ମେଟ୍ରୋ

ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ କମିବ ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ଏଥିସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ, ଫେବୃୟାରୀରେ…

ତଦନ୍ତଭୁକ୍ତ ହେବ ସ୍ବୀକୃତିପ୍ରାପ୍ତ ସେଲ୍ଫଫାଇନାନ୍ସ କଲେଜ

ଭୁବନେଶ୍ୱର, ୭।୨(ବ୍ୟୁରୋ):ରାଜ୍ୟରେ ଛତୁ ଫୁଟିଲା ଭଳି ଗଢ଼ି ଉଠିଥିବା ସେଲ୍ଫଫାଇନାନ୍ସ କଲେଜର ଯାଞ୍ଚ କରାଯିବ। ଅବହେଳା ପ୍ରଦର୍ଶନ କରୁଥିବା କିମ୍ବା ପିଲାଙ୍କ ଅଭିଯୋଗକୁ ଭିତ୍ତିକରି କଲେଜ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ମିଳିଥିବା…

ଅଧିକ ଚିକିତ୍ସା ପାଇଁ ଆଜି ଦିଲ୍ଲୀ ଯିବେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୭।୨ (ବ୍ୟୁରୋ):ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଲିଭର୍‌ ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବାବେଳେ ଅଧିକ ଚିକିତ୍ସା ପାଇଁ ମଙ୍ଗଳବାର ଦିଲ୍ଲୀ ଯିବେ। ତାଙ୍କୁ ଦିଲ୍ଲୀସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନ୍ସେସ୍‌ (ଆଇଏଲ୍‌ବିଏସ୍‌)ରେ ଭର୍ତ୍ତି କରାଯିବ। ସେଠାରେ ଲିଭର…

୨୦୪୦ ସୁଦ୍ଧା ସବୁଜ ରାଜଧାନୀ

ଭୁବନେଶ୍ୱର,୭।୨(ବ୍ୟୁରୋ):ବର୍ତ୍ତମାନ ସମଗ୍ର ବିଶ୍ୱର ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ମୁଖ୍ୟ ସମସ୍ୟା ହୋଇଛି। ଏହାଦ୍ୱାରା ଖୁବ୍‌ଶୀଘ୍ର ସମୁଦ୍ର ପତନ ବୃଦ୍ଧି ପାଇ ବିଶ୍ୱର ଅନେକ ସମୁଦ୍ର ତଟସ୍ଥ ସହର ଭାରତ ବର୍ଷର ବମ୍ବେ, କୋଚି ତଥା ଓଡ଼ିଶାର ପାରାଦ୍ୱୀପ ଆଦି…

ପରିଚୟ ଖୋଜାରେ ଅଟକିଛି ତଦନ୍ତ

ଭୁବନେଶ୍ୱର,୭ା୨(ବ୍ୟୁରୋ):ରାଜଧାନୀରେ ଏକାଧିକ ଅଚିହ୍ନା ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ କମିଶନରେଟ ପୋଲିସ ରହସ୍ୟ ଉନ୍ମୋଚନ କରିପାରୁନାହିଁ। ଘଟଣାକୁ ବର୍ଷ ପରେ ବର୍ଷ ବିତିଯାଉଥିଲେ ମଧ୍ୟ ମୃତ ବ୍ୟକ୍ତିଙ୍କ ପ୍ରକୃତ ପରିଚୟ ପାଇପାରୁ ନାହିଁ। ଫଳରେ ତାହା ଆତ୍ମହତ୍ୟା ନା ହତ୍ୟା, ତାହା ସେମିତି…

ଏୟାରପୋର୍ଟ ଉନ୍ନତିକରଣ ପାଇଁ ଉଚ୍ଛେଦ

ଭୁବନେଶ୍ୱର, ୭।୨ (ବ୍ୟୁରୋ):ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଉନ୍ନତୀକରଣ ପାଇଁ ବିଡିଏ ପକ୍ଷରୁ ସୋମବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏନ୍‌ଫୋର୍ସମେଣ୍ଟ ଟିମ୍‌ ଓ ପୋଲିସ ସହାୟତାରେ ଦୁଇଟି ସରକାରୀ ଜାଗାରୁ ପୃଥକ ଉଚ୍ଛେଦ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଜାଗମରା ମୌଜାସ୍ଥିତ…

୧୧ରୁ ନବମ ଅନ୍ତର୍ଜାତୀୟ ରେଡିଓ ମେଳା

ଭୁବନେଶ୍ୱର,୭।୨(ବ୍ୟୁରୋ):ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ନବମ ଆଉଟ୍‌ରିଚ ଅନ୍ତର୍ଜାତୀୟ ରେଡିଓ ମେଳା ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେବ। ଏହା ଏସିଆ ମହାଦେଶର ଏକମାତ୍ର ରେଡିଓ ମେଳା, ଯେଉଁଥିରେ ଦେଶର ଅନେକ ରେଡିଓ ପ୍ରସାରକ ଓ ରେଡିଓ ଷ୍ଟେଶନ ଯୋଗଦେବେ।…

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୭।୨(ବ୍ୟୁରୋ):ଦାବି ପୂରଣ ନ ହେବାରୁ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘର କହିବାନୁସାରେ, ମୁଖ୍ୟମନ୍ତ୍ରୀ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ହେଲା ବୋଲି ଘୋଷଣା…

‘ଯୁବା ସଂଗମ ଭାରତର ଭାବନାକୁ ଦୃଢ଼ୀଭୂତ କରିବ’

ଭୁବନେଶ୍ବର, ୭ା୨(ବ୍ୟୁରୋ):ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ‘ଯୁବା ସଂଗମ’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଅନନ୍ୟ ପଦକ୍ଷେପ। ‘ଯୁବା ସଂଗମ’ ଭଳି ଅଭିନବ ପଦକ୍ଷେପ ଅମୃତ କାଳରେ ‘ଭାରତର ଭାବନା’କୁ ଦୃଢ଼ୀଭୂତ କରିବ…

ବିରୋଧୀ ଦଳ ପ୍ରଶ୍ନ କଲେ ବିଜେଡିକୁ କଷ୍ଟ ହେଉଛି: ଭାଜପା

ଭୁବନେଶ୍ବର, ୭ା୨(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଆତଙ୍କିତ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ନ ଦେଇ ବିଜେଡି ‘ଦୋଷାରୋପର ଖେଳ’ ଆରମ୍ଭ କରିଛି। ବିଶେଷକରି ନବ ଦାସଙ୍କୁ ତାଙ୍କ ସୁରକ୍ଷା ଅଧିକାରୀ ଗୁଳିକରି ହତ୍ୟା କରିବା ପରେ ଗୃହ ବିଭାଗର ମୁଖା ଖୋଲିଯାଇଛି। ଏଭଳି…

୪୮ ଘଣ୍ଟାରେ ଚାଷୀଙ୍କୁ ବକେୟା ନ ମିଳିଲେ ଆନ୍ଦୋଳନ: ଭାଜପା

ଭୁବନେଶ୍ୱର,୭ା୨(ବ୍ୟୁରୋ):ଚାଷୀ ବିକ୍ରି ଧାନର ଟଙ୍କା ପାଇପାରୁନାହାନ୍ତି। ମାସେ ବିତିଗଲେ ମଧ୍ୟ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପହଞ୍ଚୁନାହିଁ। ଏହାର ପ୍ରତିବାଦରେ ଭାଜପା କୃଷକ ମୋର୍ଚ୍ଚାର ଏକ ୧୦ ଜଣିଆ ପ୍ରତିନିଧି ମଣ୍ଡଳୀ ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି)ଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି।…

ନବଙ୍କ ହତ୍ୟା ନେଇ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର, ୭ା୨(ବ୍ୟୁରୋ):ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକୁ ନେଇ ରାଜ୍ୟ ରାଜନୀତି ଏପଟ ସେପଟ ହୋଇଯାଇଛି। ମୁଖ୍ୟତଃ ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଆସିଥିବା ସ୍ଥାନୀୟ ଅଞ୍ଚଳର ଏଏସ୍‌ଆଇ ଗୁଳିକରି ହତ୍ୟା କରିବା କଥା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?