ଆସୁଛି ଆଉ ୨ଟି ଲଘୁଚାପ
ଭୁବନେଶ୍ୱର,୨।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ ସୂଚନାନୁଯାୟୀ, ପ୍ରଥମ ଲଘୁଚାପଟି ଆସନ୍ତା...
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରର ୮୧ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ...
ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ
ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଘଟଣାକୁ ୩ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଖୋଳତାଡ...
ଆଜି ରାଜ୍ୟରୁ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩୨ ଜଣ ଚିହ୍ନଟ...
ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା
ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭...
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ...
୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ
ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍ ଟଙ୍କାରେ ଅମୁଲ ଆଉଟ୍ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ...
ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରେ ବିଜେଡି ଦେବ ସମ୍ବର୍ଦ୍ଧନା
ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବାକୁ ଥିବାରୁ...
ପୁରୀରେ ଏଫ୍ଏନ୍ପିର ଏକ୍ସକ୍ଳୁସିଭ ଆଉଟଲେଟ୍
ଭୁବନେଶ୍ୱର,୨।୯:ଦେଶର ପ୍ରମୁଖ ଷ୍ଟାର୍ଟଅପ୍ ୟୁନିଟ୍ ଫର୍ନସ ଏନ୍ ପେଟାଲ୍ସ (ଏଫ୍ଏନ୍ପି) ର ଏକ୍ସକ୍ଳୁସିଭ ଆଉଟଲେଟ୍ ନିକଟରେ ପୁରୀ ସହରରେ ଉଦ୍ଘାଟିତ ହୋଇଯାଇଛି। ୭୫୦ ବର୍ଗଫୁଟ ପରିମିତ ସ୍ଥାନରେ ଗଢି ଉଠିଥିବା ଏହି ଷ୍ଟୋରଟି ପୁରୀ ଗ୍ରାଣ୍ଡ ରୋଡ୍ଠାରେ ଶୁଭାରମ୍ଭ ହୋଇଥିବା...
‘ଓଡ଼ିଶାରେ ବୃଦ୍ଧି ପାଉଛି ରପ୍ତାନି କାରବାର’
ଭୁବନେଶ୍ୱର,୨।୯:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର କର୍ପୋରେଟ୍ ବ୍ୟାଙ୍କିଙ୍ଗ୍ ଶାଖା ଦ୍ୱାରା ନିକଟରେ ଏକ ଦିନିକିଆ ରପ୍ତାନି ଓ ଆମଦାନୀକାରୀଙ୍କ ବୈଠକ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ପିଏନ୍ବିର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଅଞ୍ଚଳ ମୁଖ୍ୟ...
ଜି-୨୦ ବୈଠକରେ ବାଲିଯାତ୍ରା କଥା ଉଠାଇଲେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶାର ବାଲିଯାତ୍ରା ୨ ହଜାର ବର୍ଷର ପୁରୁଣା ପରମ୍ପରା। କେଉଁ ଆବହମାନ କାଳରୁ ଏହା ଇଣ୍ଡୋନେସିଆ ସହିତ ଜଡ଼ିତ। ଇଣ୍ଡୋନେସିଆର ବାଲିଠାରେ ଅନୁଷ୍ଠିତ ଜି-୨୦ ଡିଜିଟାଲ ଇକୋନୋମି ମିନିଷ୍ଟର୍ସ ବୈଠକ (ଡିଇଏମ୍ଏମ୍)ରେ ଯୋଗ ଦେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି...
ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ
ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ୨୦୨ଗ୍ରାମର ‘କୋକେନ’ ଜବତ କରିଥିଲା। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ...
Archives


