ମେଟ୍ରୋ

ଅଣାୟତ୍ତ ସାଇବର ଠକେଇ

ସତ୍ୟଜିତ୍‌ ରାଉତ, କାର୍ତ୍ତିକ ସାହୁ, ସୁଭାଶିଷ ପାଢ଼ୀ ଭୁବନେଶ୍ୱର/କଟକ/ସମ୍ବଲପୁର,୨ା୧୧: ଲୋକମାନେ ଅନ୍‌ଲାଇନ ବ୍ୟବସ୍ଥାରେ ଅନେକ ସୁବିଧା ପାଉଛନ୍ତି। ହେଲେ ଲୋକଙ୍କ ପାଇଁ ଏହା ଅନେକ ସମୟରେ ଚିନ୍ତାର କାରଣ ପାଲଟୁଛି। ସାଇବର ଠକମାନେ ଲୋକଙ୍କୁ ବିଭିନ୍ନ ଜାଲରେ ଫସାଇ ବହୁ ଟଙ୍କା…

ପିଜି ବଳକା ସିଟ୍‌ ନାମଲେଖା: ଆରମ୍ଭ ହେଲା ଆବେଦନ

ଭୁବନେଶ୍ୱର, ୧।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ତେବେ ଯେଉଁ ଛାତ୍ରୀଛାତ୍ରମାନେ…

୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ୪ ଚାକିରିରୁ ବିଦା,୬ଜଣଙ୍କ ପେନସନ ବନ୍ଦ ଆଉ…

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଆଉ ୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରେ ୪ ଜଣଙ୍କୁ ଚାକିରିରୁ ବିଦା କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଅନ୍ୟ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ…

ଆଜି ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୦୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨…

୫୪ ଓ୍ବାର୍ଡରୁ ଉଠିବନି ଅଳିଆ

ଭୁବନେଶ୍ୱର, ୧।୧୧ (ବ୍ୟୁରୋ):ସହରରେ ସଫେଇ ବ୍ୟବସ୍ଥାକୁ ନେଇ ଡିଣ୍ଡିମ ପିଟୁଥିବା ବିଏମ୍‌ସିରେ ଥିବା ଅବ୍ୟବସ୍ଥା ପୁଣିଥରେ ପଦାରେ ପଡିଛି। କିଛିଦିନ ବ୍ୟବଧାନରେ ସଫେଇ କର୍ମୀ ଏବଂ ବିଏମ୍‌ସି ଅଧିକାରୀଙ୍କ ମଧ୍ୟରେ ମୁହଁାମୁହିଁ ସ୍ଥିତି ଉପୁଜିବାକୁ ଯାଉଛି। ସଫେଇ ସଂଘ ସହିତ ଆଲୋଚନା…

୫୦ ହଲ୍‌ରେ ଏକସଙ୍ଗରେ ରିଲିଜ୍‌ ହେବ

ଭୁବନେଶ୍ୱର,୧।୧୧(ବ୍ୟୁରୋ):ପ୍ରଥମ କରି ରାଜଧାନୀର ବିଭିନ୍ନ ଛକରେ ବୁଲି ପ୍ରଚାର କରିଛି ଓଡ଼ିଆ ଚଳଚ୍ଚିତ୍ର ଟିମ୍‌। ଆସନ୍ତା ୪ ତାରିଖରେ ୫୦ଟି ହଲରେ ରିଲିଜ ହେବାକୁ ଥିବା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଟିମ୍‌ ଏପରି ନିଆରା ଢ଼ଙ୍ଗରେ ଚଳଚ୍ଚିତ୍ରର ପ୍ରଚାର କରିଛନ୍ତି॥ କାନ୍ଧରେ…

ନାତୁଣୀ ଜ୍ୱାଇଁଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,୧।୧୧(ବ୍ୟୁରୋ):ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ନାରାୟଣୀ ବସ୍ତିଟ୍ରିପଲ ମର୍ଡର ମାମଲାରେ ୭ ବର୍ଷ ପରେ ସୋମବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ତଥା ନାତୁଣୀ ଜ୍ୱାଇଁ ଶିବ ପ୍ରସାଦ ପଣ୍ଡା ଓରଫ ଭୁବନଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି। ଏଥିସହ ତାଙ୍କୁ…

ବିନୋଦ କୁମାରଙ୍କ ସମେତ ୩ଜଣଙ୍କୁ ୩ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧ା୧୧(ବ୍ୟୁରୋ):ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍‌ଏଚ୍‌ଡିସି) ଦ୍ୱାରା ଷ୍ଟେଟ୍‌ ଫେଡେରେଶନ ଲେବର ଆଣ୍ଡ୍‌ କନ୍‌ଷ୍ଟ୍ରକ୍‌ଶନ କୋଅପରେଟିଭ୍‌ ଲିଃ (ଏସ୍‌ଏଫ୍‌ଏଲ୍‌ସିସି)କୁ ଅନୁଚିତ ଅନୁଗ୍ରହ ଦେଖାଇ ୮.୮୦ ଲକ୍ଷ ଟଙ୍କାର ଋଣ ଦେବା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବହିଷ୍କୃତ ଆଇଏଏସ୍‌…

୧୦ ମାସରେ ୧୧, ୮୨୪ ଅଭିଯୋଗ

ଭୁବନେଶ୍ୱର, ୧।୧୧(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରବାସୀଙ୍କୁ ସ୍ବଚ୍ଛ ଓ ସୁନ୍ଦର ପରିବେଶ ସହିତ ମୌଳିକ ସୁବିଧା ଯୋଗାଇ ଦେବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ଅନେକ ସମୟରେ ବିଭିନ୍ନ ଯୋଜନା ସହିତ ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଉଛି। ସେହିପରି ମହାନଗର ନିଗମବାସୀଙ୍କର…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଓ୍ବେବ୍‌ସାଇଟ, ମୋବାଇଲ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର,୧ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମେକ୍‌ ଇନ୍‌ ଓଡ଼ିଶା ୱେବ୍‌ସାଇଟ(https://www.mio.investodisha.gov.in) ଏବଂ ମୋବାଇଲ ଆପ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରତିନିଧିମାନେ ସର୍ବଦଳୀୟ ଅଧିବେଶନ, ଥିମେଟିକ୍‌ ଅଧିବେଶନ, ବ୍ୟବସାୟ ନେତୃତ୍ୱ ଆଲୋଚନା, ସେକ୍ଟରାଲ୍‌ ଅଧିବେଶନ ଏବଂ ପୋର୍ଟାଲରେ ବକ୍ତାମାନଙ୍କ ସବିଶେଷ ତଥ୍ୟ ପାଇପାରିବେ। ସେହିପରି…

ଭୁବନେଶ୍ବର-ଜୟପୁର ବିମାନସେବା ଆରମ୍ଭ

ଭୁବନେଶ୍ୱର, ୧।୧୧(ବ୍ୟୁରୋ):କୋରାପୁଟବାସୀଙ୍କ ବହୁଦିନର ସ୍ବପ୍ନ ପୂରଣ ହୋଇଛି। ବହୁପ୍ରତୀକ୍ଷିତ ଭୁବନେଶ୍ବର-ଜୟପୁର ବିମାନସେବା ସୋମବାରଠାରୁ ଆରମ୍ଭ ହୋଇଛି। ଏହି ବିମାନସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ୱାନ୍‌ ଏୟାର ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୯…

୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ନଭେମ୍ବର ୫ରୁ ରାଜ୍ୟରେ ଶୀତ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସିବ। ୭ ତାରିଖରୁ ପାରଦ ଆହୁରି ତଳମୁହାଁ ହେବ। ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri