ତଦନ୍ତ ଆରମ୍ଭ କଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର, ୨।୧୧(ବ୍ୟୁରୋ): ରାଜଧାନୀରେ ନାଗସାପ ବିଷ ଜବତ ମାମଲାର ତଦନ୍ତ ଦୀର୍ଘ ଦେଢବର୍ଷ ପରେ କ୍ରାଇମବ୍ରାଞ୍ଚ ହାତକୁ ନେଇଛି। ମଙ୍ଗଳବାରଠାରୁ କ୍ରାଇମ୍ବ୍ରାଞ୍ଚ ଏହି ମାମଲାର ତଦନ୍ତ ଆରମ୍ଭ କରିଛି। ୨୦୨୧ ମାର୍ଚ୍ଚ ୨୭ରେ ଭୁବନେଶ୍ୱରରେ ଚୋରାରେ ଡିଲ୍ ବେଳେ ସିଟି ଫରେଷ୍ଟ…
ପୋଲିସ ପଞ୍ଝାରେ ୨ ବ୍ରାଉନସୁଗାର ବେପାରୀ
ବାଳକାଟୀ,୨।୧୧(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ପରିସରଭୁକ୍ତ ଭାର୍ଗବୀ ସେତୁ ନିକଟରୁ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ଦୁଇଜଣ ବ୍ରାଉନ ସୁଗାର ବେପାରୀଙ୍କୁ ବାଲିଅନ୍ତା ପୋଲିସ ଉଠାଇନେଇଛି। ଏମାନଙ୍କଠାରୁ ପୋଲିସ ଟଙ୍କା ଓ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଅଟକ ଥିବା…
ବହୁ ସରକାରୀ ଜମି ଜବରଦଖଲ
ଭୁବନେଶ୍ୱର, ୨।୧୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବହୁ ସରକାରୀ ଜମି ଜବରଦଖଲରେ ରହିଛି। ଜମି ମାଫିଆଙ୍କ ଠାରୁ ସାଧାରଣଲୋକ ସରକାରୀ ଜମି ଉପରେ ଘର କରିବା ସହ ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଛନ୍ତି। ଅନେକ ସ୍ଥାନରେ ବସ୍ତି ମଧ୍ୟ ଗଢ଼ିଉଠୁଛି। ବର୍ଷ…
୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୂନ ସହନଶୀତଳା ଆଭିମୁଖ୍ୟ ପୋଷଣ କରି ଆସିଛନ୍ତି। ତଦନୁଯାୟୀ ମଙ୍ଗଳବାର ରାଜ୍ୟ ସରକାର ଆଉ ୧୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରୁ ୪ ଜଣଙ୍କୁ ଚାକିରିରୁ…
ପିଜି ବଳକା ସିଟ୍ ନାମଲେଖା: ଆବେଦନ ଆରମ୍ଭ
ଭୁବନେଶ୍ୱର, ୨।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ତେବେ ଯେଉଁ ଛାତ୍ରୀଛାତ୍ରମାନେ…
ଜାତୀୟ ରାଜପଥ, ରାଜ୍ୟ ରାଜପଥରେ କଡ଼ାକଡ଼ି ହେବ ଯାଞ୍ଚ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ନଭେମ୍ବରରୁ ଫେବୃୟାରୀ ମଧ୍ୟରେ ପ୍ରାୟ ୩୦ ପ୍ରତିଶତ ସଡ଼କ ଦୁର୍ଘଟଣା ଘଟୁଛି। ରାଜ୍ୟ ପରିବହନ ବିଭାଗ ପରିସଂଖ୍ୟାନର ୧ ମାସର ବିଶ୍ଳେଷଣରୁ ଏହା ଜଣାପଡ଼ିଛି। ଏହି ମାସଗୁଡ଼ିକରେ କୁହୁଡି ଦ୍ୱାରା କମ୍ ଦୃଶ୍ୟମାନ ଯୋଗୁ ଦୁର୍ଘଟଣା ହୋଇଥାଏ। ଏହାଛଡ଼ା ବଡ଼ଦିନ…
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୨ ଲାଗି ଭୂମିପୂଜା
ଭୁବନେଶ୍ବର,୨ା୧୧(ବ୍ୟୁରୋ): ଆସନ୍ତା ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ମେକଇନ୍ ଓଡିଶା କନକ୍ଲେଭ-୨୦୨୨ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜନତା ମଇଦାନରେ ଭୂମି ପୂଜା ଉତ୍ସବ ଅନୁଷ୍ଠିତ ହୋଇଛି। ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା…
ଅଣାୟତ୍ତ ସାଇବର ଠକେଇ
ସତ୍ୟଜିତ୍ ରାଉତ, କାର୍ତ୍ତିକ ସାହୁ, ସୁଭାଶିଷ ପାଢ଼ୀ ଭୁବନେଶ୍ୱର/କଟକ/ସମ୍ବଲପୁର,୨ା୧୧: ଲୋକମାନେ ଅନ୍ଲାଇନ ବ୍ୟବସ୍ଥାରେ ଅନେକ ସୁବିଧା ପାଉଛନ୍ତି। ହେଲେ ଲୋକଙ୍କ ପାଇଁ ଏହା ଅନେକ ସମୟରେ ଚିନ୍ତାର କାରଣ ପାଲଟୁଛି। ସାଇବର ଠକମାନେ ଲୋକଙ୍କୁ ବିଭିନ୍ନ ଜାଲରେ ଫସାଇ ବହୁ ଟଙ୍କା…
ପିଜି ବଳକା ସିଟ୍ ନାମଲେଖା: ଆରମ୍ଭ ହେଲା ଆବେଦନ
ଭୁବନେଶ୍ୱର, ୧।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ତେବେ ଯେଉଁ ଛାତ୍ରୀଛାତ୍ରମାନେ…
୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ୪ ଚାକିରିରୁ ବିଦା,୬ଜଣଙ୍କ ପେନସନ ବନ୍ଦ ଆଉ…
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଆଉ ୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରେ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଅନ୍ୟ ୬ ଜଣଙ୍କ ପେନ୍ସନ ସ୍ଥାୟୀ…
ଆଜି ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୦୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨…
୫୪ ଓ୍ବାର୍ଡରୁ ଉଠିବନି ଅଳିଆ
ଭୁବନେଶ୍ୱର, ୧।୧୧ (ବ୍ୟୁରୋ):ସହରରେ ସଫେଇ ବ୍ୟବସ୍ଥାକୁ ନେଇ ଡିଣ୍ଡିମ ପିଟୁଥିବା ବିଏମ୍ସିରେ ଥିବା ଅବ୍ୟବସ୍ଥା ପୁଣିଥରେ ପଦାରେ ପଡିଛି। କିଛିଦିନ ବ୍ୟବଧାନରେ ସଫେଇ କର୍ମୀ ଏବଂ ବିଏମ୍ସି ଅଧିକାରୀଙ୍କ ମଧ୍ୟରେ ମୁହଁାମୁହିଁ ସ୍ଥିତି ଉପୁଜିବାକୁ ଯାଉଛି। ସଫେଇ ସଂଘ ସହିତ ଆଲୋଚନା…
Archives


