ମେଟ୍ରୋ

ଧାମନଗର ନିର୍ବାଚନରେ ମତଦାନ ହାର ୬୮.୯୮%

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ମତଦାନ ହାର ୬୮.୯୮ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଧାମନଗର ଉପନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆସନ୍ତା ୬ ତାରିଖରେ…

ଶନିବାରଠୁ ବଢ଼ିବ ଶୀତ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ। ପାରଦ ୨ରୁ ୪ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ବିଶେଷକରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ପାଗ ମେଘମୁକ୍ତ ରହୁଥିବାରୁ ଦିନରେ ଟାଣ ଖରା ସହ ରାତିରେ…

ଏମ୍ସରେ ୧୩ ଦଲାଲଙ୍କୁ ଗିରଫ କଲା ପୋଲିସ ,ଚଢା ଦରରେ ବିକୁଥିଲେ ଟିକେଟ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ ପୋଲିସ ଶୁକ୍ରବାର ଚଢାଉ କରିଛି। ଏଥିରେ ୧୩ ଜଣ ଦଲାଲଙ୍କୁ ଗିରଫ କରିଛି। ଏହି ଦଲାଲମାନେ ରୋଗୀଙ୍କୁ ସହାୟତା ଦେବା ନାଁରେ ଟଙ୍କା ଲୁଟୁଥିଲେ। ଟିକେଟ୍‌ କାଉଣ୍ଟରରୁ ବିନା ମୂଲ୍ୟରେ ସଂଗ୍ରହ କରୁଥିବା ଟିକେଟକୁ ରୋଗୀଙ୍କ ସମ୍ପର୍କୀୟଙ୍କୁ…

ବଢ଼ିବ ଟ୍ରମା କେୟାରର ଶକ୍ତି

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ସଡ଼କ ଦୁର୍ଘଟଣାରେ ମୃତ୍ୟୁହାର କମାଇବା ପାଇଁ ମାନ୍ୟବର ସୁପ୍ରିମକୋର୍ଟ କମିଟିର ପର୍ଯ୍ୟବେକ୍ଷଣ ଅନୁଯାୟୀ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗରେ ସରକାର ଟ୍ରମା ଚିକିତ୍ସା ସୁବିଧାକୁ ମଜବୁତ କରିଛନ୍ତି। ଭାରତ ସରକାରଙ୍କ ସହଯୋଗରେ ଆରମ୍ଭ କରିବା ପାଇଁ ଏକାଦଶ ଆର୍ଥିକ…

ଆଜି ରାଜ୍ୟରୁ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା…

ଫଟୋ ସାମ୍ବାଦିକଙ୍କୁ ଆକ୍ରମଣ, କ୍ୟାମେରା ଭାଙ୍ଗିଲେ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଛି ପ୍ରୋ-ହକି ଲିଗ୍‌ ଟୁର୍ନାମେଣ୍ଟ। ଖେଳାଳିମାନେ ବସ୍‌ ଯୋଗେ ଷ୍ଟାଡିୟମକୁ ଯିବାଆସିବା କରୁଛନ୍ତି। ଗୁରୁବାର ଅପରାହ୍ନରେ ଫାଟକ ନଂ.୮ ସମ୍ମୁଖରେ ନ୍ୟୁଜିଲ୍ୟାଣ୍ଡ୍‌ ଟିମ୍‌ ଖେଳାଳିଙ୍କ ଫଟୋ ଉତ୍ତୋଳନ କରୁଥିବାବେଳେ ରାସ୍ତା ଉପରେ ଫଟୋ ସାମ୍ବାଦିକ ରାକେଶ…

ହଂସପାଳ ପୁରୀ କେନାଲ ବନ୍ଧ ରାସ୍ତାରୁୁ ଉଚ୍ଛେଦ

ଭୁବନେଶ୍ୱର,୪।୧୧ (ବ୍ୟୁରୋ): ଜାତୀୟ ରାଜପଥ ନଂ.୧୬ରୁ ହଂସପାଳ ନିକଟରୁ ବାହାରିଥିବା ପୁରୀ କେନାଲ ବନ୍ଧ ରାସ୍ତାର ଅଣ୍ଡିଲୋ ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ଲାଗି ରହିଛି। ସରକାରୀ ରାସ୍ତା ଉପରେ ବହୁ ଦୋକାନ ଗଢ଼ି ଉଠିଥିବାରୁ ଗାଡ଼ି ମୋଟର ଯାତାୟାତରେ ସମସ୍ୟା ଉପୁଜୁଛି।…

ଲଳିତ ଦାସ ରାଜ୍ୟ ପ୍ରିଣ୍ଟିଂ ପ୍ରେସ୍‌ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍‌ ଓଡ଼ିଆ ଆଇପିଏସ୍‌ ଅଫିସର ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ, ଷ୍ଟେସନେରି ଓ ପବ୍ଲିକେଶନ୍‌ ନିର୍ଦ୍ଦେଶକ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏ ନେଇ ଗୁରୁବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଦୀର୍ଘ…

ସିଏମ୍‌ସି,ଓଏଚ୍‌ପିସି, ଜଗନ୍ନାଥ ବିଶ୍ୱବିଦ୍ୟାଳୟ ପାଇଁ ଆରମ୍ଭ ହେଲା ଇ-ଅଫିସ

ଭୁବନେଶ୍ବର,୪ା୧୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର କଟକ ମହାନଗର ନିଗମ (ସିଏମ୍‌ସି), ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଏବଂ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ନିମନ୍ତେ ଇ-ଅଫିସ୍‌ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ଲୋକସେବା ଭବନ ସଭାଗୃହରୁ ଏହି…

ମିଳିଲା ଆଉ ୫୦ କ୍ରିପ୍ଟୋ ୱାଲେଟ୍‌

ଭୁବନେଶ୍ୱର,୪।୧୧ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଗୁରୁବାର ୩ ଦିନିଆ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ପଚରାଉଚରା…

ଫୁଲନଖରାରୁ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା

ଭୁବନେଶ୍ୱର/କଟକ ଅଫିସ/ ଫୁଲନଖରା/ ମଙ୍ଗୁଳି,୪ା୧୧(ବ୍ୟୁରୋ/ଡି.ଏନ୍‌.ଏ.):ଫୁଲନଖରାସ୍ଥିତ ଲକ୍ଷେଶ୍ୱର ମନ୍ଦିରଠାରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଗୁରୁବାର ରାଜ୍ୟ କଂଗ୍ରେସର ଭାରତ ଯୋଡ଼ୋ-ଓଡ଼ିଶା ପରିବର୍ତ୍ତନ ଯାତ୍ରାର ଦ୍ୱିତୀୟ ଦିବସ ଆରମ୍ଭ ହୋଇଥିଲା। କଟକ ଜିଲା ସୀମାରେ ନଖରାଛକ ପୂର୍ବରୁ…

ମିଥ୍ୟା ଏକ୍‌ଜିଟ୍‌ ପୋଲ୍‌ କରି ଭ୍ରମିତ କରୁଛି ବିଜେଡି

ଭୁବନେଶ୍ବର,୪ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଜିତିବା ଲାଗି ବିଜେଡି ଏବେ ସାମାଜିକ ଗଣମାଧ୍ୟମ ଜରିଆରେ ଭୋଟରଙ୍କୁ ଭ୍ରମିତ କରୁଛି। ପୂର୍ବରୁ ବିଜେଡି ପ୍ରଶାସନିକ ଅଧିକାରୀ, ଏସ୍‌ଏଚ୍‌ଜି, ଏମ୍‌ବିକେ, ସିଆର୍‌ପି ମାଧ୍ୟମରେ ଟଙ୍କା ବଣ୍ଟନକରି ଭୋଟରଙ୍କୁ ବିଚଳିତ କରିବାର ସମସ୍ତ ଅପଚେଷ୍ଟା କରିଥିଲା। ଏନେଇ ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri