ମେଟ୍ରୋ

ରାଜ୍ୟ ସରକାରଙ୍କ ମାଗଣା ସିଭିଲ ସର୍ଭିସ କୋଚିଂ

ଭୁବନେଶ୍ୱର,୫।୨(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା(ପ୍ରିଲିମ/ମୁଖ୍ୟ) ପାଇଁ ରାଜ୍ୟ ସରକାର ମାଗଣା କୋଚିଂ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥର ୨୦୦ ସିଭିଲ ସର୍ଭିସ ଆଶାୟୀଙ୍କୁ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି।…

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଛି ୯୮୫ ରାସ୍ତା

ଭୁବନେଶ୍ୱର,୫।୨(ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ଏବଂ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ରାସ୍ତା ସଂଯୋଗୀକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପ୍ରଚଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ…

ବର୍ଷକ ମଧ୍ୟରେ କେନ୍ଦ୍ରାପଡ଼ାରେ ଶିଳ୍ପ ପ୍ରତିଷ୍ଠା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶକ୍ତି, ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଶନିବାର ଡୁବୁରୀ-ପାରାଦୀପ ଏକ୍ସପ୍ରେସ୍‌ ହାଇୱେ କଡ଼ରେ ଶିଳ୍ପ ପ୍ରତିଷ୍ଠା ଲାଗି ଜମି ଚିହ୍ନଟ ପାଇଁ ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନ ବୁଲି ଦେଖିଛନ୍ତି। ଶିଳ୍ପ…

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି…

ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଇ ଦିଆଯାଉଥିଲା। ଏହାକୁ କେନ୍ଦ୍ର ସରକାର ବନ୍ଦ କରିବା ଦ୍ୱାରା ଗରିବ ଏବଂ…

ଖଣ୍ଡଗିରି ମେଳା ପାଇଁ ତତ୍ପର ବିଏମ୍‌ସି

ଭୁବନେଶ୍ୱର,୪।୨(ବ୍ୟୁରୋ): ଐତିହାସିକ ଖଣ୍ଡଗିରି ମେଳା। ଦୀର୍ଘ ୨ବର୍ଷ ପରେ ଏହି ମେଳା ହୋଇଥିବାରୁ ଦିନକୁ ଦିନ ଲୋକଙ୍କ ଭିଡ଼ ପରିଲକ୍ଷିତ ହେଉଛି। ତେବେ ମେଳାରେ ଲୋକଙ୍କ ସୁରକ୍ଷା ଓ ସ୍ବଚ୍ଛତା ଉପରେ ନଜର ରଖିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଏଥିପାଇଁ ସମସ୍ତ…

ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୪।୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଦୀର୍ଘଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ଜଣାପଡ଼ିଛି। ଆବଶ୍ୟକ ପଡ଼ିଲେ ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ବା ପ୍ରତିରୋପଣର ଆବଶ୍ୟକତା ପଡିପାରେ।…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଭୁବନେଶ୍ବର, ୪ା୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ଆର୍ଥତ୍କ ବର୍ଷ ୨୦୨୩-୨୪ର ବଜେଟ୍‌ ପାର୍ଲାମେଣ୍ଟରେ ଆଗତ କରିଛନ୍ତି। ଏହି ବଜେଟ୍‌କୁ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଶନିବାର କେନ୍ଦ୍ର ଆଦିବାସୀ କଲ୍ୟାଣମନ୍ତ୍ରୀ ଅର୍ଜୁନ ମୁଣ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ…

ପୋଲିସ ଉପରେ ଭରସା ନାହିଁ: ଜୟନାରାୟଣ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ପୋଲିସ ଗୁଳିରେ ମୃତ୍ୟୁ ହେବା ପରେ ବିଧାୟକ ଓ ମନ୍ତ୍ରୀମାନେ ସତର୍କ ହୋଇ ପଡ଼ିଛନ୍ତି। ପୋଲିସ ଉପରେ ସେମାନଙ୍କର ଭରସା ପାଉନାହିଁ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୁକ୍ରବାର ନିଜର ପିଏସ୍‌ଓ ବା…

ଓଡ଼ିଶାକୁ ୧୦,୦୧୨ କୋଟିର ଅନୁଦାନ

ଭୁବନେଶ୍ୱର,୪।୨(ବ୍ୟୁରୋ): କେନ୍ଦ୍ର ବଜେଟ ୨୦୨୩-୨୪ରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ଆବଣ୍ଟିତ ହୋଇଛି। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଘୋଷଣା କରିଛନ୍ତି। ରାଜ୍ୟକୁ ମିଳିଥିବା ରେଳ ଅନୁଦାନ ମଧ୍ୟରେ ଏହା ସବୁଠୁ ଅଧିକ। ଏପରି କି…

୧୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ: ବିକ୍ରମଦେବ କଲେଜରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କୋରାପୁଟ,୩।୨(ସ୍ବ.ପ୍ର. ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଲେଜରେ ଏକ ଅତ୍ୟାଧୁନିକ ଅଡିଟୋରିୟମ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ୧୦୦୦ ଆସନ ବିଶିଷ୍ଟ ଅଡିଟୋରୟମ…

‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କୋରାପୁଟର ମାଟି, ପାଣି ଓ ପବନରେ ଭରି ରହିଛି ଆତ୍ମୀୟତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?