୋଚନା କରାଯାଇଛି। ବିଏମ୍‌ସି କାର୍ଯ୍ୟାଳୟରେ…

୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଉତ୍ସବ…

ଫୁଡ୍‌ ସବ୍‌ସିଡି: କେନ୍ଦ୍ର ଉପରେ ୧୪,୨୪୯.୦୭ କୋଟି ବାକି

ଭୁବନେଶ୍ୱର,୮ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ପ୍ରାୟ ୧୪,୨୪୯.୦୭ କୋଟି ଟଙ୍କା ଫୁଡ୍‌ ସବ୍‌ସିଡି ବାବଦ ଅର୍ଥ ବକେୟା ପଡ଼ିରହିଛି। ସେଥିରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ୩ ମାସର ବକେୟା ୫,୨୭.୩୬ କୋଟି ଟଙ୍କା ବକେୟା ରହିଥିବା ବେଳେ ଚତୁର୍ଥ ତ୍ରୈମାସିକ…

ରାଜ୍ୟରେ ବଢ଼ୁଛି ସର୍ପଦଂଶନ ମୃତ୍ୟୁ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସର୍ପଦଂଶନଜନିତ ମୃତ୍ୟୁସଂଖ୍ୟାରେ ରୋକ ଲାଗିପାରୁନାହିଁ। ୨୦୧୫ ମସିହାରେ ରାଜ୍ୟରେ ୫୨୨ଜଣ ଲୋକଙ୍କର ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ପଞ୍ଜୀକୃତ ହୋଇଥିବା ବେଳେ ୨୦୨୧ରେ ଏହି ସଂଖ୍ୟା ବୃଦ୍ଧିପାଇ ୧,୧୫୯ରେ ପହଞ୍ଚତ୍ଥିବା ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌ଡମା)…

ଜେଇଇ ମେନ୍‌ ସେସନ-୧ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଇଆଇଟି ସମେତ ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌ ସେସନ-୧ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ମୋଟ ୮.୬ଲକ୍ଷ ଛାତ୍ରୀଛାତ୍ର ପେପର୍‌-୧ ଏବଂ ୦.୪୬…

ଓପିଏସ୍‌ସି ପକ୍ଷରୁ ୫୭ ସିଭିଲ୍‌ ଜଜ୍‌ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ ସମସ୍ତ ସୂଚନା…

କଟକ ଅଫିସ,୭ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ଅଧୀନରେ ଓଡ଼ିଶା ଓଜେଏସ୍‌ ୨୦୨୨ରେ ସିଭିଲ୍‌ ଜଜ୍‌ଙ୍କ ପାଇଁ ୫୭ଟି ପଦବୀ ପୂରଣ ହେବ। ସେଥିମଧ୍ୟରୁ…

ଅର୍ଚ୍ଚନା ନାଗ ମାମଲା: ଖଗେଶ୍ୱରଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ମାମଲାରେ ଜଡିତ ଥିବା ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନ ଖାରଜ। ଜିଲା ଜଜ୍‌ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିବା ଜଣାପଡିଛି। ଖଗେଶ୍ୱର ଜାନୁୟାରୀ ୨୪ରେ ଜାମିନ ଆବେଦନ କରିଥିଲେ। ଅନ୍ୟପଟେ, ବ୍ଲାକ୍‌ମେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?